ଦାଦନ ଖଟିବାକୁ ଯାଇ ଘରକୁ ଫେରିବା ବେଳେ ଟ୍ରେନ୍ରୁ ଶ୍ରମିକ ନିଖୋଜ, କାନ୍ଦିକାନ୍ଦି ସ୍ତ୍ରୀ କହୁଛନ୍ତି ମୋ’ ସ୍ବାମୀଙ୍କୁ ଫେରାଇ ଆଣ ପୁରୁଷୋତ୍ତମପୁର,୨୪ା୯(ସୀମାଞ୍ଚଳ ମିଶ୍ର): ପରିବାର ପ୍ରତିପୋଷଣ କରିବା ଲାଗି ଦାଦନ ଖଟିବାକୁ ଯାଇଥିବା ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ତଥା ବେଗୁନିଆପଡ଼ା ବ୍ଲକ ଅନ୍ତର୍ଗତ ରେଙ୍ଗଟିପଲ୍ଲୀ ଗ୍ରାମର ସନ୍ତୋଷ ବେହେରା(୪୦)ଙ୍କ ୧୩ ଦିନ ହେଲା ପତ୍ତା ମିଳୁନି। ଫଳରେ ପରିବାର ଲୋକେ...