LPG ସଙ୍କଟକୁ ନେଇ ବଡ଼ କଥା କହିଲେ ସରକାର,‘ଡୋରଷ୍ଟେପ ଡେଲିଭରି ପାଇଁ ଅପେକ୍ଷା କରନ୍ତୁ…’ ନୂଆଦିଲ୍ଲୀ,୨୦।୩: ଏକ ଆନ୍ତଃମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀରେ, ପେଟ୍ରୋଲିୟମ ମନ୍ତ୍ରଣାଳୟର ଯୁଗ୍ମ ସଚିବ କହିଛନ୍ତି ଯେ ଦେଶର ସମସ୍ତ ରିଫାଇନାରୀ ପୂର୍ଣ୍ଣ କ୍ଷମତାରେ କାର୍ଯ୍ୟ କରୁଛି। ସେ ଉଲ୍ଲେଖ କରିଛନ୍ତି ଯେ ଘରୋଇ ଏଲପିଜିର ପର୍ଯ୍ୟାପ୍ତ ଷ୍ଟକ ଉପଲବ୍ଧ ଅଛି ଏବଂ ମନ୍ତ୍ରଣାଳୟ…