credit card trap

କ୍ରେଡିଟ୍ କାର୍ଡ ବ୍ୟବହାର କରୁଛନ୍ତି କି? ଜାଣନ୍ତୁ କେମିତି କଟିଥାଏ ସୁଧ, ନଚେତ୍ ଫସିଯିବେ ଋଣ ଜାଲରେ

ମୁମ୍ବାଇ,୧୮ା୧: ଆଜିକାଲିର ବ୍ୟସ୍ତବହୁଳ ଜୀବନଶୈଳୀରେ କ୍ରେଡିଟ୍ କାର୍ଡ ଏକ ଅପରିହାର୍ଯ୍ୟ ଅଙ୍ଗ ପାଲଟିଛି। ସହଜ ପେମେଣ୍ଟ ସୁବିଧା ଯୋଗୁଁ ଲୋକେ ଏହାକୁ ବହୁଳ ଭାବେ ବ୍ୟବହାର କରୁଛନ୍ତି।…

2 months ago