Tag Archives: cricket

ଗମ୍ଭୀରଙ୍କ ଉପରେ ଅଭିଯୋଗ କରି ନିଜେ ଫସିଲେ ଶ୍ରୀସନ୍ଥ, ମିଳିଲା ନୋଟିସ

ନୂଆଦିଲ୍ଲୀ,୮।୧୨: ଭାରତର ପୂର୍ବତନ କ୍ରିକେଟର ଗୌତମ ଗମ୍ଭୀର ଏବଂ ଏସ୍‌. ଶ୍ରୀସନ୍ଥଙ୍କ ମଧ୍ୟରେ ଉପୁଜିଥିବା ବିବାଦ ନୂଆମୋଡ ନେଇଛି। ଉଭୟ ଖେଳାଳି ୨୦୦୭ ଟି୨୦ ବିଶ୍ୱକପ୍‌ ଏବଂ ୨୦୧୧ ଦିନିକିଆ କ୍ରିକେଟ ଜିତିଥିବା ଟିମ୍‌ ଇଣ୍ଡିଆର ସଦସ୍ୟ ଥିଲେ। ଏବେ ଦୁହେଁ…

ଫାଇନାଲରେ ଅଷ୍ଟ୍ରେଲିଆଠାରୁ ପରାଜୟ ଦୁର୍ଭାଗ୍ୟଜନକ: ପିଟରସେନ

ଜମ୍ମୁ,୨୯।୧୧: ବିଶ୍ୱକପ୍‌ ଫାଇନାଲରେ ଅଷ୍ଟ୍ରେଲିଆଠାରୁ ଭାରତର ପରାଜୟକୁ ଦୁର୍ଭାଗ୍ୟର କଥା ବୋଲି କହିଛନ୍ତି ଇଂଲଣ୍ଡର ପୂର୍ବତନ ଅଧିନାୟକ କେଭିନ ପିଟରସେନ। ସେହିଭଳି ନିଜ ଟିମ୍‌ର ପ୍ରଦର୍ଶନକୁ ସେ ନୈରାଶ୍ୟଜନକ ବୋଲି କହିବାକୁ ପଛାଇ ନାହାନ୍ତି। ଲିଜେଣ୍ଡ୍ସ ଲିଗ୍‌ କ୍ରିକେଟ ଖେଳିବାକୁ ଆସିଥିବା…

‘ଶାମି ଜଣେ ଭଲ ବୋଲର୍‌ ସତ, ହେଲେ ସେତିକି ଭଲ ସ୍ବାମୀ ଏବଂ ବାପା ହୋଇଥାନ୍ତେ କି…’

ନୂଆଦିଲ୍ଲୀ,୧୮।୧୧: ବିଶ୍ୱକପ୍‌ ୨୦୨୩ରେ ଭାରତୀୟ ବୋଲର ମହମ୍ମଦ ଶାମି ଜବରଦସ୍ତ ଫର୍ମରେ ଅଛନ୍ତି। ଏଯାବତ ସେ ୨୩ ଉଇକେଟ ନେଇସାରିଛନ୍ତି। ଗୋଟିଏ ପଟେ ସେ ଅନେକ ରେକର୍ଡ ନିଜ ନାମରେ କରୁଥିବା ବେଳେ ଅପରପକ୍ଷେ ସ୍ତ୍ରୀ ହସିନ ଜହାଁ ତାଙ୍କୁ କଟାକ୍ଷ…

ଏକଦା ୨୪ ମହଲାରୁ ଡେଇଁ ଆତ୍ମହତ୍ୟା କରିଦେବେ ବୋଲି ଚିନ୍ତାରେ ରହୁଥିଲେ ପରିବାର, ଏବେ ପାଲଟିଲେ ଦେଶର ସବୁଠୁ ବଡ଼ ‘ହିରୋ’

ନୂଆଦିଲ୍ଲୀ,୧୬।୧୧: ବିଶ୍ୱକପ୍‌ ସେମିଫାଇନାଲରେ ଇତିହାସ ରଚିଛନ୍ତି ଭାରତୀୟ ତାରକା ବୋଲର ମହମ୍ମଦ ଶାମି। ବ୍ୟକ୍ତିଗତ ଜୀବନ ଏବଂ କ୍ରିକେଟର ଭାବେ କ୍ରମାଗତ ଭାବେ ସଂଘର୍ଷମୟ ପରିସ୍ଥିତିର ସାମ୍ନା କରିଥିବା ଶାମି ଏବେ ଅନେକଙ୍କ ପାଇଁ ଉଦାହରଣ ପାଲଟିଛନ୍ତି। ଦିନ ଥିଲା ସେ…

ଅନ୍ତିମ ଲିଗ୍‌ ମୁକାବିଲା ପୂର୍ବରୁ ରୋହିତଙ୍କୁ ନେଇ ଏଭଳି କହିଲେ କୋଚ୍‌; ଡ୍ରେସିଂ ରୁମ୍‌ରେ…

ନୂଆଦିଲ୍ଲୀ,୧୧।୧୧: ଭାରତୀୟ ଟିମ୍‌ର ମୁଖ୍ୟ କୋଚ୍‌ ରାହୁଲ ଦ୍ରାବିଡ ବିଶ୍ୱକପ୍‌ରେ ଅଧିନାୟକ ରୋହିତ ଶର୍ମାଙ୍କ ପ୍ରଦର୍ଶନକୁ ନେଇ ପ୍ରଶଂସାରେ ଶତମୁଖ ହୋଇଛନ୍ତି। ଏଯାବତ ଦଳ ଖେଳିଥିବା ୮ ମ୍ୟାଚ୍‌ରେ ବିଜେତା ହୋଇଛି। ଏଥିରେ ଅଧିନାୟକ ଏବଂ ଓପନର୍‌ ଭାବେ ରୋହିତଙ୍କ ଭୂମିକା…

କ୍ୟାପ୍‌ଟେନ୍‌ କୁଲ୍‌ଙ୍କୁ ବ୍ରାଣ୍ଡ ଆମ୍ବାସାଡାର କଲା ଦେଶର ସର୍ବବୃହତ୍‌ ବ୍ୟାଙ୍କ, ଏବେ ସେ କହିବେ…

ନୂଆଦିଲ୍ଲୀ,୨୯।୧୦: ଦେଶର ସର୍ବବୃହତ୍‌ ବ୍ୟାଙ୍କ ଷ୍ଟେଟ ବ୍ୟାଙ୍କ ଅଫ୍‌ ଇଣ୍ଡିଆ(ଏସ୍‌ବିଆଇ) ନିଜର ଆଧିକାରୀକ ବ୍ରାଣ୍ଡ ଆମ୍ବାସାଡାର ଭାବେ ଭାରତୀୟ କ୍ରିକେଟ ଟିମ୍‌ର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀଙ୍କୁ ନିଯୁକ୍ତ କରିଛି। ଧୋନୀ ବ୍ୟାଙ୍କର ଅନେକ ମାର୍କେଟିଂ ଏବଂ ପ୍ରମୋଶନାଲ କ୍ୟାମ୍ପେନ୍‌ରେ…

ବ୍ୟାଟ୍‌ରେ ‘ଓମ୍‌’ ଚିହ୍ନ, ପାକିସ୍ତାନକୁ ହରାଇବା ପରେ ଲେଖିଲେ ‘ଜୟ ଶ୍ରୀ ହନୁମାନ’; ଜାଣନ୍ତୁ ଭାରତ ସହ ସମ୍ପର୍କ ରଖିଥିବା କେଶବ ମହାରାଜ କିଏ…

ନୂଆଦିଲ୍ଲୀ,୨୯।୧୦: କ୍ରିକେଟ ବିଶ୍ୱକପ୍‌ ୨୦୨୩ରେ ଶୁକ୍ରବାର ଦକ୍ଷିଣ ଆଫ୍ରିକା ଏକ ରୋମାଞ୍ଚକର ମ୍ୟାଚ୍‌ରେ ପାକିସ୍ତାନକୁ ପରାଜିତ କରିଥିଲା। ଏହି ମ୍ୟାଚ୍‌ରେ ଆଫ୍ରିକାର ବିଜୟର ହିରୋ ପାଲଟିଥିଲେ କେଶବ ମହାରାଜ। ସେ ଶେଷ ପର୍ଯ୍ୟନ୍ତ ମଇଦାନରେ ରହି ଟାର୍ଗେଟ ପୂରଣ କରିବାରେ ନିଜର…

ମ୍ୟାଚ୍‌ ହାରିବା ପରେ ଭୋ-ଭୋ ହୋଇ କାନ୍ଦିଲେ ଆଫ୍ରିଦି; ଅଟକାଇ ପାରିଲେନି କୋଚ୍‌… 

ନୂଆଦିଲ୍ଲୀ,୨୮।୧୦: ଦକ୍ଷିଣ ଆଫ୍ରିକା ବିପକ୍ଷରେ ଜବରଦସ୍ତ ପ୍ରଦର୍ଶନ ସତ୍ତ୍ୱେ ପାକିସ୍ତାନ ପରାଜୟର ସ୍ବାଦ ଚାଖିଛି। ଏହାକୁ ନେଇ ଦଳ ବେଶ ନିରାଶ ହୋଇଥିବା ବେଳେ ଦ୍ରୁତ ବୋଲର ଶାହିନ ଶାହ ଆଫ୍ରିଦି ଲୁହକୁ ରୋକି ପାରି ନ ଥିଲେ। ଡଗ୍‌ଆଉଟ୍‌ରେ ବସିଥିବା ବେଳେ…

ଧୋନୀ ହଠାତ୍‌ ଅନ୍ତର୍ଜାତୀୟ କ୍ରିକେଟରୁ କାହିଁକି ନେଇଥିଲେ ସନ୍ନ୍ୟାସ? ନିଜେ କଲେ ଖୁଲାସା

ବାଙ୍ଗାଲୁରୁ,୨୮।୧୦: ପୂର୍ବ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀ ଅନ୍ତର୍ଜାତୀୟ କ୍ରିକେଟରୁ ସନ୍ନ୍ୟାସ ନେବା ନିଷ୍ପତ୍ତି ନେଇ ପ୍ରଶଂସକଙ୍କୁ ଚମକାଇଥିଲେ। ୨୦୧୯ ବିଶ୍ୱକପ୍‌ ସେମିଫାଇନାଲରେ ନ୍ୟୁଜିଲାଣ୍ଡଠାରୁ ଭାରତ ପରାଜିତ ହୋଇଥିଲା। ଏହାପରେ ସେ ସନ୍ନ୍ୟାସ ନେବାର ସମୟ ଆସିଯାଇଥିବା ଅନୁଭବ କରିଥିଲେ।…

ମୁମ୍ବାଇ ଇଣ୍ଡିଆନ୍ସ ଛାଡ଼ି ରାଜସ୍ଥାନ ରୟାଲ୍ସ ସହ ଯୋଡ଼ି ହେଲେ ଶେନ୍‌ ବଣ୍ଡ

ନୂଆଦିଲ୍ଲୀ,୨୪।୧୦: ନ୍ୟୁଜିଲାଣ୍ଡର ପୂର୍ବତନ ଦ୍ରୁତ ବୋଲର୍‌ ଶେନ୍‌ ବଣ୍ଡଙ୍କୁ ଆଇପିଏଲ୍‌ ଫ୍ରାଞ୍ଚାଇଜ୍‌ ରାଜସ୍ଥାନ ରୟାଲ୍ସର ସହାୟକ କୋଚ୍‌ ଏବଂ ଦ୍ରୁତ ବୋଲିଂ କୋଚ୍‌ ଭାବେ ଦାୟିତ୍ୱ ମିଳିଛି। ଏହାପୂର୍ବରୁ ସେ ମୁମ୍ବାଇ ଇଣ୍ଡିଆନ୍ସର ବୋଲିଂ କୋଚ୍‌ ଥିଲେ। ନିଜର କ୍ରିକେଟ କ୍ୟାରିୟରରେ…

ଆଜି ଧର୍ମଶାଳାରେ ବଡ଼ ଲଢ଼େଇ: ୨ ପରିବର୍ତ୍ତନ ସହ ଓହ୍ଲାଇପାରେ ଟିମ୍‌ ଇଣ୍ଡିଆ, ଓ୍ବିଲିୟମସନଙ୍କ ବିନା ଖେଳିବ ନ୍ୟୁଜିଲାଣ୍ଡ… 

ଧର୍ମଶାଳା,୨୨।୧୦: ବିଶ୍ୱକପ୍‌ ୨୦୨୩ର ୨୧ତମ ମୁକାବିଲାରେ ରବିବାର ମୁହାଁମୁହିଁ ହେବେ ଭାରତ ଏବଂ ନ୍ୟୁଜିଲାଣ୍ଡ। ଉଭୟ ଟିମ୍‌ର ଟୁର୍ନାମେଣ୍ଟରେ ଏହା ୫ମ ମ୍ୟାଚ୍‌। ପୂର୍ବରୁ ଖେଳିଥିବା ୪ ମ୍ୟାଚ୍‌କୁ ଭାରତ-ନ୍ୟୁଜିଲାଣ୍ଡ ଜିତିବାରେ ସଫଳ ହୋଇଥିବାରୁ ଏହି ମ୍ୟାଚ୍‌ର ଗୁରୁତ୍ୱ ଅଧିକ ରହିଛି।…

ଅଜବ ମ୍ୟାଚ୍‌: ୧୦ଜଣ ବ୍ୟାଟ୍ସମ୍ୟାନ୍‌ ଶୂନରେ ଆଉଟ୍‌, ଦଳ ୪ ରନ୍‌ରେ ଅଲଆଉଟ୍‌

ଥିରୁଭାନନ୍ତପୁରମ୍‌, ୧୬।୫: କେରଳର କସାରାଗୋଡରେ ଏକ ଅଜବ କ୍ରିକେଟ ମ୍ୟାଚ୍‌ ଦେଖିବାକୁ ମିଳିଛି। ଏଠାରେ ଆନ୍ତଃଜିଲା ଅଣ୍ଡର-୧୯ ମହିଳା କ୍ରିକେଟ ଦଳ ମଧ୍ୟରେ ଚାଲିଥିବା ଏକ ମ୍ୟାଚ୍‌ରେ ଗୋଟିଏ ଦଳର ୧୦ଜଣ ବ୍ୟାଟ୍ସମ୍ୟାନ ଶୂନରେ ଆଉଟ ହୋଇ ଅଜବ ରେକର୍ଡ କରିଛନ୍ତି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri