ଓମାର ସରକାରରେ ସଙ୍କଟ
ଶ୍ରୀନଗର,୨ା୧୧: ଜମ୍ମୁ-କଶ୍ମୀରରେ ଓମାର ଅବଦୁଲ୍ଲାଙ୍କ ନେତୃତ୍ୱାଧୀନ ସରକାର ବଡ଼ ଧରଣର ଆଭ୍ୟନ୍ତରୀଣ ସଙ୍କଟର ସମ୍ମୁଖୀନ ହୋଇଛି। ନ୍ୟାଶନାଲ କନ୍ଫରେନ୍ସ (ଏନ୍ସି)ର ୨୫ ଜଣ ଅସନ୍ତୁଷ୍ଟ ବିଧାୟକ ସେମାନଙ୍କ ଦାବି ପୂରଣ ପାଇଁ ଦଳର ନେତୃତ୍ୱକୁ ୧୪ ଦିନିଆ ମହଲତ ଦେଇଛନ୍ତି। ୧୪…