ଇଂଲଣ୍ଡର ନିଦ ହଜାଇବେ ଅଶ୍ୱିନ-ଜାଡେଜା
ହାଇଦ୍ରାବାଦ୍,୨୪।୧: ଜାନୁଆରୀ ୨୫ରୁ ଆରମ୍ଭ ହେବାକୁ ଥିବା ୫ ମ୍ୟାଚ୍ ଟେଷ୍ଟ ସିରିଜରେ ଭାରତର ତାରକା ସ୍ପିନର ରବିନ୍ଦ୍ର ଜାଡେଜା ଏବଂ ଆର ଅଶ୍ୱିନ ଇଂଲଣ୍ଡର ବ୍ୟାଟ୍ସମ୍ୟାନଙ୍କ ନିଦ ହଜାଇବାକୁ ଯାଉଛନ୍ତି। ଟେଷ୍ଟ କ୍ରିକେଟରେ ଜାଡେଜା-ଅଶ୍ୱିନ ଯୋଡି ସ୍ପିନରଙ୍କ ସବୁଠାରୁ...
ଆଇସିସି ଦିନିକିଆ ଟିମ ଅଫ ଦି ଇୟର ଘୋଷଣା: ଦଳରେ ସ୍ଥାନ ପାଇଲେ ୬ ଭାରତୀୟ ଖେଳାଳି
ନୂଆଦିଲ୍ଲୀ,୨୩।୧: ଆଇସିସି ଦିନିକିଆ ଟିମ ଅଫ ଦି ଇୟର ଘୋଷଣା କରିଛି। ଏଥିରେ ରୋହିତ ଶର୍ମାଙ୍କୁ ଅଧିନାୟକ କରାଯାଇଛି। ଏହି ସ୍ବତନ୍ତ୍ର ଦଳରେ ଭାରତର ୬ ଜଣ ଖେଳାଳି ନିଜ ସ୍ଥାନ ହାସଲ କରିବାରେ ସଫଳ ହୋଇଥିବାବେଳେ ୨ ଜଣ...
ଭାରତ ବିପକ୍ଷ ସିରିଜ୍ ପୂର୍ବରୁ ଇଂଲଣ୍ଡକୁ ବଡ଼ ଝଟ୍କା
ନୂଆଦିଲ୍ଲୀ,୨୧।୧: ଜାନୁଆରୀ ୨୫ରୁ ଆରମ୍ଭ ହେବାକୁ ଯାଉଥିବା ଭାରତ ବିପକ୍ଷ ୫ ଟେଷ୍ଟ ମ୍ୟାଚ ବିଶିଷ୍ଟ ସିରିଜ ପୂର୍ବରୁ ଇଂଲଣ୍ଡ ଦଳ ଏକ ବଡ଼ ଝଟ୍କା ଲାଗିଛି। ଇଂଲଣ୍ଡ ତାରକା ବ୍ୟାଟ୍ସମ୍ୟାନ ହ୍ୟାରି ବ୍ରୁକ ଭାରତ ବିପକ୍ଷ ଟେଷ୍ଟ ସିରିଜରୁ...
Zaka Ashraf resigns: ପୁଣି ଚର୍ଚ୍ଚାରେ ପାକିସ୍ତାନ କ୍ରିକେଟ, ପିସିବି ସର୍ବେସର୍ବା ଜାକା ଅଶରଫ ଦେଲେ ଇସ୍ତଫା
ଇସଲାମାବାଦ,୨୦।୧: ପାକିସ୍ତାନ କ୍ରିକେଟ ସହ ଜଡ଼ିତ ବଡ଼ ଖବର ସାମ୍ନାକୁ ଆସିଛି। ପାକିସ୍ତାନ କ୍ରିକେଟ ବୋର୍ଡ(ପିସିବି)ର ମ୍ୟାନେଜମେଣ୍ଟ କମିଟିର ମୁଖ୍ୟ ଜାକା ଅଶରଫ ନିଜ ପଦରୁ ଇସ୍ତଫା ଦେଇଛନ୍ତି। ଏନେଇ ବୋର୍ଡ ପକ୍ଷରୁ ବୟାନ ଜାରି କରାଯାଇଛି। ତେବେ ନଜମ...
ଏକାସାଙ୍ଗରେ ସନ୍ନ୍ୟାସ ଘୋଷଣା କଲେ ୪ ବିଶ୍ୱ ଚାମ୍ପିୟନ କ୍ରିକେଟର
ନୂଆଦିଲ୍ଲୀ,୧୯।୧: ଜଣେ ଖେଳାଳି ଅବସର ନେବା ସାଧାରଣ କଥା। ପ୍ରତ୍ୟେହ କୌଣସି ନା କୌଣସି ଖେଳାଳି ତାଙ୍କ କାରିୟରକୁ ବିଦାୟ ଦିଅନ୍ତି, ହେଲେ ଆଶ୍ଚର୍ଯ୍ୟ ସେତେବେଳେ ଲାଗିଥାଏ ଯେତେବେଳେ ଗୋଟିଏ ଦେଶର ଏକାଧିକ ଖେଳାଳି ଏକାସାଙ୍ଗରେ ଅବସର ଘୋଷଣା କରନ୍ତି।...
ମାତ୍ର ୨୨ ବର୍ଷରେ ଇତିହାସ ରଚିଲେ ଯଶସ୍ବୀ ଜୟସ୍ବାଲ
ନୂଆଦିଲ୍ଲୀ,୧୬।୧: ଭାରତର ତାରକା ବ୍ୟାଟ୍ସମ୍ୟାନ ଯଶସ୍ବୀ ଜୟସ୍ବାଲ ୨୨ ବର୍ଷ ବୟସରେ ଇତିହାସ ସୃଷ୍ଟି କରିଛନ୍ତି। ୨୨ ବର୍ଷ ବୟସରେ ଅନ୍ତର୍ଜାତୀୟ ଟି-୨୦ରେ ୫ ଥର ୫୦ରୁ ଅଧିକ ରନ ସ୍କୋର କରିଥିବା ଜୟସ୍ବାଲ ପ୍ରଥମ ଭାରତୀୟ ଖେଳାଳି ହୋଇଛନ୍ତି।...
ଚମକିଲା କେ.ଏସ ଭରତଙ୍କ ଭାଗ୍ୟ
ନୂଆଦିଲ୍ଲୀ,୧୪।୧: ଜାନୁଆରୀ ୨୫ରୁ ଇଂଲଣ୍ଡ ବିପକ୍ଷ ଟେଷ୍ଟ ସିରିଜ ପୂର୍ବରୁ ଉଇକେଟ କିପର ବ୍ୟାଟ୍ସମ୍ୟାନ କେ.ଏସ ଭରତଙ୍କ ଭାଗ୍ୟ ଉଜ୍ଜ୍ୱଳ ଦେଖାଯାଉଛି। ଭାରତର ପ୍ଲେଇଙ୍ଗ-୧୧ରେ ସାମିଲ ପାଇଁ କେ.ଏସ ଭରତଙ୍କ ପାଇଁ ରାସ୍ତା ଖୋଲାଯାଇଛି। ବାସ୍ତବରେ ଦଳ ପରିଚାଳନା ସ୍ପଷ୍ଟ...
କୋହଲିଙ୍କ ରେକର୍ଡ ଭାଙ୍ଗିଲେ ବାବର ଆଜମ
ନୂଆଦିଲ୍ଲୀ,୧୪।୧: ପାକିସ୍ତାନର ପୂର୍ବତନ ଅଧିନାୟକ ବାବର ଆଜାମଙ୍କ ଉତ୍କୃଷ୍ଟ ଫର୍ମ ଟି-୨୦ କ୍ରିକେଟରେ ଜାରି ରହିଛି। ନ୍ୟୁଜିଲାଣ୍ଡ ବିପକ୍ଷରେ ବାବର ଆଜମ କ୍ରମାଗତ ଦ୍ୱିତୀୟ ପଚାଶ ସ୍କୋର କରିଥିଲେ। ଏହି ପଚାଶଟି ସହିତ ବାବର ଆଜମ ବିରାଟ କୋହଲିଙ୍କୁ ମଧ୍ୟ...
ରାହୁଲ ଦ୍ରାବିଡଙ୍କ କୋଚ୍ କିଏ ଜାଣନ୍ତି? ଯିଏ ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ କରିଥିଲେ ଡେବ୍ୟୁ, ୯୧ ରନ୍ରେ ୮ ଉଇକେଟ ନେଇ ଥିଲେ ଚର୍ଚ୍ଚାରେ…
ନୂଆଦିଲ୍ଲୀ,୧୧।୧: ଟିମ୍ ଇଣ୍ଡିଆର କୋଚ୍ ଭାବେ ଦାୟିତ୍ୱ ସମ୍ପାଦନ କରୁଛନ୍ତି ରାହୁଲ ଦ୍ରାବିଡ। ହେଲେ କ’ଣ ଆପଣ ଦ୍ରାବିଡଙ୍କ କୋଚ୍ଙ୍କୁ ଜାଣନ୍ତି, ଯିଏ କି ତାଙ୍କୁ ଭାରତୀୟ ଟିମ୍ ଲାଗି ଖେଳିବା ଲାଗି ସଠିକ୍ ମାର୍ଗଦର୍ଶନ ଦେଇଥିଲେ। ହୁଏତ ନା।...
‘ଟିମ୍ ଇଣ୍ଡିଆର ସମସ୍ତ ଖେଳାଳି ମଦ୍ୟପାନ କରନ୍ତି, କେବଳ ମୋତେ ବଦ୍ନାମ କରାଗଲା’
ନୂଆଦିଲ୍ଲୀ,୧୦।୧: ଟିମ୍ ଇଣ୍ଡିଆର ସମସ୍ତ ଖେଳାଳି ମଦ୍ୟପାନ କରନ୍ତି। ହେଲେ ତାଙ୍କ ଛବିକୁ ମଳିନ କରିବାକୁ ପ୍ରଚେଷ୍ଟା କରାଯାଇଥିବା ଅଭିଯୋଗ କରିଛନ୍ତି ଦଳର ପୂର୍ବତନ ଦ୍ରୁତ ବୋଲର୍ ପ୍ରବୀଣ କୁମାର। ନାଁ ନନେଇ ଜଣେ ବରିଷ୍ଠ ଖେଳାଳି ତାଙ୍କୁ ବଦନାମ...
କେପ୍ଟାଉନ୍ର ନ୍ୟୁଲାଣ୍ଡ୍ସ ପିଚ୍କୁ ନେଇ ଅସନ୍ତୋଷ ବ୍ୟକ୍ତ କଲା ଆଇସିସି
ଦୁବାଇ, ୯ା୧: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ(ଆଇସିସି) ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦ୍ୱିତୀୟ ଟେଷ୍ଟ ମ୍ୟାଚ ଖେଳାଯାଇଥିବା ନ୍ୟୁଲାଣ୍ଡ୍ସ ପିଚ୍ର ଲକ୍ଷଣକୁ ନେଇ ଅସନ୍ତୋଷ ପ୍ରକାଶ କରିଛି। ମ୍ୟାଚଟି ୫ଟି ସେସନ ଭିତରେ ସୀମିତ ରହଥିଲା। ଟେଷ୍ଟ କ୍ରିକେଟ...
ସପ୍ତାହେ ମଧ୍ୟରେ ଦ୍ୱିତୀୟ ସନ୍ନ୍ୟାସ: ଏବେ ଦକ୍ଷିଣ ଆଫ୍ରିକାର ଏହି ବ୍ୟାଟ୍ସମ୍ୟାନ୍ କଲେ ଅବସର ଘୋଷଣା
କେପ୍ଟାଉନ୍,୯।୧: ଦକ୍ଷିଣ ଆଫ୍ରିକା ଉଇକେଟକିପର ବ୍ୟାଟ୍ସମ୍ୟାନ୍ ହେନେରିକ୍ କ୍ଲାସେନ୍ ଟେଷ୍ଟ କ୍ରିକେଟରୁ ସନ୍ନ୍ୟାସ ନେବା ନେଇ ଘୋଷଣା କରିଛନ୍ତି। ୨୦୧୯ରେ ଭାରତ ବିପକ୍ଷରେ ଏହି ୩୨ ବର୍ଷୀୟ କ୍ରିକେଟର ନିଜର ଟେଷ୍ଟ ଡେବ୍ୟୁ କରିଥିଲେ। ନିଜର ସଂକ୍ଷିପ୍ତ କ୍ୟାରିୟରରେ ସେ...
Archives


