ଦୁର୍ଦ୍ଦାନ୍ତ ଅପରାଧୀ ପପୁଙ୍କୁ ପୋଲିସର ଏନ୍କାଉଣ୍ଟର, ଜଙ୍ଗଲରେ ଆପରାଧିକ କାଣ୍ଡ ଘଟାଇବାକୁ ଯୋଜନାବେଳେ… ଭଦ୍ରକ,୧୧ା୬(ସନାତନ ରାଉତ): ଭଦ୍ରକ ଗ୍ରାମାଞ୍ଚଳ ପୋଲିସ ଦୁର୍ଦ୍ଦାନ୍ତ ଅପରାଧୀ ପ୍ରଫୁଲ୍ଲ ମଲ୍ଲିକ ଓରଫ ପପଙ୍କୁ ଏନ୍କାଉଣ୍ଟର କରିଛି। ପପୁଙ୍କ ଡାହାଣ ଗୋଡ଼ରେ ଗୁଳି ବାଜିଥିବାରୁ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଛି। ପପୁଙ୍କ ନାଁରେ ରାଜ୍ୟର ବିଭିନ୍ନ ଥାନାରେ ୨୨ଟି ଆପରାଧିକ ମାମଲା…