ଭୁବନେଶ୍ୱର,୧୩।୫: ସନ୍ଧ୍ୟା ହେଲେ ସହରବାସୀ ଭୁବନେଶ୍ୱରର ପ୍ରଦର୍ଶନୀ ପଡ଼ିଆଠାରେ ଆୟୋଜିତ ‘ହ୍ୟାଣ୍ଡଲୁମ୍ ଆଣ୍ଡ ହାଣ୍ଡିକ୍ରାଫ୍ଟ ପ୍ରଦର୍ଶନୀ’ରେ ଭିଡ଼ ଜମାଉଛନ୍ତି। ଏପରିକି ଘର ସାଜସଜ୍ଜା ପାଇଁ ସୂକ୍ଷ୍ମ କାରୁକାର୍ଯ୍ୟରେ…