ବାଲି ମାଫିଆଙ୍କ ନିଦ ହଜାଇଲା ‘ଅପରେସନ୍ ବୈତରଣୀ’: ହାଟଡିହୀରେ ରାତିଅଧିଆ ଚଢ଼ାଉ, ୧୦ ବାଲି ବୋଝେଇ ହାଇୱା…
ହାଟଡିହୀ,୧୧।୧୧(ଶୁଭକାନ୍ତ ନାୟକ): ମୁଖ୍ୟମନ୍ତ୍ରୀଙ୍କ ଗୃହ ଜିଲା କେନ୍ଦୁଝରରେ ବେଆଇନ ବାଲି ମାଫିଆଙ୍କ ବିରୋଧରେ ଶକ୍ତ ଆକ୍ସନ୍। କେନ୍ଦୁଝର ଏସପି ନୀତିନ କୁଶଲକର ଦାଗୁଡ଼ୁଙ୍କ ନିର୍ଦ୍ଦେଶରେ ଆରମ୍ଭ ହୋଇଥିବା ‘ଅପରେସନ୍ ବୈତରଣୀ’ ଅଭିଯାନ ଏବେ ବାଲି ମାଫିଆଙ୍କ ପାଇଁ କଣ୍ଟା ସାଜିଛି। ମଙ୍ଗଳବାର…

