Tag Archives: cricket

ସିଏସ୍‌କେ ପ୍ରଶଂସକଙ୍କୁ ଗୁଡ୍‌ନ୍ୟୁଜ୍‌ ଦେଲେ ଧୋନୀ

ନୂଆଦିଲ୍ଲୀ,୨୬।୧୦: କ୍ୟାପ୍‌ଟେନ୍‌ କୁଲ୍‌ ମହେନ୍ଦ୍ର ସିଂ ଧୋନୀ ଆଇପିଏଲ୍‌ ୨୦୨୫ ଖେଳିବେ କି ନାହିଁ ସେନେଇ ଦୀର୍ଘଦିନ ଧରି ପ୍ରଶଂସକଙ୍କ ମନରେ ଉତ୍କଣ୍ଠା ଲାଗି ରହିଥିଲା। ଏବେ ସେଥିରେ ପୂର୍ଣ୍ଣଚ୍ଛେଦ ପଡ଼ିଛି। କାରଣ ନିଜେ ଧୋନୀ ଆଇପିଏଲ୍‌ ଖେଳିବା ନେଇ ସ୍ପଷ୍ଟ…

ଝାଡ଼ଖଣ୍ଡ ନିର୍ବାଚନ ମଇଦାନକୁ ଓହ୍ଲାଇଲେ ମହେନ୍ଦ୍ର ସିଂ ଧୋନୀ

ନୂଆଦିଲ୍ଲୀ,୨୬।୧୦: ନିର୍ବାଚନ ମଇଦାନରେ ନଜର ଆସିବେ ଭାରତର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ। ନିକଟରେ ହେବାକୁ ଥିବା ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନରେ ତାଙ୍କୁ ଦେଖିବାକୁ ମିଳିବ। ଏହି ନିର୍ବାଚନ ଲାଗି ଧୋନୀଙ୍କୁ ବ୍ରାଣ୍ଡ ଆମ୍ବାସାଡର ଭାବେ ନିର୍ବାଚନ କମିଶନ ନିଯୁକ୍ତ…

ଇତିହାସ ରଚିଦେଲା ନ୍ୟୁଜିଲାଣ୍ଡ, ୧୨ ବର୍ଷ ପରେ ଘରୋଇ ମାଟିରେ ହାରିଲା ଟିମ୍‌ ଇଣ୍ଡିଆ

ପୁଣେ,୨୬।୧୦: ଭାରତ ବିପକ୍ଷ ଟେଷ୍ଟ ସିରିଜର ଦ୍ୱିତୀୟ ମ୍ୟାଚ୍‌କୁ ଜିତିନେଇଛି ନ୍ୟୁଜିଲାଣ୍ଡ। ଫଳରେ ଦଳ ୧୨ ବର୍ଷ ପରେ ଭାରତ ମାଟିରେ ସିରିଜ ଜିତି ଇତିହାସ ରଚିଛି। ପ୍ରଥମ ଥର ପାଇଁ ନ୍ୟୁଜିଲାଣ୍ଡ ଏଭଳି କାରନାମା କରିଥିବା ବେଳେ ଭାରତର ଲଗାତାର…

ଇତିହାସ ରଚିଲେ ଅଶ୍ୱିନ, ମାତ୍ର ୩୯ ମ୍ୟାଚ୍‌ରେ ହେଲେ ‘ନମ୍ବର ୧’…

ପୁଣେ,୨୪।୧୦: ନ୍ୟୁଜିଲାଣ୍ଡ ବିପକ୍ଷ ପୁଣେ ଟେଷ୍ଟରେ ଅଶ୍ୱିନ ବିଶ୍ୱ ରେକର୍ଡ ହାସଲ କରିଛନ୍ତି। ଭାରତର ଏହି ଅଫ ସ୍ପିନର ପ୍ରଥମ ଇନିଂସରେ ନ୍ୟୁଜିଲ୍ୟାଣ୍ଡର ବ୍ୟାଟ୍ସମ୍ୟାନ ୱିଲ ୟଙ୍ଗଙ୍କୁ ଆଉଟ୍‌ କରି ନିଜ ନାମରେ ବିଶ୍ୱ ରେକର୍ଡ କରିଛନ୍ତି। ଅଷ୍ଟ୍ରେଲୀୟ ସ୍ପିନର ନାଥାନ…

IND vs NZ: ଦ୍ୱିତୀୟ ଟେଷ୍ଟରେ ଟସ୍‌ ଜିତି ନ୍ୟୁଜିଲାଣ୍ଡର ବ୍ୟାଟିଂ ନିଷ୍ପତ୍ତି, ୩ ପରିବର୍ତ୍ତନ ସହ ଓହ୍ଲାଇଲା ଟିମ୍‌ ଇଣ୍ଡିଆ

ପୁଣେ,୨୪।୧୦: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଦ୍ୱିତୀୟ ଟେଷ୍ଟ ପୁଣେରେ ଖେଳାଯାଉଛି। ଗୁରୁବାର ଖେଳାଯାଉଥିବା ଏହି ଟେଷ୍ଟ ମ୍ୟାଚ୍‌ର ଟସ୍‌ ନ୍ୟୁଜିଲାଣ୍ଡ ଜିତି ପ୍ରଥମେ ବ୍ୟାଟିଂ ଚୟନ କରିଛି। ଅର୍ଥାତ ଭାରତୀୟ ଟିମ୍‌ ପ୍ରଥମେ ବୋଲିଂ କରିବ। ମ୍ୟାଚ୍‌ ଲାଗି ନ୍ୟୁଜିଲାଣ୍ଡ…

ଲଜ୍ଜାଜନକ ରେକର୍ଡ କଲେ କୋହଲି, ପ୍ରଶ୍ନ ଉଠାଇଲେ ସଞ୍ଜୟ ମାଞ୍ଜରେକର

ବେଙ୍ଗାଲୁରୁ,୧୭।୧୦: ନ୍ୟୁଜିଲାଣ୍ଡ ବିପକ୍ଷ ବେଙ୍ଗାଲୁରୁ ଟେଷ୍ଟର ପ୍ରଥମ ଦିନ ବର୍ଷା ଯୋଗୁ ବାଧାପ୍ରାପ୍ତ ହୋଇଥିବା ବେଳେ ଦ୍ୱିତୀୟ ଦିନ ଭାରତୀୟ ବ୍ୟାଟ୍ସମ୍ୟାନ୍‌ଙ୍କ ବ୍ୟାଟିଂ ବିପର୍ଯ୍ୟୟ ଘଟିଛି। ପ୍ରଥମ ସେଶନରେ ଦଳର ୬ ଉଇକେଟ ଯାଇଥିବା ବେଳେ ଦ୍ୱିପ୍ରହର ଭୋଜନ ଯାଏ ଦଳର…

କ୍ରିକେଟ ଖେଳିଲେ ଯୋଗୀ, ହାତରେ ବ୍ୟାଟ୍‌ ଧରି ମାରିଲେ ଚୌକା-ଛକା

ଲକ୍ଷ୍ନୌ,୭ା୧୦: ପଡ଼ିଆକୁ ଓହ୍ଲାଇଛନ୍ତି ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ ନାଥ। ହାତରେ ବ୍ୟାଟ୍‌ ଧରି ଚଉକା, ଛକା ବର୍ଷଣ କରିଛନ୍ତି। ଲକ୍ଷ୍ନୌରେ ଆୟୋଜିତ ଅଲ୍‌ ଇଣ୍ଡିଆ ଆଡ୍‌ଭୋକେଟ୍‌ କ୍ରିକେଟ ଟୁର୍ନାମେଣ୍ଟରେ ଯୋଗଦେବା ଅବସରରେ ଯୋଗୀ କ୍ରିକେଟ ଖେଳିଥିବା ଭିଡିଓ ସାମ୍ନାକୁ ଆସିଛି।…

ରୋମାଞ୍ଚକର ସ୍ଥିତିରେ ଭାରତ ଏବଂ ଅଷ୍ଟ୍ରେଲିଆ ମ୍ୟାଚ୍‌, ଦ଼୍ବିତୀୟ ଦିନରେ ୧୫ ୱିକେଟ୍‌…

ନୂଆଦିଲ୍ଲୀ, ୨୩।୦୮: ଗୋଲ୍ଡକୋଷ୍ଟ ଗ୍ରାଉଣ୍ଡରେ ଖେଳାଯାଉଥିବା ଭାରତୀୟ ମହିଳା ଏ ଦଳ ଏବଂ ଅଷ୍ଟ୍ରେଲିଆ ମହିଳା ଏ ଦଳ ମଧ୍ୟରେ ଚାରି ଦିନିଆ ଟେଷ୍ଟର ଦ୍ୱିତୀୟ ଦିନରେ ଖେଳ ଅତ୍ୟନ୍ତ ରୋମାଞ୍ଚକର ଥିଲା। ଦ୍ୱିତୀୟ ଦିନରେ ମୋଟ ୧୫ ୱିକେଟ ପଡ଼ିଥିଲା…

କ୍ରିକେଟରୁ ଅବସର ନେଲେ କେ.ଏଲ ରାହୁଲ! ସୋସିଆଲ ମିଡିଆରେ…

ନୂଆଦିଲ୍ଲୀ,୨୩।୮: ଆଜିକାଲି ସୋସିଆଲ ମିଡିଆରେ ଟିମ ଇଣ୍ଡିଆର ଷ୍ଟାର କ୍ରିକେଟର କେ.ଏଲ ରାହୁଲ ବହୁତ ଟ୍ରେଣ୍ଡ କରୁଛନ୍ତି। ନିକଟରେ ରାହୁଲ ଶ୍ରୀଲଙ୍କା ବିପକ୍ଷ ଦିନିକଆ ସିରିଜରେ ଭାଗ ନେଇଥିଲେ, କିନ୍ତୁ ସେ ଅଧିକ ଫର୍ମରେ ନ ଥିଲେ। ସମ୍ପ୍ରତି ସେ ବାଂଲାଦେଶ…

ଜାରି ହେଲା ଆଇସିସି ୱାନ୍‌ଡେ ରାଙ୍କିଂ, ପ୍ରଥମ ୫ ଜଣଙ୍କ ମଧ୍ୟରେ ୩ ଭାରତୀୟ କ୍ରିକେଟର

ନୂଆଦିଲ୍ଲୀ, ୨୧।୦୮: ଇଣ୍ଟରନାସନାଲ୍‌ କ୍ରିକେଟ୍‌ କାଉନ୍ସିଲ୍‌ ବା ଆଇସିସିର ଦିନିକିଆ ରାଙ୍କିଂରେ ଭାରତୀୟ କ୍ରିକେଟରଙ୍କ ଜଲ୍‌ୱା ପୁଣିଥରେ ଦେଖିବାକୁ ମିଳିଛି । କେବଳ ଭାରତୀୟ ଖେଳାଳି ନୁହଁନ୍ତି, ଗତ ସପ୍ତାହରେ କୌଣସି ମ୍ୟାଚ ଖେଳାଯାଇନଥିଲ। ଏହାପରେ ମଧ୍ୟ ଆଇସିସି ଏହାର ରାଙ୍କିଂ…

ରେକର୍ଡ କରିବା ଦିଗରେ ବାବର ଆଜମ୍‌

ନୂଆଦିଲ୍ଲୀ, ୨୦।୦୮: ପାକିସ୍ତାନ କ୍ରିକେଟ ଷ୍ଟାର ବାବର ଆଜାମ ପୁଣିଥରେ ପଡ଼ିଆକୁ ଓହ୍ଲାଇବାକୁ ପ୍ରସ୍ତୁତ ଅଛନ୍ତି। ବାଂଲାଦେଶ ଦଳ ବର୍ତ୍ତମାନ ପାକିସ୍ତାନ ଗସ୍ତରେ ରହିଛି । ପାକିସ୍ତାନ ଏବଂ ବାଂଲାଦେଶ ସିରିଜର ପ୍ରଥମ ମ୍ୟାଚ ୨୧ ଅଗଷ୍ଟରୁ ଖେଳାଯିବ । ଯଦିଓ…

ଆଜିର ଦିନରେ କ୍ରିକେଟ୍‌ରେ ଡେବ୍ୟୁ କରିଥିଲେ କିଙ୍ଗ୍‌ କୋହଲି, ଜାଣନ୍ତୁ ତାଙ୍କ କ୍ରିକେଟ୍‌ କ୍ୟାରିୟର ବିଷୟରେ…

ନୂଆଦିଲ୍ଲୀ,୧୮ା୮: ଭାରତୀୟ କ୍ରିକେଟ ଦଳର ହାର୍ଟ ଏବଂ ଆତ୍ମା କିଙ୍ଗ୍‌ କୋହଲି ଆଜି ଅର୍ଥାତ୍‌ ଅଗଷ୍ଟ ୧୮ରେ ଅନ୍ତର୍ଜାତୀୟ କ୍ରିକେଟରେ ତାଙ୍କର ୧୬ ବର୍ଷ ପୂରଣ କରିଛନ୍ତି। ତାଙ୍କର ଏହି ଯାତ୍ରା ଗର୍ବ, ଗୌରବ ଏବଂ ମହାନତାର ପ୍ରତିଫଳନ। ଯେତେବେଳେ ବିରାଟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri