ଈଶାନ କିଶାନଙ୍କ ଚମକାଇଲା ଭଳି ନିଷ୍ପତ୍ତି: ଟିମ୍ ଇଣ୍ଡିଆ ନୁହେଁ, ଏବେ ଏହି ବିଦେଶୀ ଟିମ୍ରୁ ଖେଳିବେ କ୍ରିକେଟ… ନୂଆଦିଲ୍ଲୀ,୨୦।୬: ଭାରତର ଉଇକେଟକିପର ବ୍ୟାଟ୍ସମ୍ୟାନ ଈଶାନ କିଶାନଙ୍କୁ ଏବେ ଟିମ ଇଣ୍ଡିଆରେ ସୁଯୋଗ ମିଳୁନାହିଁ। ସେ ଭାରତ ପାଇଁ ଶେଷ ଅନ୍ତର୍ଜାତୀୟ ମ୍ୟାଚ ୨୦୨୩ରେ ଖେଳିଥିଲେ। ସେହି ସମୟରେ, ତାଙ୍କୁ ସମ୍ପ୍ରତି ଇଂଲଣ୍ଡ ଗସ୍ତ କରିଥିବା ଇଣ୍ଡିଆ ଏ ଦଳରେ...