ନନ୍ଦନକାନନରେ ୫ ବଉଳା କୁମ୍ଭୀରଙ୍କ ମୃତ୍ୟୁ: ଜଣାପଡୁନି କାରଣ ଚିନ୍ତାରେ… ଭୁବନେଶ୍ୱର,୧।୨: ଜାତୀୟ ପ୍ରାଣୀଉଦ୍ୟାନ ନନ୍ଦନକାନନରେ ୫ ବଉଳା କୁମ୍ଭୀରଙ୍କ ମୃତ୍ୟୁ ଘଟିଛି। ଜାନୁଆରୀ ୨୩ରୁ ୩୦ ମଧ୍ୟରେ ମୋଟ ୫ କୁମ୍ଭୀରଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ତେବେ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଥିବା ବେଳେ କର୍ତ୍ତୃପକ୍ଷ କୁମ୍ଭୀରଙ୍କ ପୋଷ୍ଟମର୍ଟମ କରିଛନ୍ତି…