କେମିତି ଅପହରଣ ହୋଇଥିଲେ ବ୍ୟବସାୟୀ ଗୁଣ୍ଡା ସାହୁ, ପୋଲିସ କ୍ରାଇମ୍ ଭିଡିଓ ଜାରି କରି… ବଲାଙ୍ଗୀର,୧୯ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ଓରଫ ଗୁଣ୍ଡା ସାହୁ ଅପହରଣ ଘଟଣା ସମ୍ପର୍କିତ କ୍ରାଇମ ଭିଡିଓ ଜାରି କରିଛି ବଲାଙ୍ଗୀର ପୋଲିସ। କିଭଳି ଭାବେ ସାହୁଙ୍କୁ ବଲାଙ୍ଗୀରରୁ ଅପହରଣ କରି ଭୁବନେଶ୍ବରର ଏକ ହୋଟେଲରେ ତାଙ୍କୁ କିଭଳି ବନ୍ଦୀ…