Tag Archives: Cricket News

ଋଷଭ ପନ୍ତଙ୍କ ବଡ଼ ଘୋଷଣା, ନୀରଜ ସ଼୍ବର୍ଣ୍ଣ ପଦକ ଜିତିଲେ ଦେବେ…

ନୂଆଦିଲ୍ଲୀ, ୦୭।୦୮: ଚଳିତ ପ୍ୟାରିସ୍‌ ଅଲିମ୍ପିକ୍ସରେ ଭାରତର ଗୋଲ୍ଡେନ୍‌ ବୟ ନୀରଜ ଚୋପ୍ରା କମାଲ୍‌ ପ୍ରଦର୍ଶନ କରିଛନ୍ତି । ଅଲିମ୍ପିକ୍ସର ଯୋଗ୍ୟତା ପର୍ଯ୍ୟାୟରେ ସେ ପ୍ରଥମ ପ୍ରୟାସରେ ହିଁ ମେଡାଲ୍‌ ଇଭେଣ୍ଟରେ ସ୍ଥାନ ପକ୍କା କରିଛନ୍ତି । ଯୋଗ୍ୟତା ପର୍ଯ୍ୟାୟରେ ସେ…

ରୋହିତଙ୍କ ପାଖରେ ବଡ଼ ସୁଯୋଗ, ଭାଙ୍ଗି ପାରନ୍ତି କ୍ରିସ୍‌ ଗେଲ୍‌ଙ୍କ ରେକର୍ଡ

ନୂଆଦିଲ୍ଲୀ, ୦୭।୦୮: ଶ୍ରୀଲଙ୍କା ବିପକ୍ଷ ୩ ମ୍ୟାଚ୍‌ ବିଶିଷ୍ଟ ୱାନ୍‌ଡେ ସିରିଜ୍‌ର ଆଜି ଶେଷ ଦିନ ଅର୍ଥାତ ଆଜି ଶେଷ ମ୍ୟାଚ୍‌ । ଏହି ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଟାଇ ହୋଇଯାଇଥିଲା । ଦ଼୍ବିତୀୟ ମ୍ୟାଚ୍‌ ୩୨ ରନ୍‌ରେ ଶ୍ରୀଲଙ୍କା ବିଜୟୀ…

ରିଷଭ ପନ୍ତଙ୍କ ବଦଳରେ ଖେଳିବେ କେ.ଏଲ୍‌ ରାହୁଲ, ରିୟାନ ପରାଗଙ୍କୁ ମିଳିଲାନି ସ୍ଥାନ

ନୂଆଦିଲ୍ଲୀ, ୦୨।୦୮: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ହେବାକୁ ଥିବା ୱାନ୍‌ଡେ ସିରିଜ୍‌ର ପ୍ରଥମ ମ୍ୟାଟ୍‌ କିଛି ସମୟ ମଧ୍ୟରେ ଆରମ୍ଭ ହେବାକୁ ଯାଉଛି । ଟି-୨୦ ବିଶ଼୍ବକପ୍‌ ପରେ ରୋହିତ ଶର୍ମା ଟିମ୍‌କୁ ଫେରିଛନ୍ତି । ଏଥି ସହିତ ଗୌତମ…

ବର୍ଷା ଧୋଇନେବ କି ଭାରତ-ଶ୍ରୀଲଙ୍କା ମ୍ୟାଚ୍‌ ? ଜାଣନ୍ତୁ କେମିତି ରହିଛି ପାଣିପାଗ

ନୂଆଦିଲ୍ଲୀ, ୦୨।୦୮: ସୂର୍ଯ୍ୟକୁମାର ଯାଦବଙ୍କ ଅଧିନାୟକତ଼୍ବରେ ଶ୍ରୀଲଙ୍କା ବିପକ୍ଷ ଟି-୨୦ ସିରିଜୁ ଭାରତ ୩-୦ ରେ ନିଜ ନାମରେ କରିଛି । ଏହି ସିରିଜ ପରେ ରୋହିତ ଶର୍ମାଙ୍କ ଅଧିନାୟକତ଼୍ବରେ ଆଜି ଭାରତୀୟ ଦଳ ୩ ମ୍ୟାଚ୍‌ ବିଶିଷ୍ଟ ୱାନ୍‌ଡେ ସିରିଜ୍‌…

ଗମ୍ଭୀରଙ୍କ ଗୋଟିଏ ନିଷ୍ପତ୍ତି ଭାରତକୁ ଦେଲା ପ୍ରଥମ କ୍ଲିନ୍‌ ସୁଇପ୍‌ ସିରିଜ୍‌ ବିଜୟ

ନୂଆଦିଲ୍ଲୀ, ୩୧।୦୭: ନୂଆକରି ଭାରତୀୟ କ୍ରିକେଟ୍‌ ଟିମ୍‌ର କୋଚ୍‌ ହୋଇଥିବା ଗୌତମ ଗମ୍ଭୀର ପ୍ରଥମ ଅନ୍ତର୍ଜାତୀୟ ସିରିଜ୍‌ ବିଜୟରେ ସଫଳ ହୋଇଛନ୍ତି । ସିରିଜ୍‌ର ଶେଷ ମ୍ୟାଚ୍‌ରେ ଟିମ୍‌ ଇଣ୍ଡିଆ ଏକ ନିଶ୍ଚିତ ପରଜାୟରୁ ଅଳ୍ପକେ ବର୍ତ୍ତି ରୋମାଞ୍ଚକର ବିଜୟ ହାସଲ…

ବାଜି ପଲଟାଇ ଦେଲେ ସୂର୍ଯ୍ୟକୁମାର, ଶ୍ରୀଲଙ୍କା ବିପକ୍ଷ ସିରିଜ୍‌ କ୍ଲିନ୍‌ ସୁଇପ୍‌ କଲା ଭାରତ

ନୂଆଦିଲ୍ଲୀ, ୩୧।୦୭: ଶ୍ରୀଲଙ୍କା ବିପକ୍ଷରେ ୩ ମ୍ୟାଚ୍‌ ବିଶିଷ୍ଟ ଟି-୨୦ ସିରିଜ୍‌ କ୍ଲିନ୍‌ ସୁଇପ୍‌ କରିଛି ଟିମ୍‌ ଇଣ୍ଡିଆ । ପ୍ରଥମ ମ୍ୟାଚ୍‌ରୁ ଶାନ୍‌ଦାର ପ୍ରଦର୍ଶନ କରିଆସିଥିବା ଭାରତୀୟ ଟିମ୍‌ ଶେଷ ମ୍ୟାଚ୍‌ରେ ମଧ୍ୟ ରୋମାଞ୍ଚକର ବିଜୟ ହାସଲ କରିଛି ।…

ଟି-୨୦ ବିଶ଼୍ବକପ୍‌ ବିଜୟ ପରେ ପ୍ରଥମ ସିରିଜ୍‌ ଖେଳିବେ ରୋହିତ

ନୂଆଦିଲ୍ଲୀ, ୩୦।୦୭: ଭାରତୀୟ କ୍ରିକେଟ୍‌ ଟିମ୍‌କୁ ଆଇସିସି ଟି-୨୦ ବିଶ଼୍ବକପ୍‌ ଚାମ୍ପିୟନ କରିବା ପରେ କ୍ୟାପ୍ଟେନ୍‌ ରୋହିତ ଶର୍ମା ପ୍ରଥମ ସିରିଜ୍‌ ଖେଳିବାକୁ ପ୍ରସ୍ତୁତ ହେଉଛନ୍ତି । କିନ୍ତୁ ଆଇସିସି ଟ୍ରଫି ଜିତିବା ପରେ ସେ ବ୍ରେକ୍‌ ନେବା ପାଇଁ ନିଷ୍ପତ୍ତି…

ଭାରତୀୟ କ୍ରିକେଟ୍‌ ଟିମ୍‌କୁ ବଡ଼ ସୁଯୋଗ, ଭାରତରେ ହେବ ୨୦୨୫ ଏସିଆ କପ୍‌

ନୂଆଦିଲ୍ଲୀ, ୩୦।୦୭: ଟି-୨୦ ଏସିଆ କପ୍‌ କ୍ରିକେଟ୍‌ ୨୦୨୫ର ଆୟୋଜନ ଭାରତ କରିବାକୁ ଯାଉଛି । ଟି-୨୦ ବିଶ଼୍ବକପ୍‌ ୨୦୨୬ର ଠିକ୍‌ ଗୋଟିଏ ବର୍ଷ ପୂର୍ବରୁ ଏହି ଟୁର୍ଣ୍ଣାମେଣ୍ଟ ହେବ । ତେଣୁ ବିଶ଼୍ବକପ୍‌ ପୂର୍ବରୁ ଇଣ୍ଡିଆ ଟିମ୍‌ ନିଜକୁ ପରଖି…

ଆଜି ଏସିଆ କପ୍‌ ଫାଇନାଲ୍‌, ଭାରତ-ଶ୍ରୀଲଙ୍କା ମଧ୍ୟରେ ବଡ଼ ଲଢ଼େଇ

ନୂଆଦିଲ୍ଲୀ, ୨୮।୦୭: ମହିଳା ଏସିଆ କପ୍‌ ୨୦୨୪ ଫାଇନାଲ୍‌ ମ୍ୟାଚ୍‌ ଅଜି ଅର୍ଥାତ ରବିବାର ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଖେଳାଯିବ । ଭାରତୀୟ ମହିଳା କ୍ରିକେଟ ଦଳ ଏହାର ଅଷ୍ଟମ ଏସିଆ କପ ଟାଇଟଲ ହାସଲ କରିବା ଉପରେ ନଜର…

କ୍ୟାପ୍ଟେନ୍‌ଙ୍କ ଆଗରେ ରେକର୍ଡ ଭାଙ୍ଗିଲେ ଏହି ଖେଳାଳି, ହେଲେ ନମ଼୍ବର ୧

ନୂଆଦିଲ୍ଲୀ, ୨୬।୦୭: ଭାରତୀୟ ମହିଳା କ୍ରିକେଟ୍‌ ଟିମ୍‌ରେ ଟି-୨୦ ଅନ୍ତର୍ଜାତୀୟ ଫର୍ମାଟ୍‌ରେ ସବୁଠାରୁ ଅଧିକ ରନ୍‌ କରିଥିବା ଖେଳାଳି ଭାବେ ବ୍ୟଟ୍ସମ୍ୟାନ୍‌ ହରମନ୍‌ପ୍ରୀତ କୌରଙ୍କ ନାମରେ ରେକର୍ଡ ରହିଥିଲା । ହେଲେ ବର୍ତ୍ତମାନ ଏହି ରେକର୍ଡ ଭାଙ୍ଗିଛି । ସ୍ମୃତି ମାନ୍ଧନା…

ବାଂଲାଦେଶକୁ ହରାଇ ଫାଇନାଲ୍‌ରେ ପ୍ରବେଶ କଲା ଭାରତ, ପାକିସ୍ତାନ ସହ ହୋଇପାରେ ବଡ଼ ମୁକାବିଲା

ନୂଆଦିଲ୍ଲୀ,୨୬।୦୭: ବାଂଲାଦେଶକୁ ୧୦ ୱିକେଟ୍‌ରେ ହରାଇ ଭାରତୀୟ ଟିମ୍‌ ମହିଳା ଏସିଆ କପ୍‌ର ଫାଇନାଲ୍‌ରେ ପ୍ରବେଶ କରିଛି । ଫାଇନାଲ୍‌ରେ ଇଣ୍ଡିଆ ଟିମ୍‌ ପାକିସ୍ତାନକୁ ଭେଟିପାରେ । ସେମିଫାଇନାଲରେ ପାକିସ୍ତାନୀ ଦଳ ଆୟୋଜକ ଶ୍ରୀଲଙ୍କାକୁ ଭେଟିବ । ବାଂଲାଦେଶର ୮୧ ରନର…

ଜାରି ହେଲା ଆଇସିସି ଟେଷ୍ଟ ରାଙ୍କିଙ୍ଗ୍‌, ତଳକୁ ଖସିଲେ ରୋହିତ

ନୂଆଦିଲ୍ଲୀ,୨୪।୦୭: ଇଂଲଣ୍ଡ ଏବଂ ୱେଷ୍ଟଇଣ୍ଡିଜ୍‌ ମଧ୍ୟରେ ଖେଳା ଯାଇଥିବା ଦ଼୍ବିତୀୟ ଟେଷ୍ଟ ମ୍ୟାଚ୍‌ ପରେ ଆଇସିସି ପକ୍ଷରୁ ଟେଷ୍ଟ ମାନ୍ୟତା ଜାରି କରାଯାଇଛି । ଇଂଲଣ୍ଡର ପୂର୍ବତନ କ୍ୟାପ୍ଟେନ୍‌ ଜୋ ରୁଟ୍‌ ଏକ ନମ଼୍ବର ସ୍ଥାନରେ ରହିପାରନ୍ତି ବୋଲି ପୂର୍ବରୁ ଚର୍ଚ୍ଚା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?