Tag Archives: crackers

ଖବର ପ୍ରକାଶ ପରେ ଚେତିଲେ ବ୍ୟବସାୟୀ, ବର୍ଜ୍ୟବସ୍ତୁରେ ନିଆଁ ଲଗାଇ ପଡ଼ିଆ କଲେ ସଫା

ଦାରିଙ୍ଗବାଡ଼ି,୨୫ା୧୦(ଅରୁଣ ସାହୁ): ହେଲିପ୍ୟାଡ୍‌ ପଡ଼ିଆଠାରେ ଚଳିତ ବର୍ଷ ଦୀପାବଳି ପାଇଁ ବାଣ ଦୋକାନ ଖୋଲାଯାଇଥିଲା। ଏଥିରେ ଲାଇସେନ୍ସପ୍ରାପ୍ତ ୫ ଜଣ ବ୍ୟବସାୟୀ ସ୍ବତନ୍ତ୍ର ଭାବେ ଦୋକାନ ଖୋକିଥିଲେ। ତେବେ ଦୀପାବଳି ସରିବା ପରେ ବାଣ ଦୋକାନଗୁଡ଼ିକ ବନ୍ଦ ହୋଇଯାଇଥିଲା। ସେଠାରେ ଅସ୍ଥାୟୀ…

ବାଣଫୁଟାକୁ ନେଇ ଆସିଲା ଗାଇଡ୍‌ଲାଇନ୍‌: ରାତି ୯ଟା ପରେ ବାଣ ଫୁଟାଇଲେ…

ଭୁବନେଶ୍ୱର,୧୮ା୧୦: ଦୀପାବଳିରେ ବାଣଫୁଟାକୁ ନେଇ ଆସିଲା ଗାଇଡ୍‌ଲାଇନ୍‌। ଭୁବନେଶ୍ୱର ଡିସିପି ଜଗମୋହନ ମୀନା ଏନେଇ କଡ଼ା ନିର୍ଦ୍ଦେଶ ଦେଇଛନ୍ତି। ରାଜଧାନୀ ଭୁବନେଶ୍ୱରରେ ଉଚ୍ଚ ଶଦ୍ଦ ସମ୍ପନ୍ନ ବାଣ ଫୁଟାଇଲେ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ। ସବୁଜ ବାଣ ଫୁଟାଇବା ପାଇଁ ପୋଲିସ ସମସ୍ତଙ୍କୁ…

ବ୍ୟବସାୟୀଙ୍କ ଘରୁ ଜବତ ହେଲା ବିପୁଳ ପରିମାଣର ବିସ୍ଫୋରକ ବାଣ

ରିଷିଡ଼ା,୨୮ା୯(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ଫାଣ୍ଡି ପୋଲିସର ମିଳିତ ଅପରେଶନରେ ମିଳିଛି ବଡ଼ ସଫଳତା। ତେରେସିଂହା ପଞ୍ଚାୟତ ବେଲପଡ଼ାର ଜନୈକ ବ୍ୟବସାୟୀ ରାକେଶ କେଡିଆଙ୍କ କଲୋନୀପଡ଼ାସ୍ଥିତ ଦୋକାନ ଗୋଦାମ ଘରୁ ପୁଳାପୁଳା ବାଣ ଜବତ କରାଯାଇଛି। ରିଷିଡ଼ା…

ପୋତାହେଲା ଲକ୍ଷାଧିକ ଟଙ୍କାର ବାଣ, ବେଆଇନ ଭାବେ ଗଚ୍ଛିତ ରଖି…

ଗଞ୍ଜାମ,୧୮ା୯(ଅଖିଳ ତରାଇ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅଧୀନ ସୁନ୍ଦରପୁର ଗ୍ରାମରେ ବେଆଇନ ଭାବେ ଗଚ୍ଛିତ ଥିବା ଲକ୍ଷାଧିକ ଟଙ୍କାର ବାଣ ସାମଗ୍ରୀକୁ ପୋଲିସ ଜବତ କରିବା ପରେ ଏହାକୁ ନଷ୍ଟ କରିଦିଆଯାଇଛି। ଗଞ୍ଜାମ ଏସ୍‌ପିଙ୍କ ନିର୍ଦ୍ଦେଶ କ୍ରମେ ମାନ୍ୟବର କୋର୍ଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?