ଗମ୍ଭୀରଙ୍କ ସହକାରୀ ହୋଇପାରନ୍ତି ନାୟାର, ଡୋସ୍ଚେଟ
ନୂଆଦିଲ୍ଲୀ, ୨୧।୭ (ପି.ଟି.): ଜୁଲାଇ ୨୭ରୁ ଆରମ୍ଭ ହେଉଥିବା ଶ୍ରୀଲଙ୍କା ବିପକ୍ଷ ହ୍ବାଇଟ୍ ବଲ୍ ସିରିଜ ପାଇଁ ଅଭିଷେକ ନାୟାର ଓ ର଼୍ୟାନ ଟେନ୍ ଡୋସ୍ଚେଟ୍ଙ୍କୁ ନବ ନିଯୁକ୍ତ ମୁଖ୍ୟ କୋଚ୍ ଗୌତମ ଗମ୍ଭୀରଙ୍କ ସହକାରୀ କୋଚ୍ ଭାବେ ନିଯୁକ୍ତି ମିଳିପାରେ।…
ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଛାଡ଼ିବା ପରେ ସର୍ବିଆରେ ଏପରି କରୁଛନ୍ତି ନତାଶା
ନୂଆଦିଲ୍ଲୀ, ୨୦ା୭: ଭାରତୀୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ପୂର୍ବତନ ପତ୍ନୀ ନତାଶା ଷ୍ଟାନ୍କୋଭିକ ଏବେ ସର୍ବିଆରେ ରହୁଛନ୍ତି । ପାଣ୍ଡ୍ୟାଙ୍କ ସହ ବିଚ୍ଛେଦ ଘୋଷଣା କରିବାର ଗୋଟିଏ ଦିନ ପୂର୍ବରୁ ସେ ସର୍ବିଆ ଚାଲିଯାଇଥିଲେ । ସେଠାରେ ପହଞ୍ଚି ସେ ବିଚ୍ଛେଦ…
ସାନିଆଙ୍କ ସହ ବିବାହକୁ ନେଇ ମୁହଁ ଖୋଲିଲେ ସାମି, କହିଲେ…
ନୂଆଦିଲ୍ଲୀ, ୨୦ା୭: ଭାରତୀୟ କ୍ରେକେଟ୍ ଟିମ୍ର ଦ୍ରୁତ ବୋଲର ମହମ୍ମଦ ସାମି ଏବଂ ଟେନିସ୍ ତାରକା ସାନିଆ ମିର୍ଜାଙ୍କ ବିବାହକୁ ନେଇ ନିକଟରେ ଚର୍ଚ୍ଚା ଜୋର ହେଉଥିଲା । ହେଲେ ଏହି ଖବରକୁ ନେଇ ସାମ଼୍ବାଦିକ ତଥା ୟୁଟ୍ୟୁବର ଶୁଭଙ୍କରଙ୍କୁ ସାକ୍ଷାତକାର…
ଧୋନିଙ୍କୁ ନେଇ ପ୍ରଶ୍ନ ପଚାରିଲେ ପାକିସ୍ତାନ ନାଗରିକ, କଡ଼ା ଜବାବ ଦେଲେ ହରଭଜନ
ନୂଆଦିଲ୍ଲୀ, ୨୦ା୭: ପାକିସ୍ତାନର ଅନେକ କ୍ରୀଡ଼ା ସାମ୍ବାଦିକ ଏବଂ କ୍ରୀଡା ଇନ୍ଫ୍ଲ୍ୟୁଏନ୍ସରମାନେ ପ୍ରାୟତଃ ଏପରି କାର୍ଯ୍ୟ କରନ୍ତି, ଯାହା ଦ଼୍ବାରା ଖେଳାଳିଙ୍କ ସହିତ ନିଜ ଦେଶକୁ ସମାଲୋଚନାର ସାମ୍ନା କରିବାକୁ ପଡ଼େ । ସେହିଭଳି, ଏଥର ପାକିସ୍ତାନର କ୍ରୀଡ଼ା ପ୍ରଚାରକ ବା…
ନୂଆ ରେକର୍ଡ କରିପାରନ୍ତି କୋହଲି, ହାତରେ ବଡ଼ ସୁଯୋଗ
ନୂଆଦିଲ୍ଲୀ, ୨୦ା୭: ଭାରତୀୟ କ୍ରିକେଟ୍ ଟିମ୍ର ପୂର୍ବତନ କ୍ୟାପ୍ଟେନ ବିରାଟ କୋହଲି ମୈଦାନକୁ ଫେରିବାକୁ ପ୍ରସ୍ତୁତ ହେଉଛନ୍ତି । ଟି-୨୦ ବିଶ଼୍ବକପ୍ ୨୦୨୪ ଟାଇଟଲ ଜିତିବା ପରେ କୋହଲି କିଛି ଦିନ ପାଇଁ ବିରତି ନେଇଥିଲେ । ଏହି ସମୟ ମଧ୍ୟରେ…
‘ଯେତେବେଳେ ମତେ କାନ୍ଦିବାର ଥିଲା କାନ୍ଦିଲି ନାହିଁ…’, ଛାଡ଼ପତ୍ର ପରେ ଭାଇରାଲ ହେଲା ପାଣ୍ଡ୍ୟାଙ୍କ ଭିଡିଓ
ମୁମ଼୍ବାଇ, ୧୯।୭: କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ଏବଂ ମଡେଲ ନତାଶା ଷ୍ଟେନକୋଭିକ୍ଙ୍କ ମଧ୍ୟରେ ଛାଡ଼ପତ୍ର ହୋଇଥିବା ଏକ ପ୍ରକାର ସ୍ପଷ୍ଟ ହେଉଛି । ଗତକାଲି ଅର୍ଥାତ ଗୁରୁବାର ଦୁହେଁ ଏନେଇ ନିଜ ନିଜ ଇନ୍ଷ୍ଟାଗ୍ରାମ ଆକାଉଣ୍ଟ ମାଧ୍ୟମରେ ସୂଚନା ଦେଇଛନ୍ତି ।…
ଆଜି ବିସିସିଆଇ କରିପାରେ ବଡ଼ ଘୋଷଣା, କାହାକୁ ମିଳିବ କ୍ୟାପ୍ଟେନ ଦାୟିତ଼୍ବ ?
ନୂଆଦିଲ୍ଲୀ, ୧୭ା୭: ଭାରତୀୟ କ୍ରିକେଟ୍ ଟିମ୍ ଚଳିତ ମାସର ଶେଷ ଆଡ଼କୁ ଶ୍ରୀଲଙ୍କା ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଛି । ଏହି ଗସ୍ତ ସମୟରେ ଟିମ୍ ଶ୍ରୀଲଙ୍କା ବିପକ୍ଷରେ ୩ଟି ମ୍ୟାଚ୍ ବିଶିଷ୍ଟ ଟି-୨୦ ସିରିଜ୍ ଏବଂ ୩ ମ୍ୟାଚ୍ ବିଶିଷ୍ଟ…
ଭାରତର ପୂର୍ବତନ ମୁଖ୍ୟ ଚୟନକର୍ତ୍ତାଙ୍କ ବଡ଼ ବୟାନ୍, ଶୁଭମନ୍ ଗିଲ୍ କ୍ୟାପ୍ଟେନ୍ରେ ପାସ୍, ହେଲେ…
ନୂଆଦିଲ୍ଲୀ, ୧୬।୦୭: ଜିମ଼୍ବାୱେ ବିପକ୍ଷରେ ଖେଳା ଯାଇଥିବା ୫ ମ୍ୟାଚ୍ ବିଶିଷ୍ଟ ସିରିଜ୍ରେ ଶୁଭମନ ଗିଲ୍ ଭାରତୀୟ ଦଳର କ୍ୟାପ୍ଟେନ୍ ରହିଥିଲେ । ସିରିଜର ପ୍ରଥମରେ ପରାଜୟ ପରେ ଦଳ ଫର୍ମକୁ ଫେରିଥିଲା ଦ଼୍ବିତୀୟ ମ୍ୟାଚ୍ରରୁ ଦଳ ଲଗାତାର ଜିମ଼୍ବାୱେକୁ ହରାଇ…
ମିଳିଲା ସୂଚନା, ହାର୍ଦ୍ଦିକ୍ ପାଣ୍ଡ୍ୟା ହେବେ କ୍ୟାପ୍ଟେନ୍
ନୂଆଦିଲ୍ଲୀ, ୧୬।୦୭: ଶ୍ରୀଲଙ୍କା ବିପକ୍ଷରେ ଖେଳାଯିବାକୁ ଥିବା ଟି-୨୦ ସିରିଜ୍ରେ ଅଲ୍ରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଦଳର କ୍ୟାପ୍ଟେନ୍ ହେବେ ବୋଲି ସୂଚନା ମିିଳିଛି । ଶ୍ରୀଲଙ୍କା ବିପକ୍ଷରେ ଖେଳାଯିବାକୁ ଥିବା ଟି-୨୦ ସିରିଜ୍ରେ ଅଲ୍ରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଦଳର କ୍ୟାପ୍ଟେନ୍ ହେବେ…
ଆଗାମୀ ୱାନ୍ଡେ ଖେଳିବେନି ହାର୍ଦ୍ଦିକ୍ ପାଣ୍ଡ୍ୟା, BCCIକୁ କହିଲେ କାରଣ
ନୂଆଦିଲ୍ଲୀ, ୧୬।୦୭: ବିଶ଼୍ବକପ୍ ବିଜୟ ପରେ ଭାରତୀୟ କ୍ରିକେଟ ଦଳ ଚଳିତ ମାସ ଶେଷଆଡ଼କୁ ଶ୍ରୀଲଙ୍କା ଗସ୍ତରେ ଯିବାକୁ ପ୍ରସ୍ତୁତ ହେଉଛି । ଟିମ ଇଣ୍ଡିଆ ଏହି ଗସ୍ତରେ ଟି -୨୦ ଏବଂ ୱାନ୍ଡେ ସିରିଜ ଶ୍ରୀଲଙ୍କା ସହ ଖେଳିବ। ତେବେ…
‘ଶୁଭମନ୍ଙ୍କୁ ଅଧିନାୟକତ଼୍ବ ବିଷୟରେ ଜଣାନାହିଁ’, ବଡ଼ ବୟାନ୍ ଦେଲେ ଏହି ପୂର୍ବତନ ଖେଳାଳି
ନୂଆଦିଲ୍ଲୀ, ୧୬।୦୭: ଭାରତୀୟ କ୍ରିକେଟ୍ ଟିମ୍ ଆଇସିସି ଟି-୨୦ ବିଶ଼୍ବ କପ୍ ବିଜୟ ପରେ ଜିମ଼୍ବାୱେ ଗସ୍ତରେ ଯାଇଥିଲା । ଏହି ଟିମ୍ର ଅଧିନାୟକତ଼୍ବ ଶୁଭମନ ଗିଲ୍ଙ୍କ ହାତରେ ରହିଥିଲା । ପ୍ରଥମ ମ୍ୟାଚ୍ରେ ହାରିବା ପରେ ଟିମ୍ ଜୋରଦାର ଫର୍ମକୁ…
ଶେଷ ମ୍ୟାଚ୍ରେ ରଣନୀତି ବଦଳାଇପାରନ୍ତି ଶୁଭମନ୍, ଏହି ୨ ଖେଳାଳିଙ୍କୁ ମିଳିପାରେ ସୁଯୋଗ
ନୂଆଦିଲ୍ଲୀ, ୧୪।୦୭: ଭାରତ ଏବଂ ଜିମ଼୍ବାୱେ ମଧ୍ୟରେ ଚାଲିଥିବା ସିରିଜ୍ର ଶେଷ ମ୍ୟାଚ୍ ବାକି ରହିଛି । ଭାରତ ୩-୧ରେ ସିରିଜ୍ରେ ଆଗୁଆ ରହିଛି । ଏଥି ସହିତ ଭାରତୀୟ ଟିମ୍ ବିଜୟ ସୁନିଶ୍ଚିତ କରିଛି । ଭାରତର ସମୟ ଅନୁସାରେ…
Archives


