ଭାରତ ଜିଦ୍ ଆଗରେ ନଇଁଲା ପାକିସ୍ତାନ, ହାଇବ୍ରିଡ୍ ମଡେଲ ପାଇଁ ହେଲା ରାଜି , ରଖିଲା ବଡ଼ ସର୍ତ୍ତ…
ଦୁବାଇ,୩୦।୧୧: ଆସନ୍ତା ବର୍ଷ ପାକିସ୍ତାନରେ ଖେଳାଯିବାକୁ ଥିବା ଆଇସିସି ଚାମ୍ପିୟନ୍ସ ଟ୍ରଫି ଆୟୋଜନକୁ ନେଇ ଲାଗି ରହିଥିବା ଦ୍ୱନ୍ଦ୍ୱରେ ପଡିଛି ପୂର୍ଣ୍ଣଚ୍ଛେଦ। ଆଇସିସି ମଧ୍ୟସ୍ଥତାରେ ଅନୁଷ୍ଠିତ ବୈଠକରେ ହାଇବ୍ରିଡ ମଡେଲ ପାଇଁ ସହମତି ପ୍ରକାଶ କରିଛନ୍ତି ପାକିସ୍ତାନ କ୍ରିକେଟ ବୋର୍ଡ(ପିସିବି)...
ଦଳର ସମସ୍ତ ୧୧ ଖେଳାଳି କଲେ ବୋଲିଂ, ଉଇକେଟକିପରଙ୍କୁ ବି ମିଳିଲା ଉଇକେଟ; ନିଆରା ବିଶ୍ୱ ରେକର୍ଡ କଲା…
ନୂଆଦିଲ୍ଲୀ,୨୯।୧୧: ଟି୨୦ କ୍ରିକେଟ ବେଶ ରୋମାଞ୍ଚକର। କାରଣ ଏଥିରେ ବ୍ୟାଟିଂ, ବୋଲିଂ ସହ ଫିଲ୍ଡିରେ ଏକାଧିକ ରେକର୍ଡ ହୁଏ। ହେଲେ ଏବେ ସୈୟଦ ମୁସ୍ତାକ ଅଲି ଟୁର୍ନାମେଣ୍ଟରେ ବିଶ୍ୱ ରେକର୍ଡ ହୋଇଛି। ମଣିପୁର ବିପକ୍ଷ ମୁକାବିଲାରେ ଦିଲ୍ଲୀର ଟିମ୍ ୧୧ଜଣ...
ବୁମ୍ରାଙ୍କୁ ନେଇ ଅଷ୍ଟ୍ରେଲିଆ ଖେଳାଳିଙ୍କ ମଧ୍ୟରେ ଛନକା, ଟ୍ରାଭିସ ହେଡ୍ କହିଲେ…
ଆଡିଲେଡ,୨୮।୧୧: ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ପ୍ରଥମ ଟେଷ୍ଟ ପର୍ଥରେ ଖେଳାଯାଇଥିଲା। ଏଥିରେ ଆୟୋଜକ ଟିମ୍କୁ ୨୯୫ ରନ୍ରେ ପରାଜିତ ହେବାକୁ ପଡ଼ିଥିଲା। ଅଷ୍ଟ୍ରେଲିଆର ଏହି ହାର୍ର ସ୍କ୍ରିପ୍ଟ ଜସପ୍ରିତ୍ ବୁମ୍ରା ଲେଖିଥିଲେ। ସେ ମ୍ୟାଚ୍ରେ ୫ ଉଇକେଟ ନେଇଥିଲେ। ଏହାପରଠାରୁ କଙ୍ଗାରୁ...
ରାତାରାତି ବଦଳିଗଲା ଏହି କ୍ରିକେଟରଙ୍କ ଭାଗ୍ୟ, ଖରାପ ଫର୍ମ ଯୋଗୁ ରିଲିଜ କରିଥିଲା ପଞ୍ଜାବ, ୫୫ଗୁଣା ଅଧିକ ଟଙ୍କା ଦେଇ କିଣିଲା RCB
ନୂଆଦିଲ୍ଲୀ,୨୮।୧୧: ଆଇପିଏଲ୍ ୨୦୨୫ ମେଗା ଅକ୍ସନ ଅନେକ ମାମଲାରେ ସ୍ବତନ୍ତ୍ର ଥିଲା। କାରଣ ଏଥିରେ ଆଇପିଏଲ୍ ଇତିହାସରେ ପ୍ରଥମ ଥର ପାଇଁ ସମସ୍ତ ରେକର୍ଡ ଭାଙ୍ଗିଛି। ଋଷଭ ପନ୍ତ, ଶ୍ରେୟାସ ଆୟର ଏବଂ ଭେଙ୍କଟେଶ ଆୟର ସବୁଠାରୁ ମହଙ୍ଗା ଖେଳାଳି...
ମାତ୍ର ୧୮ ବଲ୍ରେ ଜିତିଗଲେ T20 ମ୍ୟାଚ୍, ୧୦ ରନ୍ ବି ଛୁଇଁ ପାରିଲେ ନାହିଁ କୌଣସି ଖେଳାଳି
ନୂଆଦିଲ୍ଲୀ,୨୭।୧୧: ଭାରତର ଘରୋଇ କ୍ରିକେଟରେ ଏବେ ସୈୟଦ ମୁସ୍ତାକ ଅଲୀ ଟୁର୍ନାମେଣ୍ଟ ୨୦୨୪ ଖେଳାଯାଉଛି। ୩୮ ଟିମ୍ ମଧ୍ୟରେ ଖେଳାଯାଉଥିବା ଏହି ଟୁର୍ନାମେଣ୍ଟରେ ଅଜବ କ୍ରିକେଟ ଦେଖିବାକୁ ମିଳିଛି। ଅରୁଣାଚଳ ପ୍ରଦେଶ ଏବଂ ଜମ୍ମୁ କଶ୍ମୀର ମଧ୍ୟରେ ଖେଳାଯାଉଥିବା ମ୍ୟାଚ୍୍ରେ...
ରିଙ୍କୁଙ୍କ ପାଇଁ ଅଶୁଭ ପାଲଟିଲା କୋହଲିଙ୍କ ଏହି ଜିନିଷ
ନୂଆଦିଲ୍ଲୀ,୧୫।୧୧: ଭାରତୀୟ କ୍ରିକେଟର ବିରାଟ କୋହଲିଙ୍କ ସହ ରିଙ୍କୁ ସିଂଙ୍କ ସମ୍ପର୍କ ବେଶ ନିବିଡ଼। ନିକଟରେ ରିଙ୍କୁ ତାଙ୍କ ସହ ଖେଳିବାକୁ ଇଚ୍ଛା ପ୍ରକାଶ କରିଥିଲେ। ହେଲେ ଏହି ଇଚ୍ଛା ପୂରଣ ହେବା ପୂର୍ବରୁ ବିରାଟଙ୍କ ଗୋଟିଏ ଉପହାର ଅଶୁଭ...
କ୍ରିକେଟରେ ହାଇଡ୍ରାମା! ଅଧିନାୟକ କଥା ନ ଶୁଣିବାରୁ ମଇଦାନ ଛାଡ଼ି ପଳାଇଲେ ବୋଲର୍
ନୂଆଦିଲ୍ଲୀ,୭।୧୧: ଇଂଲଣ୍ଡ ବିପକ୍ଷରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜର ଶେଷ ମ୍ୟାଚ୍ରେ ଓ୍ବେଷ୍ଟଇଣ୍ଡିଜ୍ ଦଳ ଚମତ୍କାର ପ୍ରଦର୍ଶନ କରି ବିଜେତା ହୋଇଥିଲା। ଏଥିସହିତ ସେମାନେ ସିରିଜକୁ ୨-୧ରେ ଜିିତିଥିଲେ। ତେବେ ମ୍ୟାଚ୍ରେ ଦଳର ପ୍ରଦର୍ଶନ ଜବରଦସ୍ତ ଥିଲେ...
୨୨ ବର୍ଷରେ ଇତିହାସ ରଚିଲେ ଜୟସ୍ବାଲ, ଭାଙ୍ଗିଲେ ୪୫ ବର୍ଷ ପୁରୁଣା ରେକର୍ଡ
ପୁଣେ,୨୫।୧୦: ଟିମ୍ ଇଣ୍ଡିଆର ଯୁବ ଓପନର୍ ଯଶସ୍ବୀ ଜୟସ୍ବାଲ ନୂଆ ରେକର୍ଡ ନିଜ ନାମରେ କରିଛନ୍ତି। ଚଳିତ ବର୍ଷ ସେ ଟେଷ୍ଟ ଫର୍ମାଟରେ ସେ ଜବରଦସ୍ତ ବ୍ୟାଟିଂ ନିଦର୍ଶନ ଦେଇ ଭାରତୀୟ ଟିମ୍ର ପ୍ରମୁଖ ବ୍ୟାଟ୍ସମ୍ୟାନ ପାଲଟିଛନ୍ତି। ନ୍ୟୁଜିଲାଣ୍ଡ ବିପକ୍ଷ...
ସିଏସ୍କେ ପ୍ରଶଂସକଙ୍କୁ ଗୁଡ୍ନ୍ୟୁଜ୍ ଦେଲେ ଧୋନୀ
ନୂଆଦିଲ୍ଲୀ,୨୬।୧୦: କ୍ୟାପ୍ଟେନ୍ କୁଲ୍ ମହେନ୍ଦ୍ର ସିଂ ଧୋନୀ ଆଇପିଏଲ୍ ୨୦୨୫ ଖେଳିବେ କି ନାହିଁ ସେନେଇ ଦୀର୍ଘଦିନ ଧରି ପ୍ରଶଂସକଙ୍କ ମନରେ ଉତ୍କଣ୍ଠା ଲାଗି ରହିଥିଲା। ଏବେ ସେଥିରେ ପୂର୍ଣ୍ଣଚ୍ଛେଦ ପଡ଼ିଛି। କାରଣ ନିଜେ ଧୋନୀ ଆଇପିଏଲ୍ ଖେଳିବା ନେଇ...
ଝାଡ଼ଖଣ୍ଡ ନିର୍ବାଚନ ମଇଦାନକୁ ଓହ୍ଲାଇଲେ ମହେନ୍ଦ୍ର ସିଂ ଧୋନୀ
ନୂଆଦିଲ୍ଲୀ,୨୬।୧୦: ନିର୍ବାଚନ ମଇଦାନରେ ନଜର ଆସିବେ ଭାରତର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ। ନିକଟରେ ହେବାକୁ ଥିବା ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନରେ ତାଙ୍କୁ ଦେଖିବାକୁ ମିଳିବ। ଏହି ନିର୍ବାଚନ ଲାଗି ଧୋନୀଙ୍କୁ ବ୍ରାଣ୍ଡ ଆମ୍ବାସାଡର ଭାବେ ନିର୍ବାଚନ କମିଶନ...
ଇତିହାସ ରଚିଦେଲା ନ୍ୟୁଜିଲାଣ୍ଡ, ୧୨ ବର୍ଷ ପରେ ଘରୋଇ ମାଟିରେ ହାରିଲା ଟିମ୍ ଇଣ୍ଡିଆ
ପୁଣେ,୨୬।୧୦: ଭାରତ ବିପକ୍ଷ ଟେଷ୍ଟ ସିରିଜର ଦ୍ୱିତୀୟ ମ୍ୟାଚ୍କୁ ଜିତିନେଇଛି ନ୍ୟୁଜିଲାଣ୍ଡ। ଫଳରେ ଦଳ ୧୨ ବର୍ଷ ପରେ ଭାରତ ମାଟିରେ ସିରିଜ ଜିତି ଇତିହାସ ରଚିଛି। ପ୍ରଥମ ଥର ପାଇଁ ନ୍ୟୁଜିଲାଣ୍ଡ ଏଭଳି କାରନାମା କରିଥିବା ବେଳେ ଭାରତର...
ଇତିହାସ ରଚିଲେ ଅଶ୍ୱିନ, ମାତ୍ର ୩୯ ମ୍ୟାଚ୍ରେ ହେଲେ ‘ନମ୍ବର ୧’…
ପୁଣେ,୨୪।୧୦: ନ୍ୟୁଜିଲାଣ୍ଡ ବିପକ୍ଷ ପୁଣେ ଟେଷ୍ଟରେ ଅଶ୍ୱିନ ବିଶ୍ୱ ରେକର୍ଡ ହାସଲ କରିଛନ୍ତି। ଭାରତର ଏହି ଅଫ ସ୍ପିନର ପ୍ରଥମ ଇନିଂସରେ ନ୍ୟୁଜିଲ୍ୟାଣ୍ଡର ବ୍ୟାଟ୍ସମ୍ୟାନ ୱିଲ ୟଙ୍ଗଙ୍କୁ ଆଉଟ୍ କରି ନିଜ ନାମରେ ବିଶ୍ୱ ରେକର୍ଡ କରିଛନ୍ତି। ଅଷ୍ଟ୍ରେଲୀୟ ସ୍ପିନର...
Archives


