ମୁମ଼୍ବାଇ, ୫।୭: ଟି-୨୦ ବିଶ଼୍ବକପ୍ ଜିତି ସ଼୍ବଦେଶ ଫେରିଥିବା ଭାରତୀୟ କ୍ରିକେଟ୍ ଟିମ୍ ଉପରେ ଟଙ୍କା ବର୍ଷା ହେଉଥିବା ଦେଖିବାକୁ ମିଳୁଛି । ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ…
ମୁମ଼୍ବାଇ, ୫।୭: ସ଼୍ବଦେଶ ଫେରିବା ପରେ ବିଶ଼୍ବବିଜୟୀ ଭାରତୀୟ ଟିମ୍କୁ ଶୁଭେଚ୍ଛା ଏବଂ ସମ୍ମାନ ସମାରୋହ ଜାରି ରହିଛି । ଗତ ଗୁରୁବାର ମୁମ଼୍ବାଇରେ ସମ଼୍ବର୍ଦ୍ଧନା ପରେ…
ନୂଆଦିଲ୍ଲୀ, ୫।୭: ଟି-୨୦ ବିଶ଼୍ବକପ୍ ଜିତି ଟ୍ରଫି ସହ ଭାରତ ଫେରିଥିବା କ୍ରିକେଟ୍ ଦଳକୁ ଜୋରଦାର ସ଼୍ବାଗତ କରାଯାଇଥିଲା । ଏଥିସହିତ ପ୍ରଧାନମନ୍ତ୍ରୀ ମୋଦିଙ୍କ ସେମାନଙ୍କର ସାକ୍ଷାତ…
ନୂଆଦିଲ୍ଲୀ,୪ା୭: ଭାରତୀୟ କ୍ରିକେଟ୍ ଦଳ ଫାଇନାଲରେ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରି ଟି-୨୦ ବିଶ୍ୱକପ୍ ଟାଇଟଲ ଜିତିଛି। ଟିମ୍ ଇଣ୍ଡିଆ ଗୁରୁବାର ବାର୍ବାଡୋସ୍ରୁ ଘରକୁ ଫେରିଛି। ଦିଲ୍ଲୀ…
ନୂଆଦିଲ୍ଲୀ, ୦୩।୦୭: ଆଇସିସି ଟି-୨୦ ବିଶ଼୍ବକପ୍ରେ ବୋଲରମାନଙ୍କ ଉଚ୍ଚକୋଟୀର ପ୍ରଦର୍ଶନ ଦେଖିବାକୁ ମିଳିଥିବା ବେଳେ ବ୍ୟାଟ୍ସମ୍ୟାନ୍ମାନଙ୍କ ପାଇଁ ଟୁର୍ଣ୍ଣାମେଣ୍ଟ ସେତେ ଭଲ ନଥିଲା । ତଥାପି ଲଗାତାର…
ନୂଆଦିଲ୍ଲୀ,୩୦।୬: ଟି୨୦ ବିଶ୍ୱକପ୍ ୨୦୨୪ ଫାଇନାଲରେ ଚମତ୍କାର ପ୍ରଦର୍ଶନ କରି ବିଜେତା ହୋଇଛି ଟିମ୍ ଇଣ୍ଡିଆ। ଏହି ବିଜୟ ସହ ରୋହିତ ଭାରତ ପାଇଁ ଆଇସିସି ଟ୍ରଫି…
ନୂଆଦିଲ୍ଲୀ, ୩୦।୦୬: ଟି-୨୦ ବିଶ଼୍ବକପ୍ର ପ୍ରତ୍ୟକଟି ମୁହୂର୍ତ୍ତ ରୋମାଞ୍ଚକର । ଭାରତ ଜିତିବା ପରେ ପଡ଼ିଆରେ ଘଟିଥିବା ଛୋଟ ଛୋଟ ଘଟଣାକୁ ନେଇ ଏବେ ଚର୍ଚ୍ଚା ହେଉଛି…
ନୂଆଦିଲ୍ଲୀ, ୩୦।୦୬: ଭାରତ ବିଶ଼୍ବ ଚାମ୍ପିୟନ୍ ହେବା ପରେ ଟିମ୍ର ଫଟୋ ଏବଂ ଭିଡିଓ ବହୁ ମାତ୍ରାରେ ଶେୟାର କରାଯାଉଛି । ଏଥିରେ କେଉଁ ଖେଳାଳିଙ୍କ ଯୋଗଦାନ…
ନୂଆଦିଲ୍ଲୀ, ୩୦।୦୬: ଦୀର୍ଘ ୧୧ ବର୍ଷ ପ୍ରତୀକ୍ଷାର ଅବସାନ ଘଟାଇ ଆଇସିସିର ଟି-୨୦ ବିଶ଼୍ବକପ୍ ଟାଇଟଲ୍ ହାସଲ କରିଛି ଟିମ୍ ଇଣ୍ଡିଆ। ରୋମାଞ୍ଚକର ଫାଇନାଲ ମ୍ୟାଚ୍ରେ ଦକ୍ଷିଣ…
ନୂଆଦିଲ୍ଲୀ, ୩୦।୦୬: ଟି-୨୦ ବିଶ଼୍ବକପ୍ର ରୋମାଞ୍ଚକର ଫାଇନାଲ ମ୍ୟାଚ୍ରେ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରି ବିଶ଼୍ବ ଚମ୍ପିୟନ୍ ହୋଇଛି ଭାରତ । ଦୀର୍ଘ ୧୧ ବର୍ଷ ପ୍ରତୀକ୍ଷାର…
ନୂଆଦିଲ୍ଲୀ, ୨୯।୦୬: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଟି-୨୦ ବିଶ଼୍ବକପ୍ର ଫାଇନାଲ୍ ମ୍ୟାଚ୍ ହେବାକୁ ଯାଉଛି । ବାରବାଡୋସର ପିଚ୍ ନମ଼୍ବର ୪ରେ ଏହି…
ନୂଆଦିଲ୍ଲୀ, ୨୯।୦୬: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଟେଷ୍ଟ ମ୍ୟାଚ୍ରେ ଭାରତୀୟ ଟିମ୍ ରନ୍ର ବର୍ଷା କରିଛି । ପ୍ରଥମ ଦିନର ଖେଳ ଶେଷ…