Tag Archives: cricket

ଆଇପିଏଲ୍‌ ପୂର୍ବରୁ ଚେନ୍ନାଇ ସୁପର୍‌ କିଙ୍ଗ୍ସକୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୨୯।୨: ଇଣ୍ଡିଆନ ପ୍ରିମିୟର ଲିଗର ୧୭ତମ ସିଜନ ପୂର୍ବରୁ ଚେନ୍ନାଇ ସୁପର କିଙ୍ଗ୍ସ ଏକ ବଡ଼ ଝଟ୍‌କା ଲାଗିଛି। ନ୍ୟୁଜିଲାଣ୍ଡର ତାରକା କ୍ରିକେଟର ଡେଭନ୍‌ କନୱେ ଆଇପିଏଲର ୧୭ତମ ସିଜନରେ ଖେଳିବା ନିଶ୍ଚିତ ନୁହେଁ। ଆହତ କାରଣରୁ ଅଷ୍ଟ୍ରେଲିଆ ବିପକ୍ଷ ଟେଷ୍ଟ…

ବିବାଦ ଘନେଇଲା, ହନୁମାଙ୍କ ସପକ୍ଷରେ ବାହାରିବାକୁ ଖେଳାଳିଙ୍କୁ ଧମକ ଦିଆଯାଇଥିବା କହିଲା ଏସିଏ

ହାଇଦ୍ରାବାଦ,୨୮।୨: ଅଧିନାୟକ ପଦରୁ ହଟାଯିବା ପରେ ହନୁମା ବିହାରୀ ଆନ୍ଧ୍ରପ୍ରଦେଶ କ୍ରିକେଟ ଟିମ୍‌ ଛାଡ଼ିବା ନେଇ ଇଚ୍ଛା ପ୍ରକାଶ କରିଛନ୍ତି। ରାଜନୈତିକ ହସ୍ତକ୍ଷେପ ଯୋଗୁ ସେ ଏଭଳି ନିଷ୍ପତ୍ତି ନେଇଥିବା କହିଛନ୍ତି। ଏଭଳି ସ୍ଥିତିରେ ଆନ୍ଧ୍ର ପ୍ରଦେଶ କ୍ରିକେଟ ଆସୋସିଏଶନ ହନୁମାଙ୍କ…

୨୫ ବର୍ଷ ମଧ୍ୟରେ ବଦଳିଗଲା ଟିମ ଇଣ୍ଡିଆର ଚିତ୍ର: ଟେଷ୍ଟରେ ଟକ୍କର ଦେବାକୁ କେହି ନାହିଁ

ନୂଆଦିଲ୍ଲୀ,୨୮।୨: ଟେଷ୍ଟ ଫର୍ମାଟରେ ଗତ ୨୫ ବର୍ଷ ମଧ୍ୟରେ ଟିମ ଇଣ୍ଡିଆର ଚିତ୍ର ସମ୍ପୂର୍ଣ୍ଣ ବଦଳିଯାଇଛି। ମାର୍ଚ୍ଚ ୭ରୁ ଇଂଲଣ୍ଡ ବିପକ୍ଷରେ ଧର୍ମଶାଳା ଟେଷ୍ଟରେ ଟିମ ଇଣ୍ଡିଆର ଇତିହାସ ସୃଷ୍ଟି କରିବାର ସୁଯୋଗ ରହିଛି। ଯଦି ଟିମ ଇଣ୍ଡିଆ ଧର୍ମଶାଳାରେ ବିଜୟ…

ଟିମ୍‌ ଇଣ୍ଡିଆ ତ ଦୂରର କଥା, ଏବେ ମୁମ୍ବାଇ ଟିମ୍‌ରେ ବି ସୁଯୋଗ ମିଳି ନ ପାରେ…

ନୂଆଦିଲ୍ଲୀ,୨୭।୨: ସମୟ ଥିଲା ଯେତେବେଳେ ଅଜିଙ୍କ୍ୟ ରାହାନେ ଟିମ୍‌ ଇଣ୍ଡିଆ ବ୍ୟାଟିଂର ପ୍ରମୁଖ ଅଂଶ ଥିଲେ। ମଧ୍ୟକ୍ରମରେ ଉଲ୍ଲେଖନୀୟ ବ୍ୟାଟିଂ କରି ସେ ଅନେକ ମ୍ୟାଚ୍‌ ଜିତାଇଥିଲେ। ଏହି କାରଣରୁ ତାଙ୍କୁ ଟେଷ୍ଟ ଟିମ୍‌ର ଅଧିନାୟକ ମଧ୍ୟ କରାଯାଇଥିଲା। ବର୍ତ୍ତମାନ ସମୟରେ…

ବିରାଟ ବାପା ହେବା ପରେ ‘ଜୁନିଅର କୋହଲି’ଙ୍କ ନାମରେ ଖୋଲିଲା ମାଳ ମାଳ ଫେକ୍‌ ଆକାଉଣ୍ଟ, ଟ୍ରେଣ୍ଡ କରୁଛି…

ନୂଆଦିଲ୍ଲୀ,୨୧।୨: ପୁଣିଥରେ ବାପା ହୋଇଛନ୍ତି ଭାରତୀୟ କ୍ରିକେଟ ଟିମ୍‌ର ଷ୍ଟାର ବ୍ୟାଟ୍ସମ୍ୟାନ୍‌ ବିରାଟ କୋହଲି। ପତ୍ନୀ ତଥା ଅଭିନେତ୍ରୀ ଅନୁଷ୍କା ଶର୍ମା ପୁତ୍ର ସନ୍ତାନକୁ ଜନ୍ମ ଦେଇଛନ୍ତି। ଏନେଇ ବିରାଟ ଇନଷ୍ଟାଗ୍ରାମରେ ପୋଷ୍ଟ କରି ସୂଚନା ଦେଇଥିଲେ। ଏପରିକି ସେ ପୁଅଙ୍କ…

ଗୋଟିଏ ଓଭରରେ ଲଗାତର ୬ ଛକା, ଯୁବରାଜଙ୍କ ଭଳି କାରନାମା କରି ଚର୍ଚ୍ଚାରେ ଏହି ଭାରତୀୟ ବ୍ୟାଟ୍ସମ୍ୟାନ

ନୂଆଦିଲ୍ଲୀ,୨୧।୨: ଭାରତୀୟ କ୍ରିକେଟର ଆଗାମୀ ପିଢ଼ିର ବ୍ୟାଟ୍ସମ୍ୟାନ୍‌ ଆକ୍ରାମକ ଶୈଳୀରେ ବ୍ୟାଟିଂ କରୁଥିବା ଦେଖାଯାଉଛି। ନିକଟରେ ଟେଷ୍ଟ କ୍ରିକେଟରେ ଯୁବ ଓପନର ଯଶସ୍ବୀ ଜୟସ୍ବାଲ ଏବଂ ସରଫରାଜ ଖାନ୍‌ଙ୍କ ଭଳି ବ୍ୟାଟର୍‌ ଜବରଦସ୍ତ ବ୍ୟାଟିଂ ପ୍ରଦର୍ଶନ କରିଛନ୍ତି। ସେହିଭଳି ଘରୋଇ କ୍ରିକେଟରେ…

ଗୋଟିଏ ହାତରେ ୨ ଛକା ମାରିଲେ ବାବର୍‌, ମାତ୍ର ୭.୧ ଓଭରରେ ଦଳକୁ ଜିତାଇଲେ ମ୍ୟାଚ୍‌

ନୂଆଦିଲ୍ଲୀ,୨୦।୨: କ୍ରିକେଟରେ ଏଭଳି ଏକ ଖେଳ, ଯେଉଁଥିରେ ରୋମାଞ୍ଚକର ଅନୁଭବ ମିଳିଥାଏ। ଏଥିଲାଗି ସାରା ବିଶ୍ୱରେ ଏହାର ପ୍ରଶଂସକ ଅଧିକ। ଏଥିରେ ଗୋଟିଏରୁ ବଳି ଆରେକ ଇନିଂସ ଦେଖିବାକୁ ମିଳେ। ଯାହା ଅସମ୍ଭବ ଲାଗେ ତାହା ସମ୍ଭବ ବି ହୋଇଯାଏ। ଏବେ…

ଯଶସ୍ବୀ ନୁହନ୍ତି, ଏହି ଖେଳାଳି ହେଉଛନ୍ତି ଜଣେ ଉଦୀୟମାନ କ୍ରିକେଟର: ଗାଙ୍ଗୁଲି

ରାଜକୋଟ,୨୦।୨: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯାଇଥିବା ରାଜକୋଟ ଟେଷ୍ଟ ଅନେକ କାରଣରୁ ସ୍ମରଣୀୟ ହୋଇ ରହିବ। ମ୍ୟାଚ୍‌ରେ ୫୦୦ ଉଇକେଟର ମାଇଲଷ୍ଟୋନ ହାସଲ କରିଥିଲେ ଭାରତୀୟ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ। ଯଶସ୍ବୀ ଜୟସ୍ବାଲ ଲଗାତର ଦ୍ୱିଶତକ ମାରିବାର ଉପଲବ୍ଧି ହାସଲ…

IPL 2024: ଏହି ତାରିଖରୁ ଆରମ୍ଭ ହୋଇପାରେ ଆଇପିଏଲ୍‌, ଅଧ୍ୟକ୍ଷ ଦେଲେ ସୂଚନା…

ନୂଆଦିଲ୍ଲୀ,୨୦।୨: ମାର୍ଚ୍ଚ ୨୨ରୁ ଆରମ୍ଭ ହୋଇପାରେ ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌) ୨୦୨୪ । ଲୋକ ସଭା ନିର୍ବାଚନ ଥିବା ସତ୍ତ୍ୱେ ଏହାର ଆୟୋଜନ ଦେଶରେ ହେବ ବୋଲି ମଙ୍ଗଳବାର ଆଇପିଏଲ୍‌ ଅଧ୍ୟକ୍ଷ ଅରୁଣ ଧୁମଲ କହିଛନ୍ତି। ତେବେ ଏନେଇ ବିଧିବଦ୍ଧ ଘୋଷଣାକୁ…

ଅଶ୍ୱିନ କହିଲେ ‘ମୁଁ ଦାୟୀ’

ରାଜକୋଟ୍‌, ୧୬ା୨: ଇଂଲଣ୍ଡ ବିପକ୍ଷ ତୃତୀୟ ଟେଷ୍ଟ ମ୍ୟାଚ୍‌ରେ ଭାରତକୁ ୫ ରନ ପେନାଲ୍ଟି ହୋଇଥିଲା। ଏଭଳି ଘଟଣାକୁ ନେଇ ଭାରତୀୟ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ ନିଜ ମୁଣ୍ଡକୁ ଦୋଷ ନେଇଛନ୍ତି। ଆଇସିସିର ନିୟମାନୁଯାୟୀ ପିଚ୍‌ର ମଧ୍ୟଭାଗରେ ଦୌଡ଼ିଥିବାକୁ ନେଇ ବିବାଦ…

୩୯ ବର୍ଷ ବୟସରେ ଇତିହାସ ରଚିଲେ ଏହି କ୍ରିକେଟର

ନୂଆଦିଲ୍ଲୀ,୧୪।୨: ଆଫଗାନିସ୍ତାନ କ୍ରିକେଟର ମହମ୍ମଦ ନବୀ ବୁଧବାର ଜାରି କରାଯାଇଥିବା ଆଇସିସିର ନୂତନ ଦିନିକିଆ ଅଲରାଉଣ୍ଡର ର଼୍ୟାଙ୍କିଂରେ ଶୀର୍ଷସ୍ଥାନ ହାସଲ କରିଛନ୍ତି। ଫଳରେ ବାଲାଂଦେଶର ଶାକିବ ଅଲ ହସନଙ୍କ ଦବ୍‌ଦବା ଶେଷ ହୋଇଛି। ଟେଷ୍ଟ ର଼୍ୟାଙ୍କିଂରେ କିନ୍ତୁ ସେଭଳି ପରିବର୍ତ୍ତନ କିଛି…

WPL 2024: ଗୁଜରାଟର ଅଧିନାୟକ ହେଲେ ବେଥ୍‌ ମୁନି

ନୂଆଦିଲ୍ଲୀ,୧୪।୨: ଫେବୃୟାରୀ ୨୩ରୁ ହେବାକୁ ଥିବା ଓମେନ୍‌ ପ୍ରିମିୟର ଲିଗ୍‌(ଡବ୍ଲ୍ୟୁପିଏଲ୍‌)ର ଦ୍ୱିତୀୟ ସିଜନରେ ଗୁଜରାଟ ଜାଏଣ୍ଟସ୍‌ର ଅଧିନାୟକ ହେବେ ଅଷ୍ଟ୍ରେଲୀୟ କ୍ରିକେଟର ବେଥ୍‌ ମୁନି। ବୁଧବାର ଫ୍ରାଞ୍ଚାଇଜ୍‌ ପକ୍ଷରୁ ଏନେଇ ଘୋଷଣା କରାଯାଇଛି। ମୁନିଙ୍କୁ ପ୍ରଥମ ସିଜନରେ ମଧ୍ୟ ଦଳ ଅଧିନାୟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?