ଅପରାଧ ନିୟନ୍ତ୍ରଣ ପାଇଁ କଡ଼ା ପଦକ୍ଷେପ, ଫୋନ୍ କଲ୍ ପ୍ରତି…
ପାଟଣା,୩୧ା୧୦(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ପରିସରରେ ଶନିବାର ‘ଆମ ପୋଲିସ’ ସମିତି, ନିଶାମୁକ୍ତ ଭାରତ ପାଇଁ ଶପଥ ପାଠ, ରାଷ୍ଟ୍ରୀୟ ଏକତା ଦିବସ ବୈଠକ ଥାନା ଅଧିକାରୀ କିରଣ ପ୍ରସାଦ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି। ବୈଠକରେ…

