ମହାନଦୀରେ ଭାସୁଛନ୍ତି ମାଳମାଳ କୁମ୍ଭୀର: ସୋଲ ଭେଳାରେ ପାର ହୋଇ ମାଛ, କଙ୍କଡ଼ା ଧରି ପରିବାର ପୋଷଣ କରୁଛନ୍ତି ମହିଳା ମହାକାଳପଡ଼ା,୨୬ା୩ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ନଦୀ ନାଳଘେରା ବତିଘର ଅଞ୍ଚଳ ମହାନଦୀ ଅବବାହିକା ଶାଖା ନାଳଗୁଡ଼ିକରେ କୁମ୍ଭୀର ମାଳ ମାଳ ଭାସୁଛନ୍ତି। ହେଲେ ସ୍ଥାନୀୟ ମତ୍ସ୍ୟଜୀବୀମାନେ ପରିବାର ପ୍ରତିପୋଷଣ ପାଇଁ ଦୈନନ୍ଦିନ ନିକଟସ୍ଥ ଜଙ୍ଗଲ…