ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କୁ ଖୋଜି ଖୋଜି ବାହାର କରୁଛି ଭିଜିଲାନ୍ସ: ଦୁଇ ମାସରେ ଜବତ ହେଲାଣି ୪ କେଜି ସୁନା, ୧୯୬ ପ୍ଲଟ୍ ଭୁବନେଶ୍ୱର,୨।୯: ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ଉପରେ ଓଡିଶା ଭିଜିଲାନ୍ସ ପକ୍ଷରୁ ବ୍ୟାପକ ଚଢ଼ାଉ ଜାରି ରହିଛି। ଭିଜିଲାନ୍ସ ବିଭାଗ ଏହାର ଡ୍ରାଇଭକୁ ଜୋରଦାର କରିଛି ଏବଂ ଏପର୍ଯ୍ୟନ୍ତ ଏହା ୮ ଟି ପ୍ରଥମ ଶ୍ରେଣୀ ଅଧିକାରୀ, ୨ ଦ୍ୱିତୀୟ ଶ୍ରେଣୀ ଅଧିକାରୀ...