Sahara Refund: ଆଉ ୫୦ ହଜାର ନୁହେଁ, ଏବେ ୧୦ ଲକ୍ଷ ଟଙ୍କା ଯାଏ ଫେରସ୍ତ ପାଇଁ କରନ୍ତୁ ଆବେଦନ,୪୫ ଦିନରେ ଆସିବ ଟଙ୍କା; ଜାଣନ୍ତୁ… ନୂଆଦିଲ୍ଲୀ,୨୭।୨: ସାହାରା ଇଣ୍ଡିଆରେ ଟଙ୍କା ରଖିଥିବା ନିବେଶକମାନଙ୍କୁ ବଡ଼ ଆଶ୍ୱସ୍ତି ଦେଇଛନ୍ତି କେନ୍ଦ୍ର ସରକାର। ଏବେ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଜମା କରିଥିବା ନିବେଶକମାନେ ନିଜ ଟଙ୍କା ଫେରସ୍ତ ପାଇଁ ଦାବି କରିପାରିବେ। ପୂର୍ବରୁ କେବଳ ଅଳ୍ପ ପରିମାଣର ଟଙ୍କା…