ସାମ୍ନାକୁ ଆସିଲା ବଡ଼ ଘୋଟାଲା, କମିଶନ୍ ନେଇ ୨୦୦ କୋଟିର ନକଲି ବିଲ୍ ପାସ୍
ନୂଆଦିଲ୍ଲୀ, ୨୬।୦୭: କରୋନା ସମୟରେ ୨୦୦ କୋଟି ଟଙ୍କାର ଏକ ବଡ ଦୁର୍ନୀତିର ଖୁଲାସା କରିଛି ଦୁର୍ନୀତି ନିବାରଣ ବ୍ୟୁରୋ ବା ଏସିବି । ଏହି ଦୁର୍ନୀତି ଅଭିଯୋଗରେ ଏସିବି ଅବସରପ୍ରାପ୍ତ ଏଡିଜି (ପିଡବ୍ଲ୍ୟୁଡି) ଏବଂ ଦୁଇଟି ଘରୋଇ ସଂସ୍ଥାର ମାଲିକଙ୍କୁ…
କଥା ହେଲାନି ପ୍ରେମିକା, ବାପା ସହ ଦୁଇ ଭଉଣୀଙ୍କୁ ହତ୍ୟା କଲା ପ୍ରେମିକ
ପାଟନା, ୧୭ା୭: ପ୍ରେମିକା କଥା ହେଲାନି ବୋଲି ପ୍ରେମିକ ନୃଶଂସ କାଣ୍ଡ ଘଟାଇଛି । ପ୍ରେମିକା ସହ ତାଙ୍କ ବାପା ଏବଂ ଭଉଣୀକୁ ନିର୍ଦ୍ଦୟର ସହ ହତ୍ୟା କରିଛି ଏହି ପ୍ରେମିକ । ଏପରି ଏକ ଘଟଣା ବିହାର ଛପରା ଜିଲା…
ରାଜଧାନୀରେ ବୀଭତ୍ସ ହତ୍ୟାକାଣ୍ଡ; ଘର ମାଲିକଙ୍କୁ ହତ୍ୟା କଲା ଭଡ଼ାଟିଆ
ଭୁବନେଶ୍ୱର,୨୧।୬: ରାଜଧାନୀ ଭୁବନେଶ୍ୱରରେ ବୀଭତ୍ସ ହତ୍ୟାକାଣ୍ଡ। ତମାଣ୍ଡୋ ଥାନା ଅନ୍ତର୍ଗତ ଏକ ଇଞ୍ଜିନିୟରିଂ କଲେଜ ନିକଟରେ ଏହି ହତ୍ୟାକାଣ୍ଡ ଘଟିଛି। ଘର ମାଲିକଙ୍କୁ ଭଡ଼ାଟିଆ ହତ୍ୟା କରିଥିବା ସନ୍ଦେହ କରାଯାଉଛି। ରାସ୍ତାରୁ ରକ୍ତାକ୍ତ ମୃତଦେହ ଜବତ କରି ପୋଲିସର ତଦନ୍ତ ଆରମ୍ଭ…
ପୁଣି ହିଟ୍ ଆଣ୍ଡ୍ ରନ୍ ମାମଲା, କାର ଧକ୍କାରେ ୫ ଆହତ
ମୁମ଼୍ବାଇ, ୧୬।୬: ମହାରାଷ୍ଟ୍ରରେ ହିଟ ଆଣ୍ଡ ରନ ମାମଲା ପୁଣିଥରେ ସାମ୍ନାକୁ ଆସିଛି । ପୁଣେ ପୋର୍ସେ ଘଟଣାକୁ ଲୋକେ ଏପର୍ଯ୍ୟନ୍ତ ଭୁଲି ନଥିବା ବେଳେ ଆଉ ଏକ ସମାନ ମାମଲା ଘଟିଛି। ନାଗପୁରରେ ହାଇ ସ୍ପିଡ କାର ଯୋଗୁଁ ବଡ଼…
ନିର୍ବାଚନ ପରେ ଆକ୍ସନ ମୋଡ୍ରେ ସରକାର, ପୋଲିସ୍ର ଏନ୍କାଉଣ୍ଟର
ନୂଆଦିଲ୍ଲୀ, ୫ା୬: ଉତ୍ତର ପ୍ରଦେଶର ଜୈନପୁରରେ ପୋଲିସ ଠିକ୍ ନିର୍ବାଚନ ଫଳ ପ୍ରକାଶ ପାଇବାର ପରଦିନ ଆକ୍ସନ ମୋଡ୍କୁ ଆସିଛି। ମୋଷ୍ଟ୍ ୱାଣ୍ଟେଡ୍ ଅପରାଧୀ ପ୍ରଶାନ୍ତ ସିଂକୁ ଏନ୍କାଉଣ୍ଟର କରିଛି। ମଙ୍ଗଳବାର ବିଳମ଼୍ବିତ ରାତିରେ ପୋଲିସ୍ ଏବଂ ଅପରାଧୀ ପ୍ରଶାନ୍ତ ଓରଫ୍…
ବୁଗୁଡ଼ାରେ ଫୁଟିଲା ଗୁଳି: କାଜୁ ତୋଳିବା ବେଳେ ୨ଜଣଙ୍କୁ ଗୁଳିମାଡ଼
ବୁଗୁଡା ୨୫/୫(କାଳିଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡ଼ା ଥାନା ଅଧିନ ପୋକସୁଙ୍ଗା ଗାଁରେ କାଜୁ ବଗିଚାରୁ କାଜୁ ତୋଳିବା ବେଳେ ଫୁଟିଛି ଗୁଳି। ଏହି ଗୁଳିମାଡ଼ରେ ୨ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନେ ହେଲେ ରଘୁନାଥ ଜାନି ଓ ଅବକାସ ଜାନି।…
ଗହଣା ବ୍ୟବସାୟୀଙ୍କୁ ଗୁଳିମାଡ଼ କରି ଲୁଟିନେଲେ ୭ ଲକ୍ଷର ଅଳଙ୍କାର
ରୂପସା,୭।୪ (ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ମଛଦା ଗାଁ ନିକଟରେ ଗୁଳି ଫୁଟାଇ ଜନୈକ ଗହଣା ଦୋକାନୀଙ୍କଠାରୁ ଦୁର୍ବୃତ୍ତମାନେ ଗହଣା ଲୁଟ୍ କରି ଫେରାର ହୋଇଯାଇଛନ୍ତି। ଏହି ଘଟଣା ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ ଖେଳାଇ ଦେଇଛି ।…
ୟୁଟ୍ୟୁବର ଏଲଭିଶଙ୍କୁ ଜାମିନ
ନୂଆଦିଲ୍ଲୀ,୨୨।୩: ପ୍ରସିଦ୍ଧ ୟୁଟ୍ୟୁବର୍ ଏବଂ ବିଗ ବସ ଓଟିଟି ୨ ବିଜେତା ଏଲଭିଶ ଯାଦବଙ୍କୁ ମିଳିଛି ଜାମିନ। ରେଭ ପାର୍ଟିରେ ସାପ ବିଷ ମଗାଇବା ମାମଲାରେ ତାଙ୍କୁ ମାର୍ଚ୍ଚ ୧୭ ରେ ଗିରଫ କରାଯାଇଥିଲା। ଏବେ ସେ କୋର୍ଟରୁ ଜାମିନ ପାଇଥିବା…
ପ୍ରେମିକ ସହ ମିଶି ସ୍ବାମୀଙ୍କୁ ମାରିଲେ ସ୍ତ୍ରୀ, ଶ୍ୱଶୁର ଘର ମାଟି ତଳୁ ଜ୍ୱାଇଁ ମୃତଦେହ ଉଦ୍ଧାର
ନୟାଗଡ଼/ଓଡ଼ଗାଁ,୧୫।୨(ଲୋକନାଥ ମିଶ୍ର / ଆଦର୍ଶ କୁମାର ପଟ୍ଟନାୟକ): ନୟାଗଡ଼ ଜିଲା ଓଡ଼ଗାଁ ଆଦର୍ଶ ଥାନା କୋମଣ୍ଡ ଛାମୁସାହିରେ ଶ୍ୱଶୁର ଘରର ମାଟି ତଳୁ ଗୁରୁବାର ରାତିରେ ଜ୍ୱାଇଁଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତ ଜ୍ୱାଇଁ ରୋହିବାଙ୍କର ପ୍ରକାଶ ନାୟକ। ସେ…
ସ୍ତ୍ରୀଙ୍କୁ ହତ୍ୟା କରି କଟାମୁଣ୍ଡ ହାତରେ ଧରି ବସ୍ଷ୍ଟାଣ୍ଡରେ ବୁଲିଲେ ବ୍ୟକ୍ତି,ରକ୍ତ ଜୁଡୁବୁଡ଼ୁ ଦେହ ଦେଖି…
କୋଲକାତା,୧୫।୨: ଘରୋଇ କଳହକୁ ନେଇ ସ୍ତ୍ରୀଙ୍କୁ ହତ୍ୟା, ପରେ କଟାମୁଣ୍ଡ ଧରି ବୁଲିଲେ ବ୍ୟକ୍ତି। ଏଭଳି ଏକ ଲୋମହର୍ଷଣକାରୀ ଘଟଣା ଘଟିଛି ପଶ୍ଚିମବଙ୍ଗର ମେଦିନାପୁର ଅଞ୍ଚଳରେ। ବ୍ୟକ୍ତିଜଣଙ୍କ ହେଲେ ଗୌତମ ଗୋଚ୍ଛାୟତ(୪୦)। ଚିସ୍ତିପୁର ବସ୍ଷ୍ଟାଣ୍ଡରେ ତାଙ୍କୁ ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ଦେଖି…
ଅର୍ଜୁନ ପୁରସ୍କାର ବିଜେତା ଡିଏସ୍ପିଙ୍କୁ ଗୁଳିକରି ହତ୍ୟା, କେନାଲ ନିକଟରେ ପଡ଼ିଛି ମୃତଦେହ
ଜଳନ୍ଧର,୨।୧: ପଞ୍ଜାବର ଜଳନ୍ଧର ଜିଲା ଅନ୍ତର୍ଗତ ଏକ କେନାଲ ନିକଟରୁ ଜଣେ ଡିଏସ୍ପିଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମର୍ନିଂ ଓ୍ବାକ୍ କରିବାକୁ ଯାଇଥିବା କିଛି ଲୋକେ ମୃତଦେହ ଦେଖି ପୋଲିସକୁ ସୂଚନା ଦେଇଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ଯାଞ୍ଚ କରିବା ପରେ…
ନାବାଳିକା ବଳାତ୍କାରୀଙ୍କୁ ୨୦ ବର୍ଷ ଜେଲ୍
ଫୁଲବାଣୀ,୧୫ା୧୧(ରାକେଶ କୁମାର ରାଉତ): ଫୁଲବାଣୀ ସ୍ବତନ୍ତ୍ର ପୋକ୍ସୋ କୋର୍ଟ ବିଚାରପତି ସଞ୍ଜିତ କୁମାର ବେହେରା ବୁଧବାର ଏକ ନାବାଳିକା ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଦୋଷୀଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ ତାଙ୍କୁ ୨୦…
Archives


