Tag Archives: Cricket News

ମଟନ-ଚିକେନ ଖାଇବା ଛାଡ଼ିଦେଲେ ବୈଭବ ସୂର୍ଯ୍ୟବଂଶୀ: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୨୦।୨: ଆଇସିସି ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ରେ ଟିମ ଇଣ୍ଡିଆକୁ ଟାଇଟଲ ଦେବା ପରେ ଜିମ୍ବାୱେ ଏବଂ ନାମ୍ବିଆରୁ ଫେରିଥିବା ବୈଭବ ସୂର୍ଯ୍ୟବଂଶୀ ବର୍ତ୍ତମାନ ରାଜସ୍ଥାନ ରୟାଲ୍ସ ସହିତ ପ୍ରଶିକ୍ଷଣ ଶିବିରରେ ଅଛନ୍ତି। ସେ ଆଇପିଏଲ ୨୦୨୬ ପାଇଁ ନିଜକୁ…

ଟି୨୦ ବିଶ୍ୱକପ୍‌ ମଝିରେ ଏହି ଦଳକୁ ଝଟ୍‌କା: ହଠାତ୍‌ ଘରକୁ ଫେରିଗଲେ…

ଚେନ୍ନାଇ,୧୫।୨: ଟି-୨୦ ବିଶ୍ୱକପ୍‌ରେ ନ୍ୟୁଜିଲ୍ୟାଣ୍ଡ ଦଳର ସବୁଠାରୁ ସଫଳ ବୋଲର ଲକି ଫର୍ଗୁସନ ଅଧାରୁ ଟୁର୍ନାମେଣ୍ଟ ଛାଡ଼ି ଘରକୁ ଫେରିଛନ୍ତି। ଫେବୃଆରୀ ୧୪ରେ ଦକ୍ଷିଣ ଆଫ୍ରିକା ବିପକ୍ଷ ମ୍ୟାଚ ପରେ ସେ ନ୍ୟୁଜିଲ୍ୟାଣ୍ଡ ଅଭିମୁଖେ ଯାତ୍ରା କରିଛନ୍ତି। ନ୍ୟୁଜିଲ୍ୟାଣ୍ଡ ଟିମ ମ୍ୟାନେଜମେଣ୍ଟ…

ଈଶାନ କିଶନଙ୍କ ବିବାହ ପକ୍କା, ବିଶ୍ୱକପ୍‌ ପରେ ଏହି ସୁନ୍ଦରୀଙ୍କ ଧରିବେ ହାତ; ବୋହୂ ଭାବେ…

ନୂଆଦିଲ୍ଲୀ,୧୫।୨: ଟି-୨୦ ବିଶ୍ୱକପରେ ପାକିସ୍ତାନ ବିପକ୍ଷ ହାଇଭୋଲଟେଜ୍‌ ମ୍ୟାଚ୍‌ ପାଇଁ ପ୍ରସ୍ତୁତି ଚାଲିଥିବା ବେଳେ, କ୍ରିକେଟର ଈଶାନ କିଶନଙ୍କ ବିବାହକୁ ନେଇ ଆସିଛି ଏକ ବଡ଼ ଅପଡେଟ। ଇଶାନଙ୍କ ଜେଜେବାପା ଅନୁରାଗ ପାଣ୍ଡେ ଏକ ସାକ୍ଷାତକାରରେ ଇଶାନଙ୍କ ପସନ୍ଦ ଓ ବିବାହ…

ଅଷ୍ଟ୍ରେଲିଆର ଗର୍ବ ଭାଙ୍ଗିଲା ଭାରତ: କଲା ବଡ଼ କାରନାମା

ନୂଆଦିଲ୍ଲୀ,୯।୨: ICC ପୁରୁଷ T20 ବିଶ୍ୱକପ ୨୦୨୬ରେ ଟିମ ଇଣ୍ଡିଆ ବିଜୟ ସହିତ ତା’ର ଅଭିଯାନ ଆରମ୍ଭ କରିଥିଲା। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ଭାରତ ଆମେରିକା ବିପକ୍ଷରେ ୨୯ ରନ୍‌ରେ ବିଜୟୀ ହୋଇ ଅନେକ ରେକର୍ଡ ସ୍ଥାପନ କରିଥିଲା। ICC ବିଶ୍ୱକପ୍‌ରେ…

Under 19 World Cup 2026: ଷଷ୍ଠ ଥର ପାଇଁ ଭାରତ ଚାମ୍ପିୟନ, ୧୭୫ ରନ୍‌ର ଇନିଂସ ଖେଳି ଇଂଲଣ୍ଡର ଆଶାକୁ ଧୂଳିସାତ କଲେ…

ହରାରେ, ୬।୨: ବୈଭବ ସୂର୍ଯ୍ୟବଂଶୀଙ୍କ ରେକର୍ଡ ବ୍ରେକିଂ ଇନିଂସ ସହାୟତାରେ ଭାରତ ୬ଷ୍ଠ ଥର ପାଇଁ ୧୯ ବର୍ଷରୁ କମ୍‌ ଦିନିକିଆ କ୍ରିକେଟ ବିଶ୍ୱକପ ଚାମ୍ପିୟନ ହୋଇଛି। ଶୁକ୍ରବାର ଅନୁଷ୍ଠିତ ଫାଇନାଲରେ ଭାରତ ୧୦୦ ରନରେ ଇଂଲଣ୍ଡକୁ ପରାସ୍ତ କରିଛି। ପୂର୍ବରୁ…

୬.୬.୬.୬.୬.୬.୬…ମାତ୍ର ୨୦ ବଲ୍‌ରେ ଚମତ୍କାର କଲେ ଇଶାନ

ନୂଆଦିଲ୍ଲୀ,୫।୨: ଆଇସିସି ଟି-୨୦ ବିଶ୍ୱକପ ୨୦୨୬ ପାଇଁ ଟିମ ଇଣ୍ଡିଆ ପ୍ରସ୍ତୁତି ଆରମ୍ଭ କରିଦେଇଛି। ଗତ ୪ ଫେବୃଆରୀ ରାତିରେ ଟି-୨୦ ବିଶ୍ୱକପ ଅଭ୍ୟାସ ମ୍ୟାଚରେ ଟିମ ଇଣ୍ଡିଆ ଦକ୍ଷିଣ ଆଫ୍ରିକାର ମୁକାବିଲା କରିଥିଲା। ଟିମ ଇଣ୍ଡିଆ ପାଇଁ ଅଭିଷେକ ଶର୍ମା…

W,W,W,W,W… ଗୋଟିଏ ଓଭରରେ ୫ ଉଇକେଟ୍‌ ନେଇ ଇତିହାସ ରଚିଲେ ଏହି ବୋଲର୍‌

ନୂଆଦିଲ୍ଲୀ,୪।୨: ଅନ୍ତର୍ଜାତୀୟ ଟି-୨୦ କ୍ରିକେଟରେ ମହାନ କିମ୍ବଦନ୍ତୀମାନେ ଇଣ୍ଡୋନେସିଆର ଗେଡେ ପ୍ରିୟନ୍ଦନାଙ୍କ ପରି ସଫଳତା ହାସଲ କରିବାରେ ବିଫଳ ହୋଇଛନ୍ତି। ପ୍ରିୟନ୍ଦନାଙ୍କ ନାମ ମାତ୍ର ଗୋଟିଏ ଓଭର ପାଇଁ ରେକର୍ଡ ପୁସ୍ତକରେ ଲିପିବଦ୍ଧ। ଏହି ୨୮ ବର୍ଷୀୟ ପାର୍ଟ-ଟାଇମ ଦ୍ରୁତ ବୋଲର…

ଟି-୨୦ ବିଶ୍ୱକପ୍‌ ପୂର୍ବରୁ ବଡ଼ ଭବିଷ୍ୟବାଣୀ କଲେ ରିକି ପଣ୍ଟିଂ: ଅଷ୍ଟ୍ରେଲିଆ ନୁହେଁ, ଏହି ଦଳ ହେବ ଚାମ୍ପିୟନ୍‌

ସିଡନୀ,୨।୨:ପୂର୍ବତନ ଅଷ୍ଟ୍ରେଲିଆ ଅଧିନାୟକ ଏବଂ କିମ୍ବଦନ୍ତୀ କ୍ରିକେଟ ବିଶେଷଜ୍ଞ ରିକି ପଣ୍ଟିଂ ICC ପୁରୁଷ T20 ବିଶ୍ୱକପ 2026 ସମ୍ପର୍କରେ ଏକ ବଡ଼ ଭବିଷ୍ୟବାଣୀ କରିଛନ୍ତି। ପଣ୍ଟିଂ ଏହି ବିଶ୍ୱକପରେ କେଉଁ ଦଳ ସମ୍ଭାବ୍ୟ ବିଜେତା ତାହା ପ୍ରକାଶ କରିଛନ୍ତି। ICC…

ହଠାତ ଅଧାରୁ ଅଟକାଗଲା ମ୍ୟାଚ୍‌, ମଇଦାନରୁ ବାହାରକୁ ଗଲେ ଖେଳାଳି, ଦର୍ଶକ ବି ଲୁଚିଲେ; ଗାବାରେ କ’ଣ ଏମିତି ହେଲା?

ବ୍ରିସବେନ, ୮।୧୧: ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ୫ ମ୍ୟାଚ ବିଶିଷ୍ଟ ଟି-୨୦ ସିରଜ୍‌ର ଅନ୍ତିମ ମ୍ୟାଚ୍‌ରେ ଏକ ଅଦ୍ଭୁତ ଘଟଣା ଘଟିଛି। ଅଧାରୁ ହଠାତ ମ୍ୟାଚ୍‌କୁ ଅଟକାଇ ଦିଆଯାଇଥିଲା, ଯାହା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛି। ଏହି ମ୍ୟାଚ ବ୍ରିସବେନ୍‌ର ପ୍ରସିଦ୍ଧ…

ବ୍ୟାଟ୍ସମ୍ୟାନ୍‌ ନା ସିକ୍ସ ମେଶିନ, ୧୩ ଛକା-ଚୌକା ମାରି  ଚହଳ ପକାଇଲେ ଏହି…

ନୂଆଦିଲ୍ଲୀ,୬।୧୧: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଟି-୨୦ରେ, ନ୍ୟୁଜିଲାଣ୍ଡ ବ୍ୟାଟ୍ସମ୍ୟାନ ମାର୍କ ଚାପମ୍ୟାନ୍‌ ଏକ ଧମାକାଦାର ଇନିଂସ ଖେଳିଥିଲେ। ମାତ୍ର ୨୮ ବଲରେ ସେ ୭୮ ରନ କରିଥିଲେ। ବାମହାତୀ ବ୍ୟାଟ୍ସମ୍ୟାନ ଏପରି ଦମଦାର ପ୍ରଦର୍ଶନ କରିଥିଲେ ଯେ ଦର୍ଶକମାନେ ଆଶ୍ଚର୍ଯ୍ୟ ହୋଇଯାଇଥିଲେ।…

ସିଡନୀ ଗ୍ରାଉଣ୍ଡରେ ରେକର୍ଡ ବର୍ଷା: ସଚିନଙ୍କୁ ପଛରେ ପକାଇ ସମାଲୋଚକଙ୍କ ମୁହଁ ବନ୍ଦ କରିଦେଲେ କୋହଲି 

ସିଡନୀ,୨୫।୧୦: ଟିମ ଇଣ୍ଡିଆର କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ବିରାଟ କୋହଲିଙ୍କ ବ୍ୟାଟ ଶେଷରେ ଗର୍ଜିଛି। ପର୍ଥ ଏବଂ ଆଡିଲେଡ୍‌ରେ ଶୂନ୍ୟରେ ଆଉଟ ହେବା ପରେ ସିଡନୀ ମଇଦାନରେ ସେ ଜବରଦସ୍ତ ପ୍ରଦର୍ଶନ କରିଛନ୍ତି। ଫଳରେ ସେ ଏକାଧିକ ରେକର୍ଡ ଭାଙ୍ଗିଛନ୍ତି। ୭୪ ରନ୍‌ର…

୧୮ ବର୍ଷ ପରେ ପୁଣି ଭାଇରାଲ ହେଉଛି ହରଭଜନ-ଶ୍ରୀସନ୍ତଙ୍କ ଚାପୁଡ଼ା କାଣ୍ଡର ଭିଡିଓ, ଲଳିତ ମୋଦି… 

ନୂଆଦିଲ୍ଲୀ,୨୯।୮: ଭାରତୀୟ ଭେଟେରାନ ବୋଲର ହରଭଜନ ସିଂହଙ୍କୁ ଆଜି ମଧ୍ୟ ୨୦୦୮ ଆଇପିଏଲ୍‌ ମ୍ୟାଚ୍‌ରେ ସାଥୀ ଖେଳାଳି ଏସ୍‌. ଶ୍ରୀସନ୍ତଙ୍କୁ ଚାପୁଡ଼ା ମାରିବାର ଘଟଣା ପାଇଁ ଅନୁତାପ ପ୍ରକାଶ କରନ୍ତି। ଅନେକ ସାକ୍ଷାତକାରରେ ସେ କହିଛନ୍ତି ଯେ ଯଦି ତାଙ୍କୁ ଅତୀତକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?