Tag Archives: cracker blast

ଜନଗହଳିପୂର୍ଣ୍ଣ ସ୍ଥାନରେ ୪୦ ବର୍ଷ ଧରି ଚାଲିଛି ବେଆଇନ ବାଣ କାରଖାନା, ପ୍ରଚଣ୍ଡ ଶଦ୍ଦରେ ଥରୁଛି ଅଞ୍ଚଳ

ମହାକାଳପଡ଼ା/ମାର୍ଶାଘାଇ,୫ା୬(ପ୍ରତାପ ଚନ୍ଦ୍ର ସ୍ବାଇଁ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତଥା ମାର୍ଶାଘାଇ ଥାନା ତେରଗାଁ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଓସ୍ତର ଗ୍ରାମରେ ଥିବା ଏକ ବାଣ କାରଖାନାରେ ଗୁରୁବାର ଅପରାହ୍ନ ପ୍ରାୟ ୧ଟା ୩୦ରେ ବିସ୍ଫୋରଣ ଘଟିଛି। ହାବେଳି…

ଫୁଟିଲା ଅଫୁଟା ବାଣ,୨ ଭଉଣୀ ଗୁରୁତର

ତିହିଡ଼ି,୧୦ା୫(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ଥାନା କାଁପଡ଼ା ପଞ୍ଚାୟତ ଅଧୀନ ଦପା ଗ୍ରାମରେ ରବିବାର ଅଫୁଟା ବାଣ ଫୁଟି ୨ ଭଉଣୀ ଗୁରୁତର ଆହତ ହୋଇଛନ୍ତି। ସେମାନେ ହେଉଛନ୍ତି ଫକୀର ଦାସଙ୍କ ଝିଅ ଲକ୍ଷ୍ମୀ (୮) ଏବଂ ସଖୀ (୫)।…

ଅଫୁଟା ବାଣରେ ନିଆଁ ଲଗାଉଥିଲେ ୩ ପିଲା, ହଠାତ୍‌ ହେଲା ବିସ୍ଫୋରଣ, ଆଉ ତା’ ପରେ…

ଦେବଗଡ଼,୨୦ା୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା ଅନ୍ତର୍ଗତ ଦଣ୍ଡାସିଂହା ଗ୍ରାମରେ ବାଣ ବିସ୍ଫୋରଣରେ ୩ ଶିଶୁ ଆହତ ହୋଇଥିବା ଜଣାପଡ଼ିଛି। ସେମାନଙ୍କ ମଧ୍ୟରୁ ଜଣଙ୍କର ଅବସ୍ଥା ଗୁରୁତର ଥିବାରୁ ଅଧିକ ଚିକିତ୍ସା ନିମନ୍ତେ ବୁର୍ଲା ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି।…

ବାଣ ବିସ୍ଫୋରଣ ଘଟଣା: ଗୋଦାମରେ ପୋଲିସର ଚଢ଼ାଉ, ଫେରାର ମାରିଲେ ଅଭିଯୁକ୍ତ

ହରଭଙ୍ଗା,୨୨ା୯(ନରେନ୍ଦ୍ର କୁମାର ସାହୁ): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକର ପୁରୁଣାକଟକ ବଜାର ନିକଟସ୍ଥ ଜିଆକଟା ଗ୍ରାମରେ ଏକ ବାଣ ଗୋଦାମରେ ବିସ୍ଫୋରଣ ଘଟିବା ଫଳରେ ୨ଙ୍କର ମୃତ୍ୟୁ ହୋଇଥିବା ବେଳେ ୧୨ ଜଣ ଗୁରୁତର ହୋଇପଡ଼ିଥିଲେ। ପୋଲିସ ବାଣ ଗୋଦାମ କରିଥିବା…

ବାଣ ଗୋଦାମରେ ବିସ୍ଫୋରଣ ଘଟଣା: ପୂର୍ବରୁ ଯାଇଥିଲା ୨ ଜୀବନ, ଆଜି ଆଉ ୩ ଆଖି ବୁଜିଲେ

ଭଦ୍ରକ,୧୦ା୫(ସନାତନ ରାଉତ): ଭଦ୍ରକ-ଚାନ୍ଦବାଲି ରାସ୍ତାର ଭଦ୍ରକ ପୌରପାଳିକା ୨୫ ନଂ ଓ୍ବାର୍ଡ ହଳଦୀ ବାଇପାସ ଠାରେ ଗତ ମଙ୍ଗଳବାର ଏକ ବାଣ ଗୋଦାମରେ ଘଟିଥିବା ବିସ୍ଫୋରଣରେ ଘଟଣା ଦିନ ୨ ଜଣଙ୍କ ମୃତ୍ୟୁ ଘଟିଥିଲା। ଅନ୍ୟ ୩ ଗୁରୁତର ମଧ୍ୟରୁ ଶୁକ୍ରବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?