ଶ୍ମଶାନଘାଟ ଯିବାକୁ ମିଳିଲାନି ରାସ୍ତା, ରୋଡ୍ ଉପରେ ଅନ୍ତିମ ସଂସ୍କାର କଲେ ପରିବାର ପାଟନା,୩୦ା୧: ବିହାରର ବୈଶାଳୀରୁ ଏକ ଛାତିଥରା ଘଟଣା ସାମ୍ନାକୁ ଆସିଛି । ସୁରକ୍ଷିତ ରାସ୍ତା ନ ପାଇ କ୍ରୋଧିତ ମହାଦଳିତ ପରିବାର ରାସ୍ତାରେ ଜଣେ ବୃଦ୍ଧା ମହିଳାଙ୍କ ଶେଷକୃତ୍ୟ ସମ୍ପନ୍ନ କରିଛନ୍ତି। ଘଟଣାର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି।…