ଭୁବନେଶ୍ୱର,୨୩।୪(ରବିନାରାୟଣ ଜେନା): ପଶ୍ଚିମ ଓଡ଼ିଶାର ଶିଳ୍ପ ପରିବେଶକୁ ସୁଦୃଢ଼ କରିବା ପାଇଁ ବୁଧବାର ରାଜ୍ୟ କ୍ୟାବିନେଟ୍ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛି। ଲୋକସେବା ଭବନରେ ଅନୁଷ୍ଠିତ ରାଜ୍ୟ…