ଟ୍ରେନ୍ରୁ ଖସି ସିଆର୍ପିଏଫ୍ ଯବାନ ଗୁରୁତର କଲ୍ୟାଣସିଂହପୁର,୧୩ା୭(ଦୀପକ କୁମାର ପରିଡ଼ା): ଟ୍ରେନରେ ଯିବା ସମୟରେ ଖସିପଡ଼ି ଜଣେ ସିଆର୍ପିଏଫ୍ ଯବାନ ଗୁରୁତର ହୋଇଛନ୍ତି। ତାଙ୍କୁ କଲ୍ୟାଣସିଂହପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ଶନିବାର ରାତିରେ ରାଉଲକେଲା ଜଗଦଲପୁର ଏକ୍ସପ୍ରେସ୍ରେ କୋରାପୁଟରୁ ବଲାଙ୍ଗୀର ଅଭୀମୁଖେ ଯାଉଥିବା ବେଳେ ଲେଲିଗୁମା ଷ୍ଟେଶନ…