କଫ୍ ସିରପ୍ ସହ ନିଶା ବଟିକା କାରବାର କରୁଛନ୍ତି ନାବାଳକ, ୩ ଗିରଫ ଅତାବିରା,୩ା୮(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ପୋଲିସ ଶୁକ୍ରବାର ବିପୁଳ ପରିମାଣରେ କଫ୍ ସିରପ୍ ଜବତ କରିଛି। ଏହି ମାମଲାରେ ପୋଲିସ ଜଣେ ନାବାଳକଙ୍କ ସମେତ ୩ ଜଣଙ୍କୁ ଗିରଫ କରିଛି। ଗିରଫ ସାବାଳକ ଅଭିଯୁକ୍ତମାନେ ହେଲେ, ଅତାବିରା ଥାନା…