ସହପାଠୀଙ୍କ ସହ ବନ୍ଧୁତା ପରେ ଅଶ୍ଳିଳ ଫଟୋ ଉଠାଇ ଭାଇରାଲ କରିବା ଧମକ ଦେଉଥିଲେ, ଯୁବକଙ୍କୁ ବାନ୍ଧିଲା…
ବୈଶିଙ୍ଗା,୨୪।୭(ରତନ ଦାଶ): ଯୁବତୀଙ୍କ ଅଶ୍ଳୀଳ ଫଟୋ ଭାଇରାଲ କରିବା ପଡ଼ିଲା ମହଙ୍ଗା। ଏହି ଘଟଣାରେ ମୟୂରଭଞ୍ଜ ଜିଲାର ବୈଶିଙ୍ଗା ପୋଲିସ ଜଣେ ଯୁବକକୁ ଗିରଫ କରି କୋର୍ଟଚାଲାଣ କରିଥିବା ଜଣାପଡିଛି । ସୂଚନାରୁ ପ୍ରକାଶ, ଖୁଣ୍ଟା ଥାନା ଅଞ୍ଚଳର କେଶ...
ବୟଫ୍ରେଣ୍ଡଙ୍କ ଆଗରେ ଯୁବତୀଙ୍କୁ ଗଣବଳାତ୍କାର: ଭିଡିଓ ଭାଇରାଲ ହେବାପରେ ଘଟିଲା…
ଲକ୍ଷ୍ନୌ,୧୫।୫: ଉତ୍ତର ପ୍ରଦେଶର ବିଜନୌର ଜିଲାରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଜିଲାର କିରତପୁର ଥାନା ଅଞ୍ଚଳର ଏକ ଗାଁରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଏଠାରେ ଜଣେ ୧୮ ବର୍ଷୀୟା ଯୁବତୀ ସେହି ଗାଁର...
ଅସଲି ବୋତଲରେ ବିକୁଥିଲେ ନକଲି ମଦ, ୨ ଜଣଙ୍କୁ ବାନ୍ଧିଲା ଖୋର୍ଦ୍ଧା ଅବକାରୀ ଟିମ୍
ଖୋର୍ଦ୍ଧା,୩୦।୪(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ସହରରେ ପାନ ଦୋକାନରେ ଚାଲିଥିଲା ନକଲି ବିଦେଶୀ ମଦ ପ୍ରସ୍ତୁତି ଏବଂ ବିକ୍ରୟ। ଏ ନେଇ ଖବର ପାଇ ଜିଲା ଅବକାରୀ ବିଭାଗର ଏକ ସ୍ବତନ୍ତ୍ର ଟିମ୍ ସହରରେ ଥିବା ପେଟ୍ରୋଲ ପମ୍ପ ଛକରେ ୨ଟି...
ଚଳନ୍ତା ବସ୍ରୁ ସୁନା ହାର ଲୁଟି ଫେରାର ହେବାକୁ ଉଦ୍ୟମ, ଲୁଟେରାଙ୍କୁ କାବୁ କଲେ ଯାତ୍ରୀ
ବରଗଡ଼, ୨୯।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲା ସୋହେଲା ଥାନା ଲେଖାପଖର ନିକଟରେ ମଙ୍ଗଳବାର ଏକ ଚଳନ୍ତା ବସରୁ ସୁନାହାର ଲୁଟ ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ଝର ଗ୍ରାମର ପାର୍ବତୀ ମେହେର ବସରେ ଯାତ୍ରା କରୁଥିବା ସମୟରେ ତାଙ୍କ...
ବାପାଙ୍କୁ ଲୁହାରଡରେ ପିଟି ହତ୍ୟା, ସାନପୁଅଙ୍କୁ କୋର୍ଟ ଚାଲାଣ କଲା ପୁରୁଷୋତ୍ତମପୁର ପୋଲିସ
ପୁରୁଷୋତ୍ତମପୁର,୨୯।୪(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବାଘଳା ପଞ୍ଚାୟତ କୁଷପୁର ଗ୍ରାମରେ ନିଜ ଜନ୍ମକଲା ବାପାକୁ ପିଟି ହତ୍ୟାକରିବା ଅଭିଯୋଗରେ ସାନ ପୁଅ ରଞ୍ଜନ ସାହୁ(୨୮)ଙ୍କୁ ପୋଲିସ ମଙ୍ଗଳବାର କୋର୍ଟଚାଲାଣ କରିଥିଲେ। କୋର୍ଟରେ ମାନ୍ୟବର ବିଚାରପତି ଏହାର...
ଚୋରି ମାଲ ବୋଝେଇ ଟ୍ରକ ଉଦ୍ଧାର; ଡ୍ରାଇଭର-ହେଲପରଙ୍କ ପତ୍ତା ମିଳୁନି, ବଢ଼ୁଛି ସନ୍ଦେହ
ଭଞ୍ଜନଗର,୨୦।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ରବିବାର ରାତିରେ ଚୋରି ହୋଇଯାଇଥିବା ଏକ ଟ୍ରକକୁ ଉଦ୍ଧାର କରିଛି। କିନ୍ତୁ ଗାଡ଼ିର ଡ୍ରାଇଭର ଏବଂ ହେଲପରଙ୍କ ପତ୍ତା ମିଳୁନାହିଁ। ତେଣୁ ସେମାନଙ୍କ ଭୂମିକାକୁ ନେଇ ପୋଲିସର ସନ୍ଦେହ ହୋଇଛି। ଉଭୟଙ୍କ ଫୋନ...
ଠିକାଦାରଙ୍କ ମୁଣ୍ଡରେ ବନ୍ଧୁକ ରଖି ଲୁଟିଥିଲେ, ତୁମୁଡ଼ିବନ୍ଧ ପୋଲିସ ପଞ୍ଝାରେ ୫ ଜଣିଆ ସଶସ୍ତ୍ର ଡକାୟତ ଗ୍ୟାଙ୍ଗ
ତୁମୁଡିବନ୍ଧ,୨୦।୪(ଦୀପକ କୁମାର ପରାସେଠ)-କନ୍ଧମାଳ ଜଲା ତୁମୁଡିବନ୍ଧ ପୋଲିସ ୫ ଜଣିଆ ସଶସ୍ତ୍ର ଡକାୟତ ଗ୍ୟାଙ୍ଗକୁ ଗିରଫ କରିଛି। ସେମାନଙ୍କ ଠାରୁ ଗୋଟିଏ ବନ୍ଧୁକ, ଏକ କଟରା ,କାତି, ୧ ଲକ୍ଷ ଟଙ୍କା,୫ ମୋବାଇଲ ସହିତ ଏକ XUV-5୦୦ ଗାଡ଼ି ଜବତ...
ବିବାହ ଭୋଜିରେ ଦେଲେନି ମାଂସ, ରାଗରେ ନିଆଁବାଣ ହୋଇ ଗାଡ଼ି ଜାଳିଦେଲେ ୨ ଯୁବକ
ବଲାଙ୍ଗୀର, ୨୦।୪(ସୁନୀଲ କୁମାର ମହାନ୍ତି): ବିବାହ ଭୋଜିରେ ମାଂସ ଦେଲେ ନାହିଁ ବୋଲି ଏକ ଚାରିଚକିଆ ଗାଡକୁ ନିଆଁ ଲଗାଇ ପୋଡ଼ି ଦେଲେ କିଛି ଯୁବକ । ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ବଲାଙ୍ଗୀର ଜିଲା ବେଲପଡା ଥାନା...
ବଳାତ୍କାର ଅଭିଯୁକ୍ତଙ୍କୁ ଶଗଡ଼ରେ ବାନ୍ଧି ଉଲଗ୍ନ ପରେଡ୍ କରାଇଲେ
ବାହରିଚ୍,୧୮।୪: ଉତ୍ତରପ୍ରଦେଶର ବାହରିଚ୍ ଜିଲାର ବିଶ୍ୱେଶ୍ୱରଗଞ୍ଜ ଅଞ୍ଚଳରେ ଜଣେ ବଳାତ୍କାର ଅଭିଯୁକ୍ତଙ୍କୁ ସ୍ଥାନୀୟ ଲୋକେ ଶଗଡ଼ରେ ବାନ୍ଧି ମାଡ଼ ମାରିବା ସହ ଉଲଗ୍ନ ପରେଡ୍ କରାଇଥିବା ଅଭିଯୋଗ ହୋଇଛି। ଏହି ଘଟଣାର ଭିଡିଓ ଭାଇରାଲ ହେବା ପରେ ପୋଲିସ ଶୁକ୍ରବାର...
କଟକ କମିଶନରେଟ ପୋଲିସର ଡବଲ୍ ଏନ୍କାଉଣ୍ଟର, ୨ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ଗୁଳିମାଡ଼
ଚୌଦ୍ୱାର,୧୭।୪(ଆଶୁତୋଷ ଦାସ): କଟକ କମିଶନରେଟ ପୋଲିସର ଡବଲ ଏନ୍କାଉଣ୍ଟର। ଗୁଳିମାଡ଼ରେ ୨ ଜଣ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ଆହତ ହୋଇଛନ୍ତି। ସେମାନଙ୍କ ଗୋଡ଼ରେ ଗୁଳି ବାଜିଛି। ତେବେ ଅପରାଧୀଦ୍ୱୟ ହେଲେ ସଂଗ୍ରାମ ରାଉତ ଓରଫ କଟାସ ଏବଂ ଶୁଭ୍ରାଂଶୁ ପରିଡ଼ା ଓରଫ...
ପୋଲିସ ପାଟ୍ରୋଲିଂ ବେଳେ ୧୪ ବସ୍ତା ଗଞ୍ଜେଇ ଜବତ: ମାଫିଆ ଚମ୍ପଟ
ବାଲିଗୁଡ଼ା,୧୬।୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ଥାନା ସିର୍ତ୍ତିିଗୁଡା ପଞ୍ଚାୟତର ଜଙ୍ଗୁଙ୍ଗିଆ ନିକଟସ୍ଥ ଜଙ୍ଗଲରେ ଗଞ୍ଜେଇ ଚାଲାଣ ହେଉଥିବା ପୋଲିସ କୌଣସି ସୂତ୍ରରୁ ଖବର ପାଇ ସେଠାରେ ପହଞ୍ଚିଥିଲା। ତେବେ ପୋଲିସ ଗାଡି ଆସୁଥିବା...
ନକଲି ସୁନା ବନ୍ଧକ ରଖିବା ଆଳରେ ୫ ଜଣଙ୍କଠାରୁ ଠକିଥିଲେ ଲକ୍ଷାଧିକ ଟଙ୍କା, ମହିଳାଙ୍କୁ ବାନ୍ଧିଲା ଭଞ୍ଜନଗର ପୋଲିସ
ଭଞ୍ଜନଗର,୧୬।୪(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ନକଲି ସୁନା ବନ୍ଧକ ରଖି ୫ ମହିଳାଙ୍କଠାରୁ ଲକ୍ଷାଧିକ ଟଙ୍କା ଠକି ନେଇଥିବା ଅଭିଯୋଗରେ ଜଣେ ମହିଳାଙ୍କୁ ପୋଲିସ ବୁଧବାର ଗିରଫ କରିଛି। ସେ ହେଲେ ଭଞ୍ଜନଗର ଥାନା ଅନ୍ତର୍ଗତ...
Archives


