ଝିଅ ଆଗରେ ମା’କୁ ଟାଣି ନେଲା କୁମ୍ଭୀର, ଖରସ୍ରୋତା ଉପକୂଳବାସୀଙ୍କ ମନରେ ଛନକା ଆଳି,୧୬ା୬: ଆଳି ଥାନା ଅନ୍ତର୍ଗତ କୋଳଡିହ ପଞ୍ଚାୟତର ଓଁଳାଡିହା ଗାଁରେ ଏକ ହୃଦୟବିଦାରକ ଘଟଣା ଘଟିଛି। ଗାଁର ଜଣେ ମହିଳାଙ୍କୁ ଖରସ୍ରୋତା ନଦୀକୁ ସଂଯୋଗ କରୁଥିବା ପାନିଆ ଯୋରରୁ କୁମ୍ଭୀର ଟାଣି ନେଇଥିବା ଜଣାପଡ଼ିଛି। ଏହି ଘଟଣା ତାଙ୍କ ଝିଅଙ୍କ ଆଗରେ…