ସାତକୋଶିଆରେ ଆରମ୍ଭ ହେଲା କୁମ୍ଭୀର ଗଣନା ଅନୁଗୋଳ,୬ା୧: ସୋମବାରଠାରୁ ୩ ଦିନ ପର୍ଯ୍ୟନ୍ତ ସାତକୋଶିଆରେ କୁମ୍ଭୀର ଗଣନା କରାଯିବ। କୁମ୍ଭୀର ଗଣନା ପାଇଁ ଆଜିଠୁ ଆସନ୍ତା ୯ ତାରିଖ ସକାଳ ପର୍ଯ୍ୟନ୍ତ ମହାନଦୀରେ ବୋଟିଂ ବନ୍ଦ ରହିବ ବୋଲି ସୂଚନା ଦେଇଛନ୍ତି ସାତକୋଶିଆ ବନ୍ୟପ୍ରାଣୀ ବନଖଣ୍ଡ ଅଧିକାରୀ...