ଭୁବନେଶ୍ୱର,୧୧।୨: ଓଡିଶାରେ ଛାଡପତ୍ରର ସଂଖ୍ୟାକୁ ରୋକିବା ଉଦ୍ଦେଶ୍ୟରେ ଦମ୍ପତିଙ୍କ ପାଇଁ ବୈବାହିକ ପରାମର୍ଶ ଦେବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ମଙ୍ଗଳବାର…