୩ ଓଭର ପୂର୍ବରୁ କୋଚ୍ କହିଲେ-ତୁମେ ବ୍ୟାଟିଂ କରିବାକୁ ଯିବ…ପରେ ଏହି ୨୧ ବର୍ଷୀୟ କ୍ରିକେଟର ହର୍ଷଲଙ୍କୁ କନ୍ଦାଇଦେଲେ…
ଚଣ୍ଡିଗଡ଼,୨୩।୩: ଯେଉଁଠାରେ ୱାର୍ନର ବିଫଳ ହେଲେ, ମିଚେଲ ମାର୍ଶ,ଋଷଭ ପନ୍ତଙ୍କ ବ୍ୟାଟ୍ ଚାଲିଲା ନାହିଁ , ସେଠାରେ ଜଣେ ୨୧ ବର୍ଷୀୟ ବ୍ୟାଟ୍ସମ୍ୟାନ ଝଡ଼ ଭଳି ବ୍ୟାଟିଂ କରି ଚର୍ଚ୍ଚାରେ ରହିଛନ୍ତି। ଏବେ ସମଗ୍ର ବିଶ୍ୱ ତାଙ୍କୁ ଅଭିବାଦନ ଜଣାଉଛି। ଆମେ…
ଛିଡ଼ା ହୋଇ ତାଳିମାରିଲେ ଦର୍ଶକ, ୧୫ ମାସ ପରେ ପ୍ରତ୍ୟାବର୍ତ୍ତନ ପଡ଼ିଲା ଫିକା, ତଥାପି…
ଚଣ୍ଡିଗଡ଼,୨୩।୩: ଟିମ୍ ଇଣ୍ଡିଆର ଉଇକେଟକିପର ବ୍ୟାଟ୍ସମ୍ୟାନ୍ ଋଷଭ ପନ୍ତ ସଡ଼କ ଦୁର୍ଘଟଣାରେ ଗୁରୁତର ହୋଇଥିଲେ। ଏହାର ୧୫ ମାସ ପରେ ସେ ମଇଦାନକୁ ଫେରିଛନ୍ତି। ଶନିବାର ପଞ୍ଜାବ କିଙ୍ଗ୍ସ ବିପକ୍ଷ ଦିଲ୍ଲୀ କ୍ୟାପିଟାଲ୍ସର ମୁକାବିଲାରେ ପନ୍ତ ୪ର୍ଥ ନଂରେ ବ୍ୟାଟିଂ କରିବାକୁ…
କିଏ ଜିତିବ ଆଇପିଏଲ୍ ୨୦୨୪? ଜାଣନ୍ତୁ ChatGPTର ଭବିଷ୍ୟବାଣୀ
ନୂଆଦିଲ୍ଲୀ,୨୦।୩: ଆଉ ଦିନ କେଇଟା ପରେ ଆରମ୍ଭ ହେବ ଆଇପିଏଲ୍ ୨୦୨୪। ମାର୍ଚ୍ଚ ୨୨ରେ ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍ ଚେନ୍ନାଇରେ ଖେଳାଯିବ। ପ୍ରଥମ ମ୍ୟାଚ୍ରେ ସିଏସ୍କେ ଏବଂ ଆର୍ସିବି ମୁହାଁମୁହିଁ ହେବେ। ଏହି ମେଗା ଟୁର୍ନାମେଣ୍ଟରେ ଚଳିତ ବର୍ଷ ୧୦ ଟିମ୍…
କୋହଲିଙ୍କୁ ନେଇ ଇଂଲଣ୍ଡ କ୍ରିକେଟର କହିଲେ-ଏହି ଖବର ସତ ହୋଇ ନ ପାରେ…
ନୂଆଦିଲ୍ଲୀ,୧୨।୩: ଟି୨୦ ବିଶ୍ୱକପ୍ରେ ଖେଳି ନ ପାରନ୍ତି ମହାନ ବ୍ୟାଟ୍ସମ୍ୟାନ ବିରାଟ କୋହଲି। ଚୟନ କମିଟି ତାଙ୍କୁ ବାଦ୍ ଦେବାକୁ ଚିନ୍ତା କରୁଛି। ଏମିତିରେ ମୁଖ୍ୟ ଚୟନକର୍ତ୍ତା ଅଜିତ ଅଗରକର ଏନେଇ କୋହଲିଙ୍କ ସହ ଆଲୋଚନା କରିବେ ବୋଲି କୁହାଯାଉଛି। ଇଂଲଣ୍ଡର…
ଧର୍ମଶାଳା ଟେଷ୍ଟ ଜିତିବା ପରେ ଟିମ୍ ଇଣ୍ଡିଆକୁ ମିଳିଲା ବଡ଼ ଖୁସିଖବର, ଜୟ ଶାହା କଲେ ଏଭଳି ଘୋଷଣା…
ଧର୍ମଶାଳା,୯।୩: ଧର୍ମଶାଳାରେ ଚାଲିଥିବା ପଞ୍ଚମ ଟେଷ୍ଟ ମ୍ୟାଚରେ ଟିମ ଇଣ୍ଡିଆ ଏକ ଇନିଂସ ଏବଂ ୬୪ ରନ୍ରେ ବିଜେତା ହେବା ପରେ ପରେ ବିସିସିଆଇ ବଡ଼ ଘୋଷଣା କରିଛି। ଟେଷ୍ଟ କ୍ରିକେଟ କୁ ପ୍ରୋତ୍ସାହିତ କରିବା ପାଇଁ ବିସିସିଆଇ ଟେଷ୍ଟ କ୍ରିକେଟ…
ଆଇପିଏଲ୍ ପୂର୍ବରୁ ଚେନ୍ନାଇ ସୁପର୍ କିଙ୍ଗ୍ସକୁ ବଡ଼ ଝଟ୍କା: ଆହତ ଯୋଗୁ ମେ’ ପର୍ଯ୍ୟନ୍ତ କ୍ରିକେଟ୍ ଖେଳିପାରିବେନି ଏହି ଷ୍ଟାର ଖେଳାଳି
ନୂଆଦିଲ୍ଲୀ,୩।୩: ଇଣ୍ଡିଆନ ପ୍ରିମିୟର ଲିଗ ର ପରବର୍ତ୍ତୀ ସିଜନ ମାର୍ଚ୍ଚ ୨୨ରୁ ଆରମ୍ଭ ହେବ। ଲିଗ୍ର ପ୍ରଥମ ମ୍ୟାଚ ଚେନ୍ନାଇ ସୁପର କିଙ୍ଗ୍ସ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ମଧ୍ୟରେ ଖେଳାଯିବ। ଆଇପିଏଲ ୨୦୨୪ ଆରମ୍ଭ ପୂର୍ବରୁ ଚେନ୍ନାଇ ସୁପର କିଙ୍ଗ୍ସ…
ଯେଉଁ ଦିନ ଏହି ଖେଳାଳି ଅବସର ନେବେ, ସେଦିନ ମୁଁ ଅଧିନାୟକ ପଦରୁ ଇସ୍ତଫା ଦେବି: ଜାଣନ୍ତୁ ଏମିତି କାହିଁକି କହିଲେ ଅଷ୍ଟ୍ରେଲୀୟ ଅଧିନାୟକ
ସିଡନୀ,୩।୩: ନ୍ୟୁଜିଲାଣ୍ଡକୁ ନିଜ ଘରେ ପରାସ୍ତ କରିବା ପରେ ଅଷ୍ଟ୍ରେଲୀୟ ଅଧିନାୟକ ପାଟ କମିନ୍ସ ଅଧିନାୟକତ୍ୱ ଛାଡିବା ନେଇ ଏକ ବଡ଼ ବିବୃତ୍ତି ଦେଇଛନ୍ତି। ପ୍ରଥମ ଟେଷ୍ଟରେ କିୱିଙ୍କୁ ୧୭୨ ରନ୍ରେ ପରାସ୍ତ କରିବା ପରେ ସାମ୍ବାଦିକ ସମ୍ମିଳନୀକୁ ଆସିଥିବା କ୍ୟାପଟେନ…
ଇଂଲଣ୍ଡର ଏହି ଖେଳାଳିଙ୍କୁ ଉପହାରରେ ମିଳିଥିଲା ୧୦୦ ବୋତଲ ମଦ, କାରଣ ଜାଣିଲେ…
ନୂଆଦିଲ୍ଲୀ,୨।୩: ଯେତେବେଳେ ଜଣେ ଖେଳାଳୀ ଅବସର ନିଅନ୍ତି, ତାଙ୍କୁ ସାଥୀ କ୍ରିକେଟରମାନେ କିଛି ଉପହାର ଦିଅନ୍ତି। ଇଂଲଣ୍ଡର ପୂର୍ବତନ ଅଧିନାୟକ ଆଣ୍ଡ୍ରିୟୁ ଷ୍ଟ୍ରସ ଅବସର ନେବା ପରେ ତାଙ୍କୁ ମଧ୍ୟ ଦଳର ଖେଳାଳିମାନେ ମଧ୍ୟ ଉପହାର ଦେଇଥିଲେ। କିନ୍ତୁ ଏହି ଉପହାର…
ଇତିହାସ ରଚିଲା ଆୟର୍ଲାଣ୍ଡ, କ୍ରିକେଟରେ ପ୍ରଥମ ଥର ଲାଗି କଲା ଏଭଳି କାରନାମା
ଆବୁଧାବି,୧।୩: ପ୍ରଥମ ଥର ଲାଗି ଟେଷ୍ଟ ମ୍ୟାଚ୍ ଜିତି ଇତିହାସ ରଚିଛି ଆୟର୍ଲାଣ୍ଡ। ୨୦୧୮ରେ ପ୍ରଥମ ଥର ଲାଗି ଟେଷ୍ଟ କ୍ରିକେଟ ଖେଳିଥିଲା ଏହି ଦଳ। ଆଫଗାନିସ୍ତାନ ବିପକ୍ଷରେ ଏକ ଜବରଦସ୍ତ ମୁକାବିଲାରେ ୬ ଉଇକେଟରେ ଦଳ ବିଜେତା ହୋଇଛି। ଏଭଳି…
ଇଂଲଣ୍ଡକୁ ଧୂଳି ଚଟେଇଲା ଭାରତ: ଚମକିଲେ ଗିଲ୍-ଜୁରେଲ୍
ରାଞ୍ଚି,୨୬।୨: ଚତୁର୍ଥ ଟେଷ୍ଟରେ ଭାରତ ଇଂଲଣ୍ଡକୁ ୫ ଉଇକେଟରେ ପରାସ୍ତ କରିଛି। ଏହି ବିଜୟ ସହିତ ଟିମ ଇଣ୍ଡିଆ ପାଞ୍ଚ ମ୍ୟାଚ ବିଶିଷ୍ଟ ସିରିଜରେ ୩-୧ ଅଗ୍ରଣୀ ହାସଲ କରିଛି। ଭାରତ ପାଇଁ ଧ୍ରୁବ ଜୁରେଲ ଏବଂ ଶୁବମାନ ଗିଲ ଷଷ୍ଠ…
ପୁଣି ୩ ଫର୍ମାଟରେ ନମ୍ବର-୧ ମୁକୁଟ ପିନ୍ଧିବାକୁ ଯାଉଛି ଭାରତ: ଅପଡେଟ୍କୁ ଅପେକ୍ଷା
ନୂଆଦିଲ୍ଲୀ,୨୦।୧: ଭାରତୀୟ କ୍ରିକେଟ ଦଳ ପୁଣି ଥରେ ତିନୋଟି ଫର୍ମାଟରେ ବିଶ୍ୱର ଏକ ନମ୍ବର ଦଳ ହେବାକୁ ଯାଉଛି। ଟିମ ଇଣ୍ଡିଆ ପୂର୍ବରୁ ଦିନିକିଆ ଏବଂ ଅନ୍ତର୍ଜାତୀୟ ଟି-୨୦ରେ ଏକ ନମ୍ବରରେ ଅଛି।ବର୍ତ୍ତମାନ ଭାରତୀୟ ଦଳ ମଧ୍ୟ ଟେଷ୍ଟରେ ନମ୍ବର-୧ ହେବାକୁ…
ଭରତ ଫ୍ଲପ୍, ତୃତୀୟ ଟେଷ୍ଟରେ ଡେବ୍ୟୁ କରିପାରନ୍ତି ଏହି ଖେଳାଳି
ରାଜକୋଟ,୧୨।୨: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ତୃତୀୟ ମ୍ୟାଚ ଫେବୃଆରୀ ୧୫ରେୁ ରାଜକୋଟରେ ଖେଳାଯିବ। ଭାରତୀୟ ଦଳ ଅନେକ ପରିବର୍ତ୍ତନ ସହିତ ଏହି ମ୍ୟାଚରେ ପ୍ରବେଶ କରିପାରିବ। ତେବେ ଯୁବ ଉଇକେଟ କିପର ଧ୍ରୁଭ…

