ବିଶ୍ୱ ବଜାରରେ ଚାଇନାକୁ ପଛରେ ପକାଇବ ଭାରତ: ଆମେରିକାର ୩୦ ବିଲିୟନ ଡଲାର ନିବେଶ ଘୋଷଣା ନୂଆଦିଲ୍ଲୀ,୬ା୨: ବିଶ୍ୱ ଅର୍ଥନୀତିର ଗତିପଥ ବଦଳାଇବା ପାଇଁ ଭାରତ ଓ ଆମେରିକା ମଧ୍ୟରେ ଏକ ବଡ଼ ରଣନୈତିକ ବୁଝାମଣା ହୋଇଛି। ଚାଇନାର ଏକାଧିପତ୍ୟକୁ ରୋକିବା ପାଇଁ ଆମେରିକା ଭାରତ ସମେତ ୫୪ଟି ଦେଶକୁ ନେଇ ଏକ ନୂତନ ଆନ୍ତର୍ଜାତୀୟ ଖଣିଜ ଗୋଷ୍ଠୀ…