Tag Archives: Court

ନିର୍ମାଣାଧୀନ କୋର୍ଟ ବୁଲି ଦେଖିଲେ ଗଞ୍ଜାମ ଜିଲା ଜଜ୍‌

ଦିଗପହଣ୍ଡି,୧୫ା୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦୌରା ଜଜ୍‌ ଅଶାନ୍ତ କୁମାର ଦାସ ଶନିବାର ଅପରାହ୍ନରେ ଦିଗପହଣ୍ଡି-ପୁଡ଼ାମାରୀ ରାସ୍ତାରେ ନିର୍ମାଣାଧୀନ ଦିଗପହଣ୍ଡି କୋର୍ଟ କୋଠା ପରିଦର୍ଶନ କରିଛନ୍ତି। ପୂର୍ତ୍ତ ବିଭାଗର ଅଧୀକ୍ଷଣ ଯନ୍ତ୍ରୀ ଇଂ. ସୋମନାଥ ତ୍ରିପାଠୀ, ନିର୍ବାହୀ ଯନ୍ତ୍ରୀ...

ଗୁରୁ ନାଁରେ କଳଙ୍କ: ଯୌନ ନିର୍ଯାତନା ଦେବାରୁ ଆତ୍ମହତ୍ୟା କରିଥିଲେ ଛାତ୍ରୀ, କୋର୍ଟ ଚାଲାଣ ହେଲେ ଶିକ୍ଷକ

ଗୋଲାମୁଣ୍ଡା,୮ା୯(ବଟକୃଷ୍ଣ ପଣ୍ଡା): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ଥାନା ଅନ୍ତର୍ଗତ ଦଶପୁର ଫାଣ୍ଡି ଅଧୀନ ବନ୍ଧଗାଁରେ ଗତ ରବିବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଥିଲା। ସ୍ଥାନୀୟ ଜଣେ ଛାତ୍ରୀ ଯୌନ ନିର୍ଯାତନାର ଶିକାର ହୋଇ ଶେଷରେ ବିଷ ପିଇ ଆତ୍ମହତ୍ୟା...

ମହିଳା ସଂଘର ଟଙ୍କା ଆତ୍ମସାତ୍‌ ମାମଲା: ପିଅନଙ୍କୁ ୨ ବର୍ଷ ଜେଲ୍‌ ଦଣ୍ଡାଦେଶ

ପୁରୁଷୋତ୍ତମପୁର,୧ା୮(ସିମାଞ୍ଚଳ ମିଶ୍ର): ମହିଳା ସଂଘର ଜମାଟଙ୍କାକୁ ଆତ୍ମସାତ୍‌ କରିଥିବା ନେଇ ରୁଜୁ ହୋଇଥିବା ମାମଲାର ଶୁଣାଣି କରି ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପ୍ରଥମଶ୍ରେଣୀ ବିଚାର ବିଭାଗୀୟ ଅଦାଲତର ବିଚାରପତି ପୂଜା ପ୍ରିୟଦର୍ଶନୀ ପତି ଭୂତସରସିଙ୍ଗି କାନାଡ଼ା ବ୍ୟାଙ୍କ ପିଅନ ରାମଚନ୍ଦ୍ର...

ଶେଖ ଶାହାଜହାଁଙ୍କୁ ହସ୍ତାନ୍ତର କରିବାକୁ ମନା କଲେ ମମତା ସରକାର, ଖାଲି ହାତରେ ଫେରିଲା ସିବିଆଇ ଟିମ୍‌

କୋଲକାତା,୬।୩: ପଶ୍ଚିମବଙ୍ଗ ସରକାର କୋଲକାତା ହାଇକୋର୍ଟଙ୍କ ନିର୍ଦ୍ଦେଶ ସତ୍ତ୍ୱେ ନିଲମ୍ବିତ ଟିଏମ୍‌ସି ନେତା ଶେଖ ଶାହଜାହାଁଙ୍କୁ ସିବିଆଇକୁ ହସ୍ତାନ୍ତର କରିବାକୁ ମନା କରି ଦେଇଛନ୍ତି। ଶାହଜାହାଁଙ୍କୁ ଗିରଫ କରିବା ଲାଗି ସିବିଆଇ ଅଧିକାରୀଙ୍କ ଏକ ଟିମ୍‌ ଭବାନୀ ଭବନରେ ପହଞ୍ଚିଥିଲା,...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri