Tag Archives: Cricket News

ଟି-୨୦ ବିଶ୍ପକପ୍‌ରେ ଇତିହାସ ରଚିଲେ ପ୍ୟାଟ୍‌ କମିନ୍ସ

ନୂଆଦିଲ୍ଲୀ, ୨୩।୬: ଟି-୨୦ ବିଶ଼୍ବକପ୍‌ରେ ଅଷ୍ଟ୍ରେଲିଆ ବୋଲର ପ୍ୟାଟ୍‌ କମିନ୍ସ ଇତିହାସ ରଚିଛନ୍ତି। ପ୍ରଥମ ବୋଲର ଭାବେ ସେ ବ୍ୟାକ୍‌ ଟୁ ବ୍ୟାକ୍‌ ବା ପଛକୁ ପଛ ଲଗାତାର ହ୍ୟାଟ୍ରିକ୍‌ ନେଇ ରେକର୍ଡ କରିଛନ୍ତି । ଟି-୨୦ ବିଶ଼୍ବକପ୍‌ର ସୁପର ୮ରେ…

୧୭ ବର୍ଷର ରେକର୍ଡ ଭାଙ୍ଗିଲା ଟିମ୍‌ ଇଣ୍ଡିଆ, ବଢ଼ିଲା ବିଶ଼୍ବକପ୍‌ର ଆଶା

ନୂଆଦିଲ୍ଲୀ, ୨୩।୬: ଟି-୨୦ ବିଶ଼୍ବକପ୍‌ ଟାଇଟଲ ହାତେଇବା ଆଶା ଏବେ ଟିମ୍‌ ଇଣ୍ଡିଆର ବଢ଼ିଛି । କାରଣ ଟିମ୍‌ ଇଣ୍ଡିଆର ପ୍ରଦର୍ଶନ ଜବରଦସ୍ତ ରହିଛି । ଗୋଟିଏ ମ୍ୟାଚ୍‌ରେ ସର୍ବାଧିକ ଛକ୍କା ମାରି ୧୭ ବର୍ଷର ରେକର୍ଡ ଭାଙ୍ଗିଛି ଦଳ ।…

ରେକର୍ଡ କଲେ ହାର୍ଦ୍ଦିକ ପାଣ୍ଡ୍ୟା, ଭାରତ ଜିତିଲା ମ୍ୟାଚ୍‌

ନୂଆଦିଲ୍ଲୀ, ୨୩।୬: ଟି-୨୦ ବିଶ଼୍ବକପ୍‌ ୨୦୨୪ର ସୁପର ୮ରେ ଭାରତ ପୁଣିଥରେ ବିଜୟ ହାସଲ କରିଛି । ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଚମତ୍କାର ପ୍ରଦର୍ଶନ ଦଳକୁ ଜିତାଇଛି । ଏଥି ସହିତ ପାଣ୍ଡ୍ୟା ଏକ ରେକର୍ଡର ଅଧିକାରୀ ମଧ୍ୟ ହୋଇଛନ୍ତି । ଏହି…

ଆଜି ଭାରତ-ବାଂଲାଦେଶ ମୁହାଁମୁହିଁ, ବର୍ଷା ଧୋଇଦେଇ ପାରେ ମ୍ୟାଚ୍‌

ନୂଆଦିଲ୍ଲୀ, ୨୨।୬: ଆଇସିସି ଟି-୨୦ ବିଶ଼୍ବକପ୍‌ର ସୁପର ୮ରେ ଭାରତ ଏବଂ ବାଂଲାଦେଶ ଆଜି ଭେଟିବାକୁ ଯାଉଛନ୍ତି । ସୁପର ୮ରେ ଭାରତୀୟ ଟିମ୍‌ ଏହାର ପ୍ରଥମ ମ୍ୟାଚ୍‌ ଜିତି ନେଇଥିବା ବେଳେ ବାଂଲାଦେଶକୁ ପରାଜୟର ସାମ୍ନା କରିବାକୁ ପଡ଼ିଥିଲା ।…

ଟି-୨୦ ବିଶ଼୍ବକପ୍‌: ଆମେରିକାକୁ ହରାଇ ୱେଷ୍ଟ ଇଣ୍ଡିଜ୍‌ର ଜବରଦସ୍ତ ବିଜୟ

ନୂଆଦିଲ୍ଲୀ, ୨୨।୬: ଟି-୨୦ ବିଶ଼୍ବକପ୍‌ ୨୦୨୪ର ସୁପର ୮ ଗ୍ରୁପ୍‌ ୨ ମ୍ୟାଚ୍‌ରେ ଆମେରିକାକୁ ୯ ୱିକେଟ୍‌ରେ ହରାଇଛି ୱେଷ୍ଟ ଇଣ୍ଡିଜ୍‌ । ଏହି ମ୍ୟାଚ୍‌ରେ ୱେଷ୍ଟ ଇଣ୍ଡିଜ ଖେଳାଳି ହୋପ୍‌ ଟି-୨୦ ଇଣ୍ଟରନ୍ୟାଶନାଲ୍‌ର ସବୁଠାରୁ ବଡ଼ ପାଳି ଖେଳିଛନ୍ତି ।…

ଟି-୨୦ ବିଶ଼୍ବକପ୍‌: ସୁପର ୮ରେ ଭାରତ, ଜାଣନ୍ତୁ କେବେ କାହାକୁ ଭେଟିବ

ନୂଆଦିଲ୍ଲୀ, ୧୭।୬: ଜାରି ରହିଥିବା ଟି-୨୦ ବିଶ଼୍ବକପ୍‌ରେ ଭାରତ ସୁପର-୮ରେ ସ୍ଥାନ ପକ୍କା କରିସାରିଛି । ଏ ପର୍ଯ୍ୟନ୍ତ ୩୮ଟି ମ୍ୟାଚ୍‌ ଖେଳାଯାଇଥିବା ବେଳେ ଆଜି ନ୍ୟୁଜିଲ୍ୟାଣ୍ଡ ଏବଂ ପାପୁଆ ନ୍ୟୁ ଗିନି ମଧ୍ୟରେ ଟକ୍କର ହେବ । ୧୮ ଜୁନ୍‌ରେ…

ଟି-୨୦ ବିଶ଼୍ବକପ୍‌: ପାକିସ୍ତାନ ବିଦା ହେବାକୁ ନେଇ ଆଇସିସି ଉପରେ ଉଠିଲା ପ୍ରଶ୍ନ

ନୂଆଦିଲ୍ଲୀ, ୧୬।୬: ଟି-୨୦ ବିଶ଼୍ବକପ୍‌ରେ ପାକିସ୍ତାନ ପ୍ରଥମ ଦୁଇଟି ମ୍ୟାଚ୍‌ ହାରି ଟୁର୍ଣ୍ଣାମେଣ୍ଟରୁ ବାହାର ହେବାର ପାଦଦେଶରେ ଛିଡ଼ା ହୋଇଥିଲା । କିନ୍ତୁ ପରବର୍ତ୍ତୀ ମ୍ୟାଚ୍‌ରେ କାନାଡ଼ାକୁ ହରାଇବା ପରେ ଦଳ ଆଗକୁ ବଢ଼ିବା ନେଇ ଆଶା ସଞ୍ଚାର କରିଥିଲା ।…

ଟି-୨୦ ବିଶ଼୍ବକପ୍‌: ସୁପର ୮ରେ ଏଣ୍ଟ୍ରି ମାରିଲେ ୭ଟିମ୍‌, ୮ ନମ଼୍ବରରେ କିଏ?

ନୂଆଦିଲ୍ଲୀ, ୧୬।୬: ଟି-୨୦ ବିଶ଼୍ବକପ୍‌ ୨୦୨୪ରେ ସୁପର ୮ ପାଇଁ ୭ଟି ଟିମ୍‌ ସ୍ଥାନ ପକ୍କା କରିଛନ୍ତି। ସେମାନଙ୍କ ମଧ୍ୟରେ ଆମେରିକା, ଭାରତ, ୱେଷ୍ଟ-ଇଣ୍ଡିଜ୍‌, ଇଂଲଣ୍ଡ, ଅଷ୍ଟ୍ରେଲିଆ, ସାଉଥ୍‌ ଆଫ୍ରିକା, ଆଫଗାନିସ୍ତାନ ରହିଛନ୍ତି । ଏବେ ପ୍ରଶ୍ନ ହେଉଛି କି କେଉଁ…

ଆଜି ଭାରତ-ଦକ୍ଷିଣ ଆଫ୍ରିକା ମୁହାଁମୁହିଁ

ନୂଆଦିଲ୍ଲୀ, ୧୬।୬: ରବିବାର ୩ ମ୍ୟାଚ୍‌ ସିରିଜ୍‌ ବିଶିଷ୍ଟ ୱାନ୍‌ଡେ ଇଣ୍ଟରନ୍ୟାସନାଲର ପ୍ରଥମ ମ୍ୟାଚ୍‌ ବେଙ୍ଗାଲୁରର ଏମ୍‌ ଚିନ୍ନାସ଼୍ବାମୀ ଷ୍ଟାଡିୟମ୍‌ରେ ଅନୁଷ୍ଠିତ ହେବ । ଭାରତ ଏବଂ ଦକ୍ଷିଣ ଆଫ୍ରିକାର ମହିଳା କ୍ରିକେଟ୍‌ ଟିମ୍‌ ମଧ୍ୟରେ ଏହି ମ୍ୟାଚ୍‌ ଖେଳାଯିବ ।…

ପୂର୍ବତନ ଅଷ୍ଟ୍ରେଲିଆ ଅଧିନାୟକ ପଣ୍ଟିଂଙ୍କ ଖୁଲାସା: ଯେଉଁ ବ୍ୟାଟ୍‌ରେ ଶତକ ମାରୁଥିଲେ…

ନୂଆଦିଲ୍ଲୀ,୨୬।୪: ଦୁଇ ଥର ବିଶ୍ୱକପ୍‌ ବିଜେତା ଅଷ୍ଟ୍ରେଲିଆ ଅଧିନାୟକ ରିକି ପଣ୍ଟିଂ ଏବେ ଦିଲ୍ଲୀ କ୍ୟାପିଟାଲ୍ସର ମୁଖ୍ୟ କୋଚ୍‌ ଭାବେ ଦାୟିତ୍ୱ ସମ୍ପାଦନ କରୁଛନ୍ତି। ଦିନ ଥିଲା ସେ ନିଜ ସମୟର ଜବରଦସ୍ତ ବ୍ୟାଟ୍ସମ୍ୟାନ୍‌ ଥିଲେ। ୨୦୧୨ରେ କ୍ରିକେଟରୁ ସନ୍ନ୍ୟାସ ନେଇଥିବା…

‘ହାର୍ଦ୍ଦିକ କି ପନ୍ତ ନୁହନ୍ତି, ଏହି ୨୪ ବର୍ଷୀୟ ଖେଳାଳି ହେବେ ଟିମ୍‌ ଇଣ୍ଡିଆର ଆଗାମୀ ଅଧିନାୟକ’

ନୂଆଦିଲ୍ଲୀ,୨୧।୪: ପୂର୍ବ ଭାରତୀୟ କ୍ରିକେଟର ସୁରେଶ ରାଇନା ୨୪ ବର୍ଷୀୟ ଯୁବ ବ୍ୟାଟ୍ସମ୍ୟାନ୍‌ ଶୁଭମନ ଗିଲଙ୍କୁ ଆଗାମୀ ଭାରତୀୟ ଅଧିନାୟକ ଭାବେ ଚୟନ କରିଛନ୍ତି। ସେ ହାର୍ଦ୍ଦିକ ପାଣ୍ଡ୍ୟା, ଋଷଭ ପନ୍ତ ଏବଂ କେଏଲ୍‌ ରାହୁଲଙ୍କ ସହ ଜସପ୍ରିତ ବୁମ୍‌ରାଙ୍କୁ ମଧ୍ୟ…

ଶିବମ ଦୁବେଙ୍କ ବିସ୍ଫୋରକ ବ୍ୟାଟିଂ ଜାରି, ୧୫୦ ପାର୍‌ କଲା ଚେନ୍ନାଇର ସ୍କୋର

ଚେନ୍ନାଇ,୨୬।୩: ଆଇପିଏଲ ୨୦୨୪ର ୭ମ ମ୍ୟାଚ ଚେନ୍ନାଇ ସୁପର କିଙ୍ଗସ ଏବଂ ଗୁଜୁରାଟ ଟାଇଟାନ୍ସ ମଧ୍ୟରେ ଖେଳାଯାଉଛି। ଗତ ସିଜିନ୍‌ର ଫାଇନାଲ ଖେଳିଥିବା ଏହି ଦୁଇ ଦଳ ମଙ୍ଗଳବାର ମ୍ୟାଚ୍‌ ରେ ମୁହାଁମୁହିଁ ହେଉଛନ୍ତି। ଶେଷ ବଲରେ ଗୁଜୁରାଟ ଟାଇଟନ୍ସକୁ ପରାସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?