ବରଗଡ଼ରେ ପୁଣି କଫ ସିରପ କାରବାର: ୭୬ ହଜାରରୁ ଅଧିକ ଟଙ୍କା ଜବତ ସହ… ବରଗଡ଼,୨୧ା୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲସ ବୁଧବାର ୫୦୫୦ବୋତଲ କଫ୍ ସିରପ୍ ଜବତ କରିଛି। ଏଥିରେ ସମ୍ପୃକ୍ତ ୬ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଥିବାବେଳେ ଅନ୍ୟ ୨ ନାବାଳକଙ୍କୁ ଅଟକ ରଖିଛି। ଗିରଫ ଅଭିଯୁକ୍ତମାନେ ହେଲେ ବରଗଡ଼ ଜିଲା...