Tag Archives: Crime Branch

କ୍ରାଇମବ୍ରାଞ୍ଚ ନିକଟରେ ଆତ୍ମସମର୍ପଣ କଲେ ଶରଣକୁଳ ନିଲମ୍ବିତ IIC

ଭୁବନେଶ୍ୱର,୪।୮: ଶରଣକୁଳ ନିଲମ୍ବିତ IIC ସୁଜିତ ଦାସ ମଙ୍ଗଳବାର କ୍ରାଇମବ୍ରାଞ୍ଚ ନିକଟରେ ଆତ୍ମସମର୍ପଣ କରିଛନ୍ତି। ହାଇକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ସୁଜିତ କ୍ରାଇମବ୍ରାଞ୍ଚରେ ହାଜର ହୋଇ ଆତ୍ମସମର୍ପଣ କରିଥିବା ସୂଚନା ମିଳିଛି। ମହିଳାଙ୍କୁ ଯୌନ ନିର୍ଯାତନା ଅଭିଯୋଗରେ IICଙ୍କ ନାମରେ ମାମଲା ରୁଜୁ…

ପାଠ୍ୟପୁସ୍ତକ ତ୍ରୁଟି ମାମଲା: ଓସେପା ଅଫିସରେ କ୍ରାଇମବ୍ରାଞ୍ଚ ଟିମ୍‌

ଭୁବନେଶ୍ୱର,୧୭।୭: ପାଠ୍ୟପୁସ୍ତକ ତ୍ରୁଟି ମାମଲାରେ କ୍ରାଇମବ୍ରାଞ୍ଚ ଡିଏସ୍‌ପି ନରେନ୍ଦ୍ର ବେହେରାଙ୍କ ନେତୃତ୍ୱରେ ୪ ଜଣିଆ ଟିମ୍‌ ଶୁକ୍ରବାର ଓସେପା ଅଫିସ୍‌ରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ତଦନ୍ତ ବେଳେ ଅଧିକାରୀମାନେ ଓସେପା ଉପନିର୍ଦ୍ଦେଶିକା ଇତିଶ୍ରୀ ନାୟକଙ୍କୁ ପଚରାଉଚରା କରିଥିବା ସୂଚନା ମିଳିଛି।…

କ୍ରାଇମ୍‌ବ୍ରାଞ୍ଚ ସ୍କାନର୍‌ରେ ଗଙ୍ଗଓ୍ବାର

ଭୁବନେଶ୍ୱର, ୮ା୬ (ତ୍ରିନାଥ ମହାନ୍ତି) ବାଲିଅନ୍ତା ସୌମ୍ୟରଞ୍ଜନ ସ୍ବାଇଁ ହତ୍ୟା ମାମଲାରେ କ୍ରାଇମ୍‌ ବ୍ରାଞ୍ଚ(ସିବି) ସ୍କାନରକୁ ଆସିଛନ୍ତି ବରିଷ୍ଠ ଆଇପିଏସ୍‌ ଅଧିକାରୀ ଦୟାଲ ଗଙ୍ଗଓ୍ବାର। ତାଙ୍କ ଘରେ ଅବୈଧ ଭାବେ ସୌମ୍ୟଙ୍କୁ କାମ କରାଉଥିବା ଅଭିଯୋଗର ତଦନ୍ତ କରି ରିପୋର୍ଟ ଦେବାକୁ…

ସୌମ୍ୟ ହତ୍ୟା ମାମଲା: ଆଉ ୨ଜଣଙ୍କୁ ଗିରଫ କଲା କ୍ରାଇମବ୍ରାଞ୍ଚ

ଭୁବନେଶ୍ୱର,୧୯।୫: ବାଲିଅନ୍ତା ସୌମ୍ୟ ହତ୍ୟା ମାମଲାରେ କ୍ରାଇମବ୍ରାଞ୍ଚ ମଙ୍ଗଳବାର ଆଉ ୨ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। କ୍ରାଇମବ୍ରାଞ୍ଚ ଟିମ୍‌ ନୟାଗଡ଼ ରଣପୁର ଅଞ୍ଚଳରେ ଚଢାଉ କରି ଘଟଣାରେ ସମ୍ପୃକ୍ତ ୨ଜଣଙ୍କୁ ଧରିବାରେ ସଫଳ ହୋଇଛି। ଅଭିଯୁକ୍ତମାନେ ହେଲେ ପଞ୍ଚାନନ ବଡ଼ଜେନା ଓରଫ…

ପାଣ୍ଡିଆନଙ୍କୁ ନେଇ ଏମିତି କହିଲେ ଗଣେଶ୍ୱର, କ୍ରାଇମବ୍ରାଞ୍ଚ ଛାଡ଼ି…

ଭୁବନେଶ୍ୱର,୩ା୧: ପାଣ୍ଡିଆନଙ୍କ ବିରୋଧରେ କ୍ରାଇମବ୍ରାଞ୍ଚ ତଦନ୍ତ ଦାବି ପ୍ରସଙ୍ଗରେ ଏକ ବଡ଼ ବୟାନ ଦେଇଛନ୍ତି ବିଜେଡି ନେତା ଗଣେଶ୍ୱର ବେହେରା। ସେ କହିଛନ୍ତି, କ୍ରାଇମବ୍ରାଞ୍ଚ ଛାଡ଼ି ସିବିଆଇ ତଦନ୍ତ କଲେ ବି କିଛି ହେବନି। ଆକ୍ରୋଶମୂଳକ ଭାବେ ତଦନ୍ତ କଲେ କିଛି…

SI ନିଯୁକ୍ତି ଘୋଟାଲା: କ୍ରାଇମବ୍ରାଞ୍ଚ DSPଙ୍କ ବଡ ଖୁଲାସା, ବଣିକ ପଠାଇଥିଲା ପରୀକ୍ଷାର୍ଥୀ

ଭୁବନେଶ୍ୱର,୯।୧୦: ଓଡ଼ିଶା ପୋଲିସ ସବ୍‌-ଇନ୍ସପେକ୍ଟର (ଏସଆଇ) ନିଯୁକ୍ତି ପ୍ରକ୍ରିୟାରେ ଘୋଟାଲା ଅଭିଯୋଗକୁ ନେଇ କ୍ରାଇମବ୍ରାଞ୍ଚ ଭୁବନେଶ୍ୱର ସିଆର୍‌ପି ଛକସ୍ଥିତ ‘ବଣିକ’ କୋଚିଂ ସେଣ୍ଟର ଉପରେ ଚଢ଼ାଉ କରିଛି। ଏହି ଘୋଟାଲାରେ ପରୀକ୍ଷାର୍ଥୀଙ୍କ ପାଇଁ ଫିକ୍ସିଂ ଅଭିଯୋଗ ସାମ୍ନାକୁ ଆସିଥିବା ବେଳେ, କ୍ରାଇମବ୍ରାଞ୍ଚ…

SI ନିଯୁକ୍ତି ଘୋଟାଲା ଲିଙ୍କ୍‌: ‘ବଣିକ’ କୋଚିଂ ସେଣ୍ଟର ଉପରେ କ୍ରାଇମବ୍ରାଞ୍ଚ ରେଡ୍‌

ଭୁବନେଶ୍ୱର,୯।୧୦: ପୋଲିସ ଏସଆଇ ନିଯୁକ୍ତି ଘୋଟାଲା ଅଭିଯୋଗକୁ ନେଇ କ୍ରାଇମବ୍ରାଞ୍ଚ ଭୁବନେଶ୍ୱର ସିଆର୍‌ପି ଛକସ୍ଥିତ ‘ବଣିକ’ କୋଚିଂ ସେଣ୍ଟର ଉପରେ ଚଢ଼ାଉ କରିଛି। ପରୀକ୍ଷାର୍ଥୀଙ୍କ ପାଇଁ ଫିକ୍ସିଂ ଅଭିଯୋଗରେ ଏହି ରେଡ୍‌ କରାଯାଇଥିବା ଜଣାପଡ଼ିଛି। ସୂଚନା ଅନୁଯାୟୀ, ପଞ୍ଚସଫ୍ଟ ମୁଖ୍ୟ ଶଙ୍କର…

ଜାଲ୍‌ ସାର୍ଟିଫିକେଟ୍‌ ଦେଇ ଚାକିରି ହାତେଇବା ଉଦ୍ୟମ, ଜଣଙ୍କୁ ଗିରଫ କଲା କ୍ରାଇମବ୍ରାଞ୍ଚ

ବଲାଙ୍ଗୀର,୧୮ା୯(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ହଇଚଇ ସୃଷ୍ଟି କରିଥିବା ନକଲି ଜାଲ ସାର୍ଟିଫିକେଟ୍‌ ନେଇ ପୁଣି ଜଣଙ୍କୁ ଗିରଫ କରିଛି କ୍ରାଇମବ୍ରାଞ୍ଚ। ଦୁଇଦିନ ହେଲା କ୍ରାଇମବ୍ରାଞ୍ଚ ବଲାଙ୍ଗୀର ଜିଲାରେ ଡେରା ପକାଇଥିଲେ ଏବଂ ବିଭିନ୍ନ ଅଫିସକୁ ଯାଇ ନକଲି ସାର୍ଟିଫିକେଟକୁ…

OTET ପ୍ରଶ୍ନପତ୍ର ଲିକ୍‌ ମାମଲା: ବୋର୍ଡ ଅଫିସର ଜଣେ କର୍ମଚାରୀଙ୍କୁ ଉଠାଇ ନେଲା କ୍ରାଇମ୍‌ବ୍ରାଞ୍ଚ

କଟକ,୩୦ା୭: Odisha Teacher Eligibility Test (OTET) ପ୍ରଶ୍ନପତ୍ର ଲିକ୍‌ ମାମଲାରେ କ୍ରାଇମବ୍ରାଞ୍ଚ ତନାଘନା ଚଳାଇବା ସହ ବୋର୍ଡ ଅଫିସର ଜଣେ କର୍ମଚାରୀଙ୍କୁ ଉଠାଇ ନେଇଥିବା ସୂଚନାରୁ ପ୍ରକାଶ। କ୍ରାଇମବ୍ରାଞ୍ଚ ବୋର୍ଡ ଅଫିସ୍‌ର କର୍ମଚାରୀଙ୍କୁ ଜେରା କରୁଥିବା ଜଣାପଡ଼ିଛି। ସେହିପରି ଗତକାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?