ସିଆରପିଏଫ ୧୨୭ ବାଟାଲିୟନ ପକ୍ଷରୁ ବୀରତ୍ୱ ଦିବସ ପାଳିତ ବାଲିଗୁଡ଼ା,୯।୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ସ୍ଥିତ ସିଆରପିଏଫ’ର ୧୨୭ ବାଟାଲିୟନ ପକ୍ଷରୁ ସାହସୀ ସୈନିକ ମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇବା ଉଦେଶ୍ୟରେ କ୍ୟାମ୍ପ ପରିସରରେ ବୀରତ୍ୱ ଦିବସ ପାଳିତ ହୋଇଯାଇଛି। ଏହି ଉତ୍ସବରେ କମାଣ୍ଡାଣ୍ଟ ପଙ୍କଜ ବର୍ମା ଏବଂ...