ଚାରି ବର୍ଷର ଶିଶୁ କନ୍ୟାକୁ ହତ୍ୟା କରି ମାଟି ତଳେ ପୋତିଦେଲେ ମାଆ
ବାଲିଗୁଡ଼ା,୧୭।୧୦:(ସଞ୍ଜୟ କୁମାର ପାଣିଗ୍ରାହୀ): ଚାରି ବର୍ଷର ଶିଶୁ କନ୍ୟାକୁ ହତ୍ୟା କରିଛି ନିଜ ଜନ୍ମ କଲା ମାଆ । ଏପରି ଏକ ହୃଦୟ ବିଦାରକ ଘଟଣା ଦେଖିବାକୁ ମିଳିଛି କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ବ୍ଲକ ସାରଙ୍ଗଗଡ ଥାନା…
ଭିଜିଲାନ୍ସ ଜାଲରେ ଗୋପ ଥାନା ଅଧିକାରୀ
ଗୋପ, ୨୭।୫(ଡି.ଏନ୍.ଏ): ପୁରୀ ଜିଲା ଗୋପ ଥାନା ଅଧିକାରୀ ସୌମ୍ୟଚିତ୍ ମିଶ୍ର ଲାଞ୍ଚ ନେବା ଅଭିଯୋଗରେ ସୋମବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ୩ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭୁବନେଶ୍ୱର ରେଞ୍ଜ ଡିଏସ୍ପି ଅକ୍ଷୟ କୁମାର ମିଶ୍ରଙ୍କ ସହ ଏକ…
ଗଞ୍ଜେଇ ଜବତ: ୬ ଗିରଫ, ୩ ଫେରାର
ଜୟପୁର, ୨୫।୫(ଡି.ଏନ୍.ଏ.): କୋରାପୁଟ ଜିଲା ଜୟପୁର ଉପଖଣ୍ଡ ପୋଲିସ, ଜୟପୁର ଟାଉନ, ସଦର ଏବଂ ବୈପାରିଗୁଡ଼ା ଥାନା ପକ୍ଷରୁ ଶନିବାର ପୃଥକ ପୃଥକ ଭାବେ ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇ ୧୫୦୦ କେଜି ଗଞ୍ଜେଇ ଜବତ କରାଯାଇଛି। ଏହି କାରବାରରେ ସମ୍ପୃକ୍ତ…
୧୫ କେଜି ବାର୍ହା ମାଂସ ଜବତ: ୧ ଗିରଫ, ୩ ଫେରାର
ଓଡ଼ଗାଁ, ୨୫ା୫(ସ୍ବ.ପ୍ର.): ନୟାଗଡ ବନଖଣ୍ଡ ଏବଂ ଓଡ଼ଗାଁ ବନାଞ୍ଚଳ ଅନ୍ତର୍ଗତ ଗୋଚ୍ଛା ସଂରକ୍ଷିତ ଜଙ୍ଗଲ ସନ୍ନିକଟ ହଳନ୍ଦାପଲ୍ଲୀ ଗ୍ରାମ ନିକଟରୁ ଶନିବାର ସକାଳେ ବନ ବିଭାଗ ୧୫ କେଜି ବାର୍ହା ମାଂସ ଜବତ କରିଛି। ଏହି କାରବାରରେ ସମ୍ପୃକ୍ତ ଜଣଙ୍କୁ ପୋଲିସ…
ମାନସିକ ବିକୃତ ବୃଦ୍ଧଙ୍କ ଉନ୍ମତ୍ତ କାଣ୍ଡ: ୨ ସ୍ତ୍ରୀଙ୍କୁ ହତ୍ୟା ପରେ କଲେ ଆତ୍ମହତ୍ୟା
ବାରିପଦା ଅଫିସ,୨୨।୫: ମୟୂରଭଞ୍ଜ ଜିଲା ବାରିପଦା ସଦର ଥାନା ଅଧୀନ ସଂଖାଭଙ୍ଗା ପଞ୍ଚାୟତ ତାଡ଼କିଶୋଲ ଗ୍ରାମର ଗୋଟିଏ ପରିବାରର ୨ ମହିଳା ଓ ଜଣେ ବୃଦ୍ଧଙ୍କ ମୃତଦେହ ବୁଧବାର ସକାଳେ ଉଦ୍ଧାର ହୋଇଛି। ଖବର ପାଇ ବାରିପଦା ସଦର ଏସ୍ଡିପିଓ କେପି…
କ୍ରିକେଟ ଖେଳକୁ ନେଇ ଝଗଡା: ସାଙ୍ଗର ଆଖି ତାଡି ଲୁଣ ପକାଇଦେଲେ ଯୁବକ
ନୂଆଦିଲ୍ଲୀ, ୧୮।୪: ଦକ୍ଷିଣ ଦିଲ୍ଲୀର ନେବ ସରାୟ ଥାନା ଅଞ୍ଚଳରେ ଘଟିଛି ଏକ ଅଭାବନୀୟ ଘଟଣା। କ୍ରିକେଟ ଖେଳକୁ ନେଇ ଲାଗିଥିବା ଝଗଡା ଯୋଗୁ ସାଙ୍ଗର ଆଖି ତାଡି, ଗଳା କାଟି ହତ୍ୟା କରିଛନ୍ତି ୬ ଯୁବକ। ଲୋକେ ଜାଣିଦେବା ଭୟରେ…
Archives


