ଦାରିଙ୍ଗବାଡ଼ିରେ ବଢ଼ିଚାଲିଛି ଅପରାଧ କାର୍ଯ୍ୟକଳାପ, ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେଇ ଅପରାଧୀ ଘଟାଉଛନ୍ତି ଅମାନୁଷିକ କାଣ୍ଡ ଦାରିଙ୍ଗବାଡ଼ି,୮ା୯(ଅରୁଣ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଦିନକୁ ଦିନ ଅପରାଧ କାର୍ଯ୍ୟକଳାପ ବୃଦ୍ଧି ପାଉଛି। ଗତ ୩ ଦିନ ମଧ୍ୟରେ ଉକ୍ତ ଥାନା ଅଞ୍ଚଳରେ ଏକାଧିକ ଆପରାଧିକ ଘଟଣା ଘଟିବାରେ ଲାଗିଛି। ପ୍ରକାଶ ଯେ, ରବିବାର ବିଳମ୍ବିତ ରାତିରେ...