ସିଙ୍ଗାପୁରରେ କରୋନାର ନୂଆ ଓ୍ବେଭ୍, ୬ ଦିନରେ ୨୫,୯୦୦ ମାମଲା
ସିଙ୍ଗାପୁର, ୧୮।୫: ଦକ୍ଷିଣ-ପୂର୍ବ ଏସୀୟ ଦେଶ ସିଙ୍ଗାପୁରରେ କରୋନା ଭାଇରସ ପୁଣି ଥରେ ବ୍ୟାପିବାରେ ଲାଗିଛି। ଦେଶରେ ଗତ ୬ ଦିନ ମଧ୍ୟରେ ୨୫,୯୦୦ ନୂଆ କରୋନା ମାମଲା ରେକର୍ଡ ହୋଇଛି। ଏହି ଅବସରରେ ଶନିବାର ସିଙ୍ଗାପୁରର ସ୍ବାସ୍ଥ୍ୟ ମନ୍ତ୍ରୀ...
ବିଶ୍ୱ ବଜାରରୁ କୋଭିସିଲ୍ଡ ଟିକା ପ୍ରତ୍ୟାହୃତ କରିବ ଆଷ୍ଟ୍ରାଜେନେକା, ପାର୍ଶ୍ୱପ୍ରତିକ୍ରିୟା ନେଇ ଖୁଲାସା ପରେ…
ନୂଆଦିଲ୍ଲୀ,୮।୫: ବ୍ରିଟିଶ ଫାର୍ମା କମ୍ପାନୀ ଆଷ୍ଟ୍ରାଜେନେକା ବିଶ୍ୱ ବଜାରରୁ ଏହାର କୋଭିଡ-୧୯ ଟିକାର ବିକ୍ରି ଉପରେ ରୋକୋ ଲଗାଇବାକୁ ନିଷ୍ପତ୍ତି ନେଇଛି। ଏଥିରେ ଭାରତରେ ପ୍ରସ୍ତୁତ କୋଭିସିଲ୍ଡ ଟିକା ସାମିଲ ଅଛି। କିଛି ଦିନ ପୂର୍ବେ ଏହି ଫାର୍ମା କମ୍ପାନୀ...
କରୋନା ଟିକା ସାର୍ଟିଫିକେଟରୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ଫଟୋ ଗାଏବ, ଜାଣନ୍ତୁ କାରଣ
ନୂଆଦିଲ୍ଲୀ,୨।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଫଟୋ କରନା ଟିକା ପ୍ରମାଣପତ୍ରରୁ ହଟାଇ ଦିଆଯାଇଛି। କରୋନା ମହାମାରୀ ସମୟରେ ଟିକାକରଣ ପାଇବା ପରେ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଦ୍ୱାରା ପ୍ରମାଣପତ୍ର ପ୍ରଦାନ କରାଯାଇଥିଲା, ଯେଉଁଥିରେ ତଳେ ପ୍ରଧାନମନ୍ତ୍ରୀଙ୍କ...
ପୁଣି ଚାଇନାରେ ଅଣାୟତ କରୋନା ସ୍ଥିତି: ଶ୍ମଶାନ ଘାଟରେ ଲମ୍ବା ଲାଇନ୍
ବେଜିଂ,୨୫।୧୨: ଚାଇନାରେ କରୋନାର ପ୍ରଭାବ ପୁଣି ଥରେ ଦେଖିବାକୁ ମିଳିଛି। ଏଠାରେ କରୋନା ସଂକ୍ରମଣର ଗତି ଦ୍ରୁତ ଗତିରେ ବୃଦ୍ଧି ପାଉଛି। ପରିସ୍ଥିତି ଏପରି ହୋଇଛି ଯେ କରୋନା କାରଣରୁ ମୃତ୍ୟୁ ହେତୁ ଚାଇନା ଶ୍ମଶାନ ଘାଟ ୨୪ ଘଣ୍ଟା...
Covid Update: ଦେଶରେ ୨୪ ଘଣ୍ଟାରେ ୭୫୨ ଆକ୍ରାନ୍ତ ଚିହ୍ନଟ, ୪ ମୃତ
ନୂଆଦିଲ୍ଲୀ,୨୩।୧୨: ଦେଶରେ ପୁଣି କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଛି। ଗୋଟିଏ ଦିନରେ ୭୫୨ କୋଭିଡ ମାମଲା ଚିହ୍ନଟ ହୋଇଛି। ନୂଆ ସଂକ୍ରମିତଙ୍କୁ ମିଶାଇଲେ ବର୍ତ୍ତମାନ କୋଭିଡ ସକ୍ରିୟ ମାମଲା ୩,୪୨୦ରେ ପହଞ୍ଚିଛି। ସେହିଭଳି ୪ ସଂକ୍ରମିତଙ୍କ ମୃତ୍ୟୁ ମଧ୍ୟ...
ବଢୁଛି କରୋନା ଭୟ: ଇଂଲଣ୍ଡରେ ପ୍ରତି ୨୪ ଜଣରେ ଜଣେ କରୋନା ପଜିଟିଭ୍ ଚିହ୍ନଟ
ନୂଆଦିଲ୍ଲୀ/ଇଂଲଣ୍ଡ,୨୨।୧୨: କରୋନା ଭାଇରସର ନୂତନ JN.1 ଭାରିଆଣ୍ଟ ବିପଦ କ୍ରମାଗତ ଭାବରେ ବୃଦ୍ଧି ପାଉଛି। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲୁଏଚ୍ଓ)ର ପୂର୍ବତନ ମୁଖ୍ୟ ବୈଜ୍ଞାନିକ ଡା. ସ୍ବାମ୍ୟା ସ୍ବାମୀନାଥନ କହିଛନ୍ତି, ବର୍ତ୍ତମାନ ଲୋକଙ୍କୁ ଭୟଭୀତ କରିବାର ଆବଶ୍ୟକତା ନାହିଁ। ନୂତନ...
Archives
![Why Dharitri](https://www.dharitri.com/wp-content/themes/dharitri/images/1.jpeg)