୪ ମାସ ବିତିନି ପୁଣି ବାଣ ବିସ୍ଫୋରଣ: ଲୋକେ ଭୟଭୀତ ବୌଦ୍ଧ,୨୧ା୨(ଅଜିତ କୁମାର ବାରିକ): ବୌଦ୍ଧ ଜିଲା ପୁରୁଣା କଟକ ଥାନା ଜିଆକଟା ଗ୍ରାମରେ ବାଣ ବିସ୍ଫୋରଣ ଘଟଣାକୁ ୪ ମାସ ବିତି ନ ଥିବା ବେଳେ ପୁଣି ଶନିବାର ଅପରାହ୍ନରେ ପୁରୁଣା କଟକ ବଙ୍କ କଲୋନୀରେ ବାଣ ବିସ୍ଫୋରଣ ଘଟିଥିଲା। ବାଣ…