ଜୁଲାଇ ପହିଲାରୁ ଲାଗୁ ହେବ ନୂଆ ଆପରାଧିକ ଆଇନ ନୂଆଦିଲ୍ଲୀ,୨୪ା୨: ଭାରତୀୟ ନ୍ୟାୟ ବ୍ୟବସ୍ଥାର ନୂତନ ଯୁଗ ଜୁଲାଇ ୧ରୁ ଆରମ୍ଭ ହେବ। ଔପନିବେଶିକ ଆପରାଧିକ ନ୍ୟାୟ ବ୍ୟବସ୍ଥାକୁ ବଦଳିବ। ସରକାର ଶନିବାର କହିଛନ୍ତି, ଜୁଲାଇ ୧ରୁ ତିନୋଟି ନୂତନ ଆପରାଧିକ ଆଇନ କାର୍ଯ୍ୟକାରୀ ହେବ ଏବଂ ଔପନିବେଶିକ ଆପରାଧିକ...