୭ ଦିନରେ ସାଇନ୍ବୋର୍ଡ ବନାନ ସଂଶୋଧନ କରିବାକୁ କଡ଼ା ନିର୍ଦ୍ଦେଶ ଭୁବନେଶ୍ୱର,୭ା୯(ରବିନାରାୟଣ ଜେନା): ଓଡ଼ିଆ ଉଚ୍ଚାରଣ ସହ ସମନ୍ବୟ ରଖି ସଂଶୋଧିତ ହୋଇଥିବା ବିଭିନ୍ନ ସ୍ଥାନ ନାମର ଇଂଲିଶ ବନାନକୁ ସମସ୍ତ ସରକାରୀ କାର୍ଯ୍ୟାଳୟ ଓ ପ୍ରତିଷ୍ଠାନରେ ସମାନ ଭାବେ ବ୍ୟବହାର ସୁନିଶ୍ଚିତ କରିବାକୁ ରାଜସ୍ବ ବିଭାଗ ପକ୍ଷରୁ ୭ଦିନିଆ କଣ୍ଟ ଦିଆଯାଇଛି।…