Tag Archives: Crocodile

ଅନନ୍ୟ ପରମ୍ପରା: କୁମ୍ଭୀର ସହ ବିବାହ

ମେକ୍ସିକୋ ସିଟି: ମେକ୍ସିକୋର ଦକ୍ଷିଣ ଓକ୍ସାକା ରାଜ୍ୟରେ ଅବସ୍ଥିତ ସାନ୍‌ ପେଡ୍ରୋ ହୁଆମେଲୁଲା ସହରରେ ଗତ ୨୩୦ ବର୍ଷ ଧରି ପ୍ରତି ବର୍ଷ ଏକ ଅନନ୍ୟ ପରମ୍ପରାକୁ ପାଳନ କରାଯାଇଆସୁଛି, ଯାହା ସମ୍ପ୍ରତି ସାରାବିଶ୍ୱର ଦୃଷ୍ଟି ଆକର୍ଷଣ କରିଛି। ଏଠାକାର ମେୟର…

ବିଚ୍‌ ରାସ୍ତାରେ କୁମ୍ଭୀର ସହ ଲଢ଼େଇ, ଭାଇରାଲ ଭିଡିଓ ଦେଖିଲେ ଅଟକି ଯିବ ନିଃଶ୍ୱାସ

କୁମ୍ଭୀର ଏପରି ଏକ ପ୍ରାଣୀ ଯାହାକୁ ଦେଖିବା ମାତ୍ରେ ମଣିଷର ଅବସ୍ଥା ଆହୁରି ଖରାପ ହୋଇଯାଏ। ଏହାର ଆତଙ୍କ ଏତେ ଯେ, ଜଙ୍ଗଲର ରାଜା ସିଂହ ମଧ୍ୟ ଏହାର ଏରିଆରେ ପ୍ରବେଶ କରିବା ପୂର୍ବରୁ ଶହେ ଥର ଚିନ୍ତା କରେ। କାରଣ…

ନାଳରୁ ଧରାପଡ଼ିଲା ୭ ଫୁଟର ବଉଳା କୁମ୍ଭୀର, ଲୋକେ ଆତଙ୍କିତ

ଭୋଗରାଇ,୮ା୧୧(ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ବିଚିତ୍ରପୁର ଇକୋ ଟୁରିଜିମ୍‌ ନିକଟ ସମୁଦ୍ରକୁ ଲାଗିଥିବା ଏକ ନାଳରୁ ୭ ଫୁଟ ୬ ଇଞ୍ଚ ଲମ୍ବର ଏକ ବଉଳା କୁମ୍ଭୀରକୁ ଭିତରକନିକା ଓ ଉଦୟପୁର ବନବିଭାଗ ମିଳିତ ଭାବେ କୌଶଳକ୍ରମେ ଗୁରୁବାର…

ନଦୀକୂଳରେ ଖେଳୁଥିବା ବେଳେ ନାବାଳକଙ୍କୁ ଟାଣିନେଲା କୁମ୍ଭୀର

ଅନୁଗୋଳ,୨୯ା୬: ଅନୁଗୋଳରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ଜଣେ ୮ ବର୍ଷର ନାବାଳକଙ୍କୁ ମହାନଦୀକୁ ଟାଣି ନେଇଥିଲା କୁମ୍ଭୀର। ଟିକରପଡ଼ା ମହାନଦୀ କୂଳରେ ନାବାଳକ ଜଣକ ଖେଳୁଥିବା ବେଳେ ହଠାତ୍‌ କୁମ୍ଭୀରଟି ପଛପଟୁ ଆସି ଟାଣି ନେଇଥିଲା। ଖବର ପ୍ରଚାରିତ…

ସ୍ତ୍ରୀଙ୍କ ଆଗରେ ସ୍ବାମୀଙ୍କୁ ଟାଣିନେଲା କୁମ୍ଭୀର

କେନ୍ଦ୍ରାପଡ଼ା,୮ା୩: କେନ୍ଦ୍ରାପଡ଼ା ଜିଲା ରାଜନଗର ଥାନା ଦକ୍ଷିଣଭେଡ଼ା ଗାଁରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ବିଲକୁ ପାଣି ମଡ଼ାଇବାକୁ ଯାଇଥିବା ବେଳେ ବାଇଧର ମଲିକଙ୍କୁ ସ୍ତ୍ରୀଙ୍କ ଆଖି ସାମ୍ନାରେ ଟାଣିନେଇଛି କୁମ୍ଭୀର। ହଂସୁଆ ନଦୀରେ ଗ୍ରାମବାସୀଙ୍କ ଦ୍ୱାରା ଖୋଜାଖୋଜି…

ପୋଖରୀ ଭିତରେ ପଶି କୁମ୍ଭୀରକୁ ଟାଣିଆଣିଲେ ଯୁବତୀ: ଭିଡିଓ ଦେଖିଲେ ଲୋମ ଟାଙ୍କୁରି ଉଠିବ

କୁମ୍ଭୀର ଜଳରେ ସବୁଠାରୁ ବିପଜ୍ଜନକ ପ୍ରାଣୀ ବୋଲି ବିବେଚନା କରାଯାଏ। ନଦୀ କିମ୍ବା ପୋଖରୀ କୂଳକୁ ଯିବା ମାତ୍ରେ କୁମ୍ଭୀରମାନେ ଭାବରେ ଆକ୍ରମଣ କରନ୍ତି। କିନ୍ତୁ ସୋସିଆଲ ମିଡିଆରେ ଏମିତି ଏକ ଭିଡିଓ ଭାଇରାଲ ହୋଇଛି, ଯାହା ଦେଖିଲେ ବିଶ୍ୱାସ କରିହେବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?