ଦୀପାବଳିରେ ଗଡ଼ିଲା ମୁଣ୍ଡ, ପେସାଦାର ଅପରାଧୀ ସନ୍ତୋଷଙ୍କୁ ଗାଁ ଦାଣ୍ଡରେ ଗୋଡ଼ାଇ ଗୋଡ଼ାଇ ହାଣି ହତ୍ୟା
ବ୍ରହ୍ମପୁର,୮ା୧୧(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁରରେ ଏବେ ପର୍ବପର୍ବାଣିରେ ଗଡୁଛି ମୁଣ୍ଡ। ଗତବର୍ଷ କୁମାର ପୂର୍ଣ୍ଣିମାରେ ଭାଜପା ନେତା ତଥା ଆଇନଜୀବୀ ପୀତବାସ ପଣ୍ଡାଙ୍କୁ ହତ୍ୟା କରାଯାଇଥିଲା। ଚଳିତ ବର୍ଷ ଦୀପାବଳିରେ ବି ନିମଖଣ୍ଡି ଥାନା ଅନ୍ତର୍ଗତ ଯୋଗିଆପଲ୍ଲୀରେ ସନ୍ତୋଷ ପାତ୍ର(୩୫)ଙ୍କୁ ଦୁର୍ବୃତ୍ତମାନେ…

