Tag Archives: cricket

ମୁମ୍ବାଇ ଇଣ୍ଡିଆନ୍ସ ଛାଡ଼ି ରାଜସ୍ଥାନ ରୟାଲ୍ସ ସହ ଯୋଡ଼ି ହେଲେ ଶେନ୍‌ ବଣ୍ଡ

ନୂଆଦିଲ୍ଲୀ,୨୪।୧୦: ନ୍ୟୁଜିଲାଣ୍ଡର ପୂର୍ବତନ ଦ୍ରୁତ ବୋଲର୍‌ ଶେନ୍‌ ବଣ୍ଡଙ୍କୁ ଆଇପିଏଲ୍‌ ଫ୍ରାଞ୍ଚାଇଜ୍‌ ରାଜସ୍ଥାନ ରୟାଲ୍ସର ସହାୟକ କୋଚ୍‌ ଏବଂ ଦ୍ରୁତ ବୋଲିଂ କୋଚ୍‌ ଭାବେ ଦାୟିତ୍ୱ ମିଳିଛି। ଏହାପୂର୍ବରୁ ସେ ମୁମ୍ବାଇ ଇଣ୍ଡିଆନ୍ସର ବୋଲିଂ କୋଚ୍‌ ଥିଲେ। ନିଜର କ୍ରିକେଟ କ୍ୟାରିୟରରେ…

ଆଜି ଧର୍ମଶାଳାରେ ବଡ଼ ଲଢ଼େଇ: ୨ ପରିବର୍ତ୍ତନ ସହ ଓହ୍ଲାଇପାରେ ଟିମ୍‌ ଇଣ୍ଡିଆ, ଓ୍ବିଲିୟମସନଙ୍କ ବିନା ଖେଳିବ ନ୍ୟୁଜିଲାଣ୍ଡ… 

ଧର୍ମଶାଳା,୨୨।୧୦: ବିଶ୍ୱକପ୍‌ ୨୦୨୩ର ୨୧ତମ ମୁକାବିଲାରେ ରବିବାର ମୁହାଁମୁହିଁ ହେବେ ଭାରତ ଏବଂ ନ୍ୟୁଜିଲାଣ୍ଡ। ଉଭୟ ଟିମ୍‌ର ଟୁର୍ନାମେଣ୍ଟରେ ଏହା ୫ମ ମ୍ୟାଚ୍‌। ପୂର୍ବରୁ ଖେଳିଥିବା ୪ ମ୍ୟାଚ୍‌କୁ ଭାରତ-ନ୍ୟୁଜିଲାଣ୍ଡ ଜିତିବାରେ ସଫଳ ହୋଇଥିବାରୁ ଏହି ମ୍ୟାଚ୍‌ର ଗୁରୁତ୍ୱ ଅଧିକ ରହିଛି।…

ଅଜବ ମ୍ୟାଚ୍‌: ୧୦ଜଣ ବ୍ୟାଟ୍ସମ୍ୟାନ୍‌ ଶୂନରେ ଆଉଟ୍‌, ଦଳ ୪ ରନ୍‌ରେ ଅଲଆଉଟ୍‌

ଥିରୁଭାନନ୍ତପୁରମ୍‌, ୧୬।୫: କେରଳର କସାରାଗୋଡରେ ଏକ ଅଜବ କ୍ରିକେଟ ମ୍ୟାଚ୍‌ ଦେଖିବାକୁ ମିଳିଛି। ଏଠାରେ ଆନ୍ତଃଜିଲା ଅଣ୍ଡର-୧୯ ମହିଳା କ୍ରିକେଟ ଦଳ ମଧ୍ୟରେ ଚାଲିଥିବା ଏକ ମ୍ୟାଚ୍‌ରେ ଗୋଟିଏ ଦଳର ୧୦ଜଣ ବ୍ୟାଟ୍ସମ୍ୟାନ ଶୂନରେ ଆଉଟ ହୋଇ ଅଜବ ରେକର୍ଡ କରିଛନ୍ତି।…

କ୍ରିକେଟ ଖେଳକୁ ନେଇ ଝଗଡା: ସାଙ୍ଗର ଆଖି ତାଡି ଲୁଣ ପକାଇଦେଲେ ଯୁବକ

ନୂଆଦିଲ୍ଲୀ, ୧୮।୪: ଦକ୍ଷିଣ ଦିଲ୍ଲୀର ନେବ ସରାୟ ଥାନା ଅଞ୍ଚଳରେ ଘଟିଛି ଏକ ଅଭାବନୀୟ ଘଟଣା। କ୍ରିକେଟ ଖେଳକୁ ନେଇ ଲାଗିଥିବା ଝଗଡା ଯୋଗୁ ସାଙ୍ଗର ଆଖି ତାଡି, ଗଳା କାଟି ହତ୍ୟା କରିଛନ୍ତି ୬ ଯୁବକ। ଲୋକେ ଜାଣିଦେବା ଭୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?